Home Left

ବୃନ୍ଦାବତୀ ନିବାସ ଆଗରେ ଅଚେତ୍‌ ହୋଇପଡିଲେ ଜଣେ ହବିଷ୍ୟାଳୀ

ପୁରୀ,୧୮।୧୦: ବୃନ୍ଦାବତୀ ନିବାସ ଆଗରେ ଜଣେ ହବିଷ୍ୟାଳୀ ଅଚେତ୍‌ ହୋଇ ପଡିଛନ୍ତି। ତାଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ହବିଷ୍ୟାଳୀ ଜଣଙ୍କ ଯାଜପୁର ଜିଲା ବରୀ ଅଞ୍ଚଳ ବୋଲି ସୂଚନା ମିଳିଛି। ପଞ୍ଜୀକରଣ ହୋଇପାରି ନ ଥିବାରୁ କାଲିଠୁ ବାହାରେ ବସିଥିଲେ…

ସିମନବାଡ଼ି ଅଞ୍ଚଳରେ ବଢୁଛି ଦେଶୀ-ବିଦେଶୀ ମଦ ବିକ୍ରି, ଅବକାରୀ ବିଭାଗର ନିଦ ଭାଙ୍ଗୁନି

ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଅଞ୍ଚଳରେ ଚୋରା ଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ହୋଇଛି। ଉକ୍ତ ଅଞ୍ଚଳର ଜଣେ ଯୁବକ ଏହି ଚୋରାମଦ କାରବାର ରୋକିବାକୁ ଉଭୟ ପୋଲିସ ଓ…

ଭୂଟାନକୁ କବ୍‌ଜା କଲା ଚାଇନା: ବିଶ୍ୱ ପାଇଁ ବଢିଲା ବିପଦ

ବେଜିଂ,୧୮।୧୦: ବିସ୍ତାରବାଦ ନୀତି ପାଇଁ ଚାଇନା ସାରା ବିଶ୍ୱରେ ଜଣାଶୁଣା। ଡ୍ରାଗନର ଅନ୍ୟ ଦେଶର ଜମିକୁ କବଜା କରୁଥିବା ଯୋଗୁ ପ୍ରାୟ ପ୍ରତ୍ୟେକ ପଡୋଶୀ ଦେଶ ସହିତ ଏହାର ସମ୍ପର୍କ ତିକ୍ତ। ବର୍ତ୍ତମାନ ଏହା ଭୁଟାନର ଜମିକୁ ଦଖଲ କରିଛି। ଏକ…

ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ

ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁର ଟାଉନ ଥାନା ରାମ୍ବାଗ ଗାଁରେ। ସୂଚନାନୁସାରେ, ଗ୍ରାମବାସୀ…

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ ସୁବିଧା ମିଳିପାରିବ ବୋଲି ପରିକଳ୍ପନା କରାଯାଇଛି। ଏଥିରେ ଜିଲାର ବ୍ୟାସନଗର ପୌରାଞ୍ଚଳ ସମେତ ସୁକିନ୍ଦା,…

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ ୬ଟି ଥିମେଟିକ୍‌ ସବ୍‌କମିଟି ଗଠନ କରାଯାଇଛି। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି…

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ୧୧୮ଜଣ ଓଏଏସ୍‌ଙ୍କର ବଦଳି ହୋଇଛି। ଏଥିରେ ପ୍ରାୟ ୭୦ରୁ ଅଧିକ ତହସିଲଦାର ବଦଳିଛନ୍ତି। ଏଥିରେ…

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର ରାତିରେ ଦୁର୍ବ୍ୟବହାରର ଶିକାର ହୋଇଛନ୍ତି। ଦୁଇ ଜଣ ଅସାମାଜିକ ଯୁବକ ରାସ୍ତାରେ ସେମାନଙ୍କ ସହ…

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି ଟଙ୍କା ଦାବି କରାଯାଇଛି। ମେସେଜରେ ଲେଖାଯାଇଛି ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍‌ଠାରୁ ସୁରକ୍ଷିତ ରହିବାକୁ ଚାହୁଁଥିଲେ…

ହମାସ୍‌ ଶୀର୍ଷନେତା ୟାହୟା ସିନ୍‌ଓ୍ବର ନିହତ: ସ୍ପଷ୍ଟ କଲା ଇସ୍ରାଏଲ୍‌

ଦେଇର୍‌ ଅଲ୍‌-ବଲାହ, ୧୭ା୧୦: ଗାଜାରେ ଇସ୍ରାଏଲୀ ସେନାର ଆକ୍ରମଣରେ ହମାସ୍‌ର ଶୀର୍ଷନେତା ୟାହୟା ସିନ୍‌ଓ୍ବରଙ୍କ ମୃତ୍ୟୁ ଘଟିଛି। ଇସ୍ରାଏଲ୍‌ କର୍ତ୍ତୃପକ୍ଷ ଏନେଇ ଗୁରୁବାର ରାତିରେ ସ୍ପଷ୍ଟ କରିଛନ୍ତି। ଇସ୍ରାଏଲ୍‌ ସେନାର ସୂଚନା ଅନୁଯାୟୀ, ଗାଜା ଆକ୍ରମଣ ସମୟରେ ୩ ଜଣ ଆତଙ୍କବାଦୀ…

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଜିଲାର ବିଭିନ୍ନ ଉନ୍ନୟନ କାମକୁ ନେଇ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ…

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ ଚାପୁଡ଼ା ମାରିଛନ୍ତି। ମେଳାରେ ସେମାନେ ଖୋଲାଖୋଲି ଭାବେ ବିଷାକ୍ତ ମଦ ବିକ୍ରି କରିଥିଲେ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?