Home Left

କେନ୍ଦୁଝରରେ ପ୍ରଥମ କୁହୁଡ଼ି, ଶୀତର ଆଗମନକୁ ସ୍ବାଗତ

କେନ୍ଦୁଝର,୧୭ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଚଳିତ ବର୍ଷର ପ୍ରଥମ କୁହୁଡ଼ି କେନ୍ଦୁଝର ଜିଲାରେ ଦେଖିବାକୁ ମିଳିଛି। ଶୀତର ଆଗମନକୁ ସତେ ଯେପରି ସ୍ବାଗତ କରିଛି। ଏହି କୁହୁଡ଼ି ପ୍ରାୟ ସକାଳ ୭.୩୦ ପର୍ଯ୍ୟନ୍ତ ଦେଖିବାକୁ ମିଳିଥିଲା। ଫଳରେ ରାସ୍ତା ଭଲ ଭାବରେ ଦେଖାଯାଉନଥିଲା।…

ହରିୟାଣାରେ କଂଗ୍ରେସକୁ ବଡ଼ ଝଟକା, ଦଳ ଛାଡିଲେ ବରିଷ୍ଠ ନେତା

ଚଣ୍ଡିଗଡ,୧୭।୧୦: କଂଗ୍ରେସର ବରିଷ୍ଠ ନେତା କ୍ୟାପଟେନ ଅଜୟ ସିଂ ଯାଦବ ହରିୟାଣାରେ ଦଳକୁ ଏକ ବଡ଼ ଝଟକା ଦେଇଛନ୍ତି। ସେ ଗୁରୁବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେବା ପୂର୍ବରୁ ଆଜି ସକାଳେ ଅଜୟ ଯାଦବ ରାହୁଲ ଗାନ୍ଧୀଙ୍କୁ ଭେଟିଥିଲେ। ସେ…

କାହିଁକି ୧୭ ଅକ୍ଟୋବରରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସାଇନି? କାରଣ ବହୁତ ବଡ…

ଚଣ୍ଡିଗଡ଼,୧୭।୧୦: ଭାରତୀୟ ଜନତା ପାର୍ଟି (ଭାଜପା)ର ନେତା ନାୟାବ ସିଂ ସାଇନି କ୍ରମାଗତ ଦ୍ୱିତୀୟ ଥର ପାଇଁ ଗୁରୁବାର (୧୭ ଅକ୍ଟୋବର)ରେ ହରିୟାଣାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ପଞ୍ଚକୁଲା ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର…

ଏବେ କେଉଁଠି ଅଛନ୍ତି ଶେଖ ହାସିନା? ବୈଦେଶିକ ମନ୍ତ୍ରଣାଳୟ ଦେଲା ଅପଡେଟ୍‌

ନୂଆଦିଲ୍ଲୀ,୧୭।୧୦: ବାଂଲାଦେଶରେ ହୋଇଥିବା ହିଂସା ପରେ ପ୍ରଧାନମନ୍ତ୍ରୀ ଶେଖ ହାସିନା ୫ ଅଗଷ୍ଟରେ ଦିଲ୍ଲୀ ପଳାଇଆସିଥିଲେ। ଏହା ପରେ ତାଙ୍କୁ ଗାଜିଆବାଦରେ ଶପିଂ କରୁଥିବା ଦେଖିବାକୁ ମିଳିଥିଲା। କିନ୍ତୁ ସେବେଠାରୁ ତାଙ୍କ ବିଷୟରେ କୌଣସି ସୂଚନା ସାମ୍ନାକୁ ଆସିନାହିଁ। ଏହି ସମୟରେ…

ଜୁଆ ଆଡ୍ଡା ଉପରେ ଘନ ଘନ ଚଢାଉ: ୧୩ ଦିନରେ ୨୨୮ ଜୁଆଡି ଗିରଫ

ଛତ୍ରପୁର, ୧୭।୧୦(ଦିଲ୍ଲୀପ ସାମଲ): ବେଆଇନ ମଦ କାରାବାର ଓ ଚାଲିଥିବା ଜୁଆ ଆଡ୍ଡା ଗୁଡିକରେ ଘନ ଘନ ଚଢାଉ ଜାରି ରଖିଛି ଗଞ୍ଜାମ ପୋଲିସ । ବିଭିନ୍ନ ସମୟରେ ଏହି ଚଢାଉ ଜାରି ରଖାଯାଇଥିବା ବେଳେ ପାର୍ବଣ ଋତୁରେ ମଧ୍ୟ ଅତ୍ୟାଧିକ…

ଡିଭାଇଡରରେ ପିଟି ହେଲା ବିଏମ୍‌ଡବ୍ଲ୍ୟୁ

ଭୁବନେଶ୍ୱର,୧୭।୧୦: ଚନ୍ଦ୍ରଶେଖରପୁର ଥାନା ଅଧୀନ ମୈତ୍ରୀବିହାର-ଶୈଳଶ୍ରୀବିହାର ରାସ୍ତାରେ ଗୁରୁବାର ଏକ ଦାମୀ କାର୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ମିଳିଥିବା ସୂଚନା ମୁତାବକ, ଦାମୀ କାର୍‌ଟି ମୈତ୍ରୀବିହାର-ଶୈଳଶ୍ରୀବିହାର ରାସ୍ତାରେ ଦ୍ରୁତଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ଡିଭାଇଡ଼ରରେ ପିଟି ହୋଇଯାଇଥିଲା। ଏକରିକି…

