Home Left

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୧୭।୬: ଆଗକୁ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ବଡ଼ ପଦକ୍ଷେପ ନେଇଛି। ଦଳ ଆଗୁଆ ନିର୍ବାଚନୀ ପ୍ରସ୍ତୁତି କରିବା ସହିତ ୪ ରାଜ୍ୟ ପାଇଁ ପ୍ରଭାରୀ,ସହପ୍ରଭାରୀ ନିଯୁକ୍ତ କରିଛି। ଏହି କ୍ରମରେ କେନ୍ଦ୍ରମନ୍ତ୍ରୀ…

ପାଣିପାଗ ବିଭାଗର ସୂଚନା, ଆଗାମୀ ୫ ଦିନ ଯାଏଁ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ଼୍ବର, ୧୭।୬: ଓଡ଼ିଶାର ଉପକୂଳ ଅଞ୍ଚଳରେ ଆହୁରି ୩ରୁ ୪ ଦିନ ତାତି ଅନୁଭୂତ ହେବ । ସମ୍ପୂର୍ଣ୍ଣ ଓଡ଼ିଶାରେ ମୌସୁମୀ ଅଗ୍ରସର ହେବାକୁ ଆହୁରି ସମୟ ଲାଗିବା ନେଇ ଜଣାପଡ଼ିଛି । ଆଗାମୀ ୫ ଦିନ ଯାଏଁ ଦକ୍ଷିଣ ଓ…

ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ: ‘କିଷାନ ସମ୍ମାନ ନିଧି ଯୋଜନା’ର କିସ୍ତି ଟଙ୍କା ବଣ୍ଟନ ଉତ୍ସବରେ ଦେବେ ଯୋଗ

ବରଗଡ଼,୧୭ା୬(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଟଙ୍କା ବଣ୍ଟନ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହେବ। ଏହି କ୍ରମରେ ବରଗଡ଼ରେ ହେବାକୁ ଥିବା ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଉପସ୍ଥିତ ରହିବେ। ମିଳିଥିବା ସୂଚନାନୁଯାୟୀ, ମୁଖ୍ୟମନ୍ତ୍ରୀ…

ଜମ୍ମୁ-କଶ୍ମୀର ପରେ ମଣିପୁରକୁ ନେଇ ଆକ୍ସନ ମୋଡ୍‌ରେ ଶାହା, ଡାକିଲେ ବୈଠକ

ନୂଆଦିଲ୍ଲୀ, ୧୭।୬: ଜମ୍ମୁ-କଶ୍ମୀର ସ୍ଥିତି ସମୀକ୍ଷା ପରେ ଏବେ ମଣିପୁର ଉପରେ ଫୋକସ୍‌ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆଜି ଅପରାହ୍ନ ୪ଟା ସମୟରେ ମଣିପୁର ସୁରକ୍ଷା ସ୍ଥିତି ସମ଼୍ବନ୍ଧରେ ସମୀକ୍ଷା କରିବା ପାଇଁ ଏକ ଉଚ୍ଚ ସ୍ତରୀୟ…

ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୭।୬: ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ଘଟଣା ଅତ୍ୟନ୍ତ ଦୁଃଖ ଦାୟକ ବୋଲି କହିବା…

ଶଙ୍ଖ ଭବନରେ ବସିବ ବୈଠକ, ଚୟନ ହେବେ ବିଧାୟକ ଦଳ ନେତା

ଭୁବନେଶ଼୍ବର, ୧୭।୬: ଆସନ୍ତା ୧୯ ତାରିଖ ଦିନ ବିଜୁ ଜନତା ଦଳର ବିଧାୟକମାନଙ୍କୁ ନେଇ ବୈଠକ ବସିବ । ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନରେ ଏହି ବୈଠକ ବସିବା ନେଇ ଜଣାପଡ଼ିଥିବା ବେଳେ ଏଥିରେ ସର୍ବସମ୍ମତି କ୍ରମେ ବିଧାୟକ ଦଳର ନେତା…

