ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…
ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ ଅଭିଯୁକ୍ତ ତାଲିବ ଏବଂ ସରଫରାଜ ଆହତ ହୋଇଥିଲେ। କଂଗ୍ରେସ ନେତା ସୁପ୍ରିୟା ଶ୍ରୀନେତ ଯୋଗୀ…
୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ
ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ କରାଯାଇଥିବା ସୂଚନା ମିଳିଛି। ଅଳ୍ପ ଦୂରତା ବିଶିଷ୍ଟ ଯାତ୍ରୀବାହୀ ଟ୍ରେନ ବାତିଲ…
କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ
ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର ଆଇ.ପି. ଆଡ୍ରେସରେ ଧମକ ପୋଷ୍ଟ କରିବା ପାଇଁ ଆଇପି ଆଡ୍ରେସ ସମ୍ପର୍କରେ ସୂଚନା ମିଳିଛି।…
ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର
ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼ ମିଳିବା ପରେ ଏକ ଡବଲ ମର୍ଡର ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହକୁ କେନ୍ଦ୍ର…
ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ
ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ ବିଦେଶରେ ବସିଥିବା ଲୋକଙ୍କ ଦ୍ୱାରା ପରିଚାଳିତ ହେଉଛି। ଏହି ଅଭିଯୋଗକୁ ଖଣ୍ଡନ କରି ଖାର୍ଗେଙ୍କ…
ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ
ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍ଲାଇନ ପଞ୍ଜୀକରଣ ଆରମ୍ଭ ହେବ। ୟୁନିଟ-୫ ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଞ୍ଜୀକୃତ…
କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ
ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଏ ନେଇ ଛାତ୍ରୀଙ୍କ ପରିବାର ଲୋକେ…
ସତରେ କ’ଣ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ଟିମ୍ ଇଣ୍ଡିଆ? ସ୍ପଷ୍ଟ ଚିତ୍ର ଦେଲା ବୈଦେଶିକ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୧୭।୧୦: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ କ୍ରିକେଟ ଟିମ୍ ପାକିସ୍ତାନ ଗସ୍ତ କରିବ କି ଏଷବ ଏମିତି ପ୍ରଶ୍ନ ଉଙ୍କି ମାରିଛି। ବର୍ତ୍ତମାନ ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଏସସିଓ ବୈଠକ ପାଇଁ ପାକିସ୍ତାନ ଗସ୍ତରେ…
ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ
ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ ପ୍ରାଣ ହରାଇଛନ୍ତି। ସିଓ୍ବାନରେ ବିଷାକ୍ତ ମଦ ୨୦ ଜୀବନ ନେଇଥିବାବେଳେ ସରନରେ ୫ ଜଣଙ୍କ…
ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା
ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ଦାବି କରିଛନ୍ତି…
ସତରେ କ’ଣ ହମାସ ମୁଖ୍ୟଙ୍କର ହୋଇଛି ମୃତ୍ୟୁ? ଇସ୍ରାଏଲ ସେନାର ବଡ଼ ଦାବି
ଜେରୁଜେଲମ,୧୭।୧୦: ହାମାସ ମୁଖ୍ୟ ୟାହିୟା ସିନୱାରଙ୍କୁ ହତ୍ୟା କରାଯାଇଥିଲା କି? ଗାଜାରେ ତିନି ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିବା ଇସ୍ରାଏଲ ସେନା ଦାବି କରିଛି। ବୋଧହୁଏ ୟାହିୟା ସିନୱାର ମଧ୍ୟ ଏଥିରେ ଜଡିତ ଥିଲେ। ଇସମାଇଲ ହାନିଆଙ୍କୁ ହତ୍ୟା କରାଯିବା ପରେ…
ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ
ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର ତଦନ୍ତକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମୃତକକଙ୍କ ଭଉଣୀ ପ୍ରିୟମ୍ବଦା ବେହେରା ଏହା ଏକ…

