ମାଡ଼ିଲାଣି ସମୁଦ୍ର, ବିପଦରେ ଆର୍ଯ୍ୟପଲ୍ଲୀ ପଞ୍ଚାୟତବାସୀ: ଏକାଠୀ ହେଲେ ୩ ଗ୍ରାମର ବାସିନ୍ଦା
ଛତ୍ରପୁର,୧୮ା୧୦ (ଦିଲ୍ଲୀପ ସାମଲ): ଜଳବାୟୁ ପରିବର୍ତ୍ତନ ହେତୁ ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବାରେ ଲାଗିଛି। ସମୁଦ୍ର କୂଳ ଦିନକୁ ଦିନ ଲଙ୍ଘୁଥିବାରୁ ଗଞ୍ଜାମ ଜିଲାର ଅନେକ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳବସୀ ଭୟଭିତ ଅବସ୍ଥାରେ ଅଛନ୍ତି। ଦୈନିକ ଜଳପତନ ବୃଦ୍ଧି ହେତୁ…
ଶ୍ରୀମନ୍ଦିରରେ ସେବାୟତଙ୍କୁ ହାଣିଲେ ଦୁର୍ବୃତ୍ତ, ରକ୍ତ ଜୁଡୁବୁଡୁ ହୋଇ…
ପୁରୀ,୧୮ା୧୦(ଅଜିତ୍ କୁମାର ମହାନ୍ତି): କିଛିଦିନର ବ୍ୟବଧାନ ପରେ ପୁରୀରେ ପୁଣି ଦୁର୍ବୃତ୍ତଙ୍କ ଆତଙ୍କ ଦେଖିବାକୁ ମିଳିଛି। ଶୁକ୍ରବାର ସନ୍ଧ୍ୟାରେ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଦୁର୍ବୃତ୍ତ ପଶ୍ଚିମଦ୍ୱାର ନିକଟରେ ଭୁଜାଲିରେ ହାଣିଛନ୍ତି। ଆକ୍ରମଣରେ ପ୍ରତିହାରୀ…
ଝାରପଡ଼ା ଜେଲ୍ରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
ଭୁବନେଶ୍ୱର,୧୮।୧୦: ଭୁବନେଶ୍ୱର ଝାରପଡ଼ା ଜେଲ୍ରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବିଚାରାଧୀନ ବନ୍ଦୀଙ୍କୁ ପିଟିପିଟି ମାରି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ବନ୍ଦୀ ହେଲେ ବିଦ୍ୟାଧର ଗୁରୁ। ମିଳିଥିବା ସୂଚନା ମୁତାବକ, ବିଦ୍ୟାଧର ଗତ…
‘ଧୋନୀଙ୍କ ଭଳି କ୍ୱାଲିଟି ଆଣ’
ନୂଆଦିଲ୍ଲୀ,୧୮।୧୦: ବେଙ୍ଗାଲୁରୁ ଟେଷ୍ଟର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୩୫୬ ରନ୍ରେ ଅଗ୍ରଣୀ ରହିଥିଲା। ଏହାକୁ ନେଇ ପୂର୍ବତନ କ୍ରିକେଟର ସଞ୍ଜୟ ମାଞ୍ଜରେକର ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇଛନ୍ତି। ରୋହିତଙ୍କୁ ତାଙ୍କ ନେତୃତ୍ୱରେ ଧୋନୀଙ୍କ ଭଳି କ୍ୱାଲିଟି ଆଣିବାର ଆବଶ୍ୟକତା…
ଇତିହାସ ରଚିଲେ ବିରାଟ କୋହଲି… ହାସଲ କଲେ ସ୍ବତନ୍ତ୍ର ରେକର୍ଡ
ବେଙ୍ଗାଲୁରୁ,୧୮।୧୦: ବିରାଟ କୋହଲି ତାଙ୍କ ଟେଷ୍ଟ କ୍ୟାରିୟରରେ ୯୦୦୦ ରନ ପୂରଣ କରିଛନ୍ତି। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବାଙ୍ଗାଲୋରରେ ଖେଳାଯାଉଛି। ଟିମ ଇଣ୍ଡିଆର ପ୍ରଥମ ଇନିଂସରେ ବିରାଟ ଶୂନ୍ୟରେ ଆଉଟ ହୋଇଥିଲେ। କିନ୍ତୁ ସେ…
ଜମି ବିବାଦରୁ ଦୁଇ ପରିବାର ମଧ୍ୟରେ ସଂଘର୍ଷ: ୪ ଆହତ
ବାଲିପାଟଣା,୧୮।୧୦: ବାଲିପାଟଣା ଥାନା ଅଧୀନ ଶ୍ରୀରାମପୁର ଗାଁରେ ଶୁକ୍ରବାର ଏକ ସଂଘର୍ଷ ଘଟିଛି। ଜମି ବିବାଦକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ସଂଘର୍ଷର ରୂପ ନେଇଥିଲା। ସଂଘର୍ଷରେ ଜଣେ ଗୁରୁତର ହୋଇଥିବା ବେଳେ ୩ଜଣ ଆହତ ହୋଇଛନ୍ତି।…