ଇସ୍ତଫା ଦେବେ ଶିବରାଜ ସିଂ ଚୌହାନ: ଦିନେ-୨ଦିନ ଭିତରେ ହୋଇଯିବ ସ୍ପଷ୍ଟ

ଭୋପାଳ,୧୭।୬: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଆଜି କିମ୍ବା ଆସନ୍ତାକାଲି ବିଧାନସଭା ପଦରୁ ଇସ୍ତଫା ଦେଇପାରନ୍ତି। ସମ୍ବିଧାନରେ ଏକ ବ୍ୟବସ୍ଥା ଅଛି ଯେକୌଣସି ବ୍ୟକ୍ତି ଏକାସାଙ୍ଗରେ ବିଧାୟକ ଏବଂ ଏମ୍‌ପି ହୋଇପାରିବେ ନାହିଁ।…

ସ୍କୁଲ ଖୋଲିବ ନା ଘୁଞ୍ଚିବ ଛୁଟି: ଜାଣନ୍ତୁ କେବେ ନିଆଯିବ ନିଷ୍ପତ୍ତି

ଭୁବନେଶ୍ୱର, ୧୭।୬: ରାଜ୍ୟରେ ଏବେ ଅସମ୍ଭାଳ ତାତି ଅନୁଭୂତ ହେଉଛି। ଓଡ଼ିଶାକୁ ଏଥର ଆଗଆ ମୌସୁମୀ ପ୍ରବେଶ କରିଥିଲେ ହେଁ ବର୍ଷା ଟିକେ ହେଉନାହିଁ। ସକାଳ ୮ଟା ବାଜିଲେ ବି ଘରୁ ବାହାରିବା କଷ୍ଟ ହୋଇପଡ଼ୁଛି। ୨୦ତାରିଖ ପର୍ଯ୍ୟନ୍ତ ଏହିଭଳି ପାଗ…

ଏହି ଆସନରୁ ଇସ୍ତଫା ଦେବେ ରାହୁଲ ଗାନ୍ଧୀ! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୭।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ କେରଳର ୱାୟନାଡ ଲୋକ ସଭା ଆସନରୁ ଇସ୍ତଫା ଦେଇପାରନ୍ତି ଏବଂ ରାଏବରେଲିରୁ ଏମପି ରହିବେ ବୋଲି କୁହାଯାଉଛି। ବର୍ତ୍ତମାନ ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ୱାୟନାଡରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ନେଇ ଚର୍ଚ୍ଚା…

ଜୁନ୍‌ ୧୮ରେ କୃଷକଙ୍କ ଖାତାକୁ ଆସିବ ଟଙ୍କା: କେଉଁ ଜିଲାରେ କେଉଁ ମନ୍ତ୍ରୀ ଉପସ୍ଥିତ ରହିବେ ଆସିଲା ଲିଷ୍ଟ

ଭୁବନେଶ୍ୱର,୧୭।୬: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ୧୮ ଜୁନରେ ଉତ୍ତରପ୍ରଦେଶର ବାରାଣସୀରୁ ବଣ୍ଟନ କରାଯିବ। ୧୭ତମ କିସ୍ତି ବଣ୍ଟନ ଦିବସକୁ ‘ପିଏମ୍‌ ପିଷାନ ଉତ୍ସବ’ ଭାବରେ ପାଳନ କରାଯିବ। ସନ୍ଧ୍ୟା ସାଢେ…

ପଶ୍ଚିମବଙ୍ଗ ଟ୍ରେନ୍‌ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ, ସୋସିଆଲ ମିଡିଆରେ ଲେଖିଲେ…

ଭୁବନେଶ୍ୱର,୧୭ା୬: ସୋମବାର ସକାଳେ ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେବାରୁ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ଘଟିଛି।…

ଫାଦର୍ସ ଡେ’ରେ କୋହଲିଙ୍କୁ ମିଳିଲା ବଡ଼ ଉପହାର: ଫଟୋ ଶେୟାର କଲେ ଅନୁଷ୍କା

ଆଜିକାଲି ଅଭିନେତ୍ରୀ ଅନୁଷ୍କା ଶର୍ମା ନିଜ ପିଲାମାନଙ୍କ ସହ ନ୍ୟୁୟର୍କରେ ଅଛନ୍ତି। ତାଙ୍କ ସ୍ବାମୀ ତଥା କ୍ରିକେଟର ବିରାଟ କୋହଲିଙ୍କୁ ଟି-୨୦ ବିଶ୍ୱକପରେ ସମର୍ଥନ କରିବାକୁ ସେମାନେ ସେଠାରେ ପହଞ୍ଚିଛନ୍ତି। ତେବେ ଫାଦର୍ସ ଡେ’ ଅବସରରେ କୋହଲିଙ୍କ ଏକ ବଡ଼ ଉପହାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri