ମୁଖ୍ୟମନ୍ତ୍ରୀଙ୍କୁ ଫଟୋଚିତ୍ର ପ୍ରଦାନ କଲେ ଛାତ୍ର
ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ପାଇକ ସାହିର ଭଗବାନ ସାହୁଙ୍କ ପୁଅ ତଥା ସୋରଡ଼ା ଶଶୀଭୂଷଣ ଉଚ୍ଚ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଶୁଭମ୍ ସାହୁ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ରାଜ୍ୟ ଅତିଥି ଭବନରେ ଭେଟି ପେନସିଲ ଦ୍ୱାରା…
କେନ୍ଦୁଝର ଉପଜିଲାପାଳ ତ୍ରିଲୋଚନ ମହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ
ଭୁବନେଶ୍ୱର,୧୭।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଯୁଗ୍ମ ସଚିବ ଭାବେ ତ୍ରିଲୋଚନ ମହାନ୍ତିଙ୍କୁ ନିଯୁକ୍ତ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୋମବାର ବିଜ୍ଞପ୍ତି ଜାରି କରାଯାଇଛି। କେନ୍ଦୁଝର ଉପଜିଲାପାଳ ଭାବେ ସେ ଦାୟିତ୍ୱରେ ଥିଲେ।…
ଜମିରେ କରୁଥିଲେ କାମ: ବଜ୍ରପାତରେ ଚାଲିଗଲା ଜୀବନ
କୋରାପୁଟ/ନାରାୟଣପାଟଣା,୧୭।୬(ଅମିତାଭ ବେହେରା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ସଲପଗୁଡ଼ା ଗ୍ରାମରେ ସୋମବାର ବର୍ଷା ପବନ ସହ ଘଡଘଡି ହୋଇ ବଜ୍ରପାତ ଘଟିଛି। ବଜ୍ରପାତରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶିବ ମାଣ୍ଡିଙ୍ଗି (୩୫)। ମିଳିଥିବା ସୂଚନା ମୁତାବକ, ଶିବ…
ବାଲେଶ୍ୱର ଗୋଷ୍ଠୀ ସଂଘର୍ଷ ଘଟଣାରେ ମୁଖ୍ୟମନ୍ତ୍ରୀ ଦେଲେ କଡ଼ା ନିର୍ଦ୍ଦେଶ
ଭୁବନେଶ୍ୱର,୧୭।୬(ଅସମାପିକା ସାହୁ): ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତିକ୍ରିୟା ରଖିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ ବାଲେଶ୍ୱର ଜିଲାପାଳଙ୍କ ସହ ଆଲୋଚନା କରି ସ୍ଥିତି ସମ୍ପର୍କରେ ଅବଗତ ହେବା ସହ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ କଡ଼ା ନିର୍ଦ୍ଦେଶ…
ବିଦ୍ୟୁତ୍ ଖୁଣ୍ଟରେ ପିଟିହେଲା ବାଇକ୍: ଚାଲିଗଲା ଚାଳକଙ୍କ ଜୀବନ
ଥୁଆମୁଳ ରାମପୁର:୧୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଳକ ସ୍ଥିତ କର୍ଲାପାଟ ଥାନା ଅଞ୍ଚଳରେ ସଡ଼କ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ପୁଣି ସୋମବାର ଏକ ବାଇକ୍ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା…
ପ୍ରଥମଥର କଟକ ଗସ୍ତରେ ଯାଇ ଏମିତି ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