ରାଜସ୍ଥାନର ଲେଡି ସିଙ୍ଘମ ଆଇପିଏସ୍ଜଣଙ୍କ କିଏ? ଯାହାଙ୍କ ସ୍କାନର୍ରେ ୨୪ ଘଣ୍ଟା ରହୁଛନ୍ତି ଲରେନ୍ସ ବିଶ୍ନୋଇ…
ନୂଆଦିଲ୍ଲୀ,୧୮।୧୦: ମହାରାଷ୍ଟ୍ରର ମୁମ୍ବାଇର ବାନ୍ଦ୍ରାଠାରେ ଦଶହରା ଦିନ ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗ ତାଙ୍କ ହତ୍ୟାର ଦାୟିତ୍ୱ ନେଇଛନ୍ତି। ବର୍ତ୍ତମାନ, ବାବା ସିଦ୍ଦିକିଙ୍କ ମୃତ୍ୟୁର କିଛି ସମୟ ପରେ ମୁମ୍ବାଇ କଣ୍ଟ୍ରୋଲ ରୁମକୁ ସଲମାନ…
ଡିଜେ ସାଉଣ୍ଡ ଶୁଣି ଟଳିପଡିଲେ ନାବାଳକ
ଭୋପାଳ,୧୮।୧୦: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଡିଜେର ଉଚ୍ଚ ସ୍ବର ଯୋଗୁ ଜଣେ ନାବାଳକଙ୍କ ଜୀବନ ଯାଇଛି। ନିକଟରେ ଦଶହରା ଭସାଣି ସମୟରେ ଡିଜେ ବାଜୁଥିଲା। ଏହି ସମୟରେ ଲୋକମାନେ ନାଚୁଥିଲେ ଏବଂ ବୁଲୁଥିଲେ। ୧୩…
କଂଗ୍ରେସକୁ ଟାର୍ଗେଟ କଲେ ସଞ୍ଜୟ ରାଉତ, କହିଲେ ଅକ୍ଷମ ନେତା…
ମୁମ୍ବାଇ,୧୮।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ମହା ବିକାଶ ଆଗାଡିରେ ଆସନ ବୁଝାମଣାରେ ସମସ୍ୟା ଉପୁଜୁଛି। ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ଆସନ ବଣ୍ଟା ବିଳମ୍ବ ପାଇଁ କଂଗ୍ରେସକୁ ଦାୟୀ କରିଛନ୍ତି। ସେ କହିଛନ୍ତି, ରାଜ୍ୟ କଂଗ୍ରେସ ନେତାମାନେ ନିଷ୍ପତ୍ତି…
୨ ଦିନ ଏହି ୧୪ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୮।୧୦: ଶୁକ୍ରବାର ଓ ଶନିବାର ୧୪ ଜିଲାରେ ପ୍ରବଳ ବର୍ଷିବ। ତେବେ ବର୍ଷାକୁ ନେଇ ଏହି ୧୪ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଦିଆଯାଇଛି। ଏସବୁ ଜିଲା ଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର,…
ସଲମାନ କେମିତି କ୍ଷମା ମାଗିଲେ ମାନି ଯିବେ ଲରେନ୍ସ, ଜାଣନ୍ତୁ କ୍ଷମା ମାଗିବାକୁ କ’ଣ ରହିଛି କଡା ନିୟମ
ମୁମ୍ବାଇ,୧୮।୧୦: ରାଜାନେତା ବାବା ସିଦ୍ଦିକୀଙ୍କ ହତ୍ୟା ପରେ ବଲିଉଡ ଅଭିନେତା ସଲମାନ ଖାନଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ତାଙ୍କ ଘର ନିକଟରେ ଆସୁଥିବା ଲୋକଙ୍କ ଉପରେ ପୋଲିସ ତୀକ୍ଷ୍ଣ ନଜର ରଖିଛି। ଏହି ସମୟରେ, ଲୋକମାନେ ବିଷ୍ଣୋଇ ସମ୍ପ୍ରଦାୟକୁ କହିଥିଲେ ଯେ…
ଜେଏସ୍ଡବ୍ଲ୍ୟୁ ସ୍ପୋଟର୍ସ କ୍ରିକେଟ ନିର୍ଦ୍ଦେଶକ ଭାବେ ଗାଙ୍ଗୁଲି ନିଯୁକ୍ତ
ନୂଆଦିଲ୍ଲୀ, ୧୮ା୧୦: ଭାରତର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଗୁରୁବାର ଜେଏସ୍ଡବ୍ଲ୍ୟୁ ସ୍ପୋଟର୍ସର କ୍ରିକେଟ ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି। ସଂସ୍ଥାର ସେ ସମସ୍ତ କ୍ରିକେଟ ସମ୍ପତ୍ତିର ଦେଖାଚାହଁା କରିବେ। ତନ୍ମଧ୍ୟରେ ଆଇପିଏଲ୍ ଓ ଡବ୍ଲ୍ୟୁପିଏଲ୍(ଓମେନ୍ସ ପ୍ରିମିୟର ଲିଗ୍)ରେ ଦିଲ୍ଲୀ ଟିମ୍…