କଟକ, ୧୭।୬(ଶିଳ୍ପା ପ୍ରିୟଦର୍ଶିନୀ)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର କଟକ ଗସ୍ତରେ ଆସି ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ସଂଗ୍ରହାଳୟରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ପରେ ସଂଗ୍ରହାଳୟର ବିଭିନ୍ନ ଗ୍ୟାଲେରୀ ବୁଲି ଦେଖିଥିଲେ। ପରେ ମୁଖ୍ୟମନ୍ତ୍ରୀ ବକ୍ସି…
୬ ଜଣଙ୍କ ଉପରେ ଚଢ଼ିଗଲା ଡମ୍ଫର, ୫ ଜଣଙ୍କ ମୃତ୍ୟୁ
ଉଦୟପୁର, ୧୭।୬: ରାଜସ୍ଥାନର ମାଲୱା ଅନ୍ତର୍ଗତ ଚୋରାଗ୍ରାମ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘିଟିଛି । ପିଣ୍ଡୱାଡ଼ା ରୋଡ଼ର ଡିଭାଇଡର ଉପରେ ଚାଲି ଚାଲି ଯାଉଥିବା ୬ ଜଣ ଲୋକଙ୍କ ଉପରେ ଏକ ଡମ୍ଫର ଚଢ଼ି ଯାଇଛି ।…
ନାଳରେ ରକ୍ତ ଭାସୁଥିବାରୁ ଦେଖି ଗୋଷ୍ଠୀ ସଂଘର୍ଷ: ୧୪୪ ଧାରା ଜାରି
ବାଲେଶ୍ବର ଅଫିସ, ୧୭।୬- ବାଲେଶ୍ୱର ସହର ସ୍ଥିତ ଭୁଜାଖିଆ ପୀର ନିକଟସ୍ଥ ନାଳରେ ରକ୍ତ ଭାସୁଥିବାରୁ ଦେଖି ଗୋଷ୍ଠୀ ସଂଘର୍ଷ ହୋଇଛି। ସ୍ଥାନୀୟ ଗାଁ ତଥା ସୁନହଟ ଅଞ୍ଚଳର ଲୋକେ ନିକଟସ୍ଥ ଏକ ସ୍କୁଲ ପଛପଟେ ଗୋରୁ କଟା ଯାଉଥିବାର ଦେଖି…
ପରମାଣୁ ବୋମା ରେସ୍ରେ ପାକିସ୍ତାନକୁ ପଛରେ ପକାଇଲା ଭାରତ: ଜାଣନ୍ତୁ କେଉଁ ଦେଶ ପାଖରେ କେତେ ପରମାଣୁ ବୋମା…
ନୂଆଦିଲ୍ଲୀ,୧୭।୬: ପରମାଣୁ ବୋମା ତିଆରି କରିବା ପାଇଁ ସାରା ବିଶ୍ୱରେ ଏକ ରେସ୍ ଚାଲିଛି। ଏହି ରେସ୍ରେ ଭାରତ ପାକିସ୍ତାନକୁ ପଛରେ ପକାଇ ଦେଇଛି। ସମଗ୍ର ବିଶ୍ୱରେ ପରମାଣୁ ବୋମା ଉପରେ ନଜର ରଖୁଥିବା ଏକ ସଂସ୍ଥା SIPRI, ସାରା ବିଶ୍ୱରେ…
ଏୟାରପୋର୍ଟରୁ କଟିଗଲା ବିଜୁଳି, ଗରମରେ ଯାତ୍ରୀ ହନ୍ତସନ୍ତ
ନୂଆଦିଲ୍ଲୀ, ୧୭।୬: ଦେଶର ରାଜଧାନୀ ଦିଲ୍ଲୀରେ ବିଜୁଳି ସମସ୍ୟା ଲାଗି ରହିଛି । ଏହାର ପ୍ରଭାବ ବିମାନ ବନ୍ଦରରେ ମଧ୍ୟ ଦେଖିବାକୁ ମିଳିଛି । ଦେଶର ଗୁରୁତ଼୍ବପୂର୍ଣ୍ଣ ଆନ୍ତର୍ଜାତିକ ଇନ୍ଦିରା ଗାନ୍ଧୀ ବିମାନ ବନ୍ଦରରେ ବିଜୁଳି ଚାଲିଯିବାରୁ ଯାତ୍ରୀମାନେ ପ୍ରବଳ ସମସ୍ୟାର…
ସୁପର-୮ ପର୍ଯ୍ୟାୟ ପୂର୍ବରୁ କ୍ରିକେଟ୍ ନୁହେଁ, ଏହି ଗେମ୍ ଖେଳିଲେ ଟିମ୍ ଇଣ୍ଡିଆର ଖେଳାଳି
ନୂଆଦିଲ୍ଲୀ,୧୭।୬: ଭାରତୀୟ ଦଳ ଟି-୨୦ ବିଶ୍ୱକପ ୨୦୨୪ରେ ଚମତ୍କାର ପ୍ରଦର୍ଶନ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳ କ୍ରମାଗତ ତିନିଟି ମ୍ୟାଚ ଜିତି ସୁପର-୮ରେ ସ୍ଥାନ ପାଇଛି। ଭାରତୀୟ ଦଳ ସୁପର-୮ ପାଇଁ ଗ୍ରୁପ-୧ରେ ଅଛି। ଏଠାରେ ଭାରତୀୟ ଦଳ…
ଏୟାର ଇଣ୍ଡିଆ ବିମାନ ଖାଦ୍ୟରୁ ମିଳିଲା ବ୍ଲେଡ୍
ନୂଆଦିଲ୍ଲୀ,୧୭।୬: ଏୟାର ଇଣ୍ଡିଆର ବେଙ୍ଗାଲୁରୁ ସାନ ଫ୍ରାନ୍ସିସ୍କୋ ବିମାନରେ ବଡ ତ୍ରୁଟି ସାମ୍ନାକୁ ଆସିଛି। ଏହି ବିମାନର ଯାତ୍ରୀଙ୍କ ଖାଦ୍ୟରେ ଏକ ବଡ ବ୍ଲେଡ ମିଳିଥିଲା। ଏହି ଘଟଣା ଜୁନ ୯ରେ ଘଟିଥିଲା ଏହି ଘଟଣା ସାମ୍ନାକୁ ଆସିବା ପରେ ଏୟାର…
Archives