କୋଟଗଡ ବନାଞ୍ଚଳରେ ବାଘ ଆତଙ୍କ: ଲୋକେ ଭୟଭିତ

ବାଲିଗୁଡା,୧୭ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ବନାଞ୍ଚଳର ସାର୍ତ୍ତୁଲ ପଞ୍ଚାୟତରେ ଗତ ୫ ଦିନ ହେଲା ବାଘ ଆତଙ୍କ ଯୋଗୁଁ ଲୋକେ ଭୟରେ ଘରୁ ପଦାକୁ ବାହାରୁନଥିବା ଖବର ମିଳିଛି। ସୂଚନା ଯୋଗ୍ୟ ଯେ,…

କାନାଡ଼ାକୁ ମୁହେଁ ମୁହେଁ ଶୁଣାଇ ଦେଲା ଭାରତ: ପ୍ରମାଣ ଦିଅ ନଚେତ୍‌…

ନୂଆଦିଲ୍ଲୀ,୧୭।୧୦: ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜାରଙ୍କ ହତ୍ୟାକୁ ନେଇ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ବିବୃତ୍ତି ବିରୋଧରେ ଭାରତ ଦୃଢ ବିରୋଧ କରିଥିଲା। ଟ୍ରୁଡୋ ସ୍ବୀକାର କରିଛନ୍ତି, ତାଙ୍କ ପାଖରେ କୌଣସି ପ୍ରମାଣ ନାହିଁ। ଏହି ସମୟରେ, ଭାରତୀୟ ବୈଦେଶିକ…

ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କଲେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, କହିଲେ ବାବୁମାନେ ବିମାନ ବୁଲାରେ…

ଭୁବନେଶ୍ୱର,୧୭ା୧୦: ପୂର୍ବ ସରକାରରେ ମନ୍ତ୍ରୀ ଏବଂ ବାବୁମାନେ ବିମାନ ବୁଲାରେ ଖର୍ଚ୍ଚ କରିଥିବା ଅର୍ଥକୁ ନେଇ ପୁଣି କଡ଼ା ଟାର୍ଗେଟ୍‌ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଚାଟାର୍ଡ ଫ୍ଲାଇଟ୍‌ ବଦଳରେ ମୁଖ୍ୟମନ୍ତ୍ରୀ ସାଧାରଣ ବିମାନରେ ଯାଇ ବହୁ ଅର୍ଥ…

ପଡ଼ିଥିଲେ ବିବାହିତ ମହିଳାଙ୍କ ପ୍ରେମରେ, ଲଢ଼ି ଲଢ଼ି ଜିତିଥିଲେ ବାଜି; କିଛି ଏଭଳି ଥିଲା…

ନୂଆଦିଲ୍ଲୀ,୧୭।୧୦: ପ୍ରେମରେ ହୃଦୟ ହାରିଥିବା ଭାରତୀୟ କ୍ରିକେଟରଙ୍କ ତାଲିକା ଲମ୍ବା। ହେଲେ ସେମାନଙ୍କ ମଧ୍ୟରେ ଏଭଳି ଜଣେ କ୍ରିକେଟର ଅଛନ୍ତି ଯିଏ ଜଣେ ବିବାହିତା ମହିଳାଙ୍କ ପ୍ରେମରେ ପଡ଼ିଥିଲେ। ସେ ହେଲେ ମ୍ୟାଚ୍‌ ଓ୍ବିନର୍‌ ଅନିଲ କୁମ୍ବଲେ। ଏବେ ଦୁହେଁ ବିବାହ…

ଆଇପିଏଲ୍‌ ୨୦୨୫ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସର ନବକଳେବର: ହଟିଲେ ରିକି ପଣ୍ଟିଂ

ନୂଆଦିଲ୍ଲୀ,୧୭।୧୦: ପ୍ରତ୍ୟେକ ଦଳ ଆଇପିଏଲ୍‌ ୨୦୨୫ ପାଇଁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ସିଜିନ୍‌ ପାଇଁ ଆଇପିଏଲ ଦଳରେ ଅନେକ ପରିବର୍ତ୍ତନ କରାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସରେ ମଧ୍ୟ ଅନେକ ପରିବର୍ତ୍ତନ ହୋଇଛି। ଆଇପିଏଲ୍‌ ୨୦୨୫ର ମେଗା ନିଲାମ ପୂର୍ବରୁ ଏହି ପରିବର୍ତ୍ତନଗୁଡିକ ଘଟିଛି।…

ଏନ୍‌କାଉଣ୍ଟର ପରେ ଏଡିଜି ଅମିତାଭ ୟଶଙ୍କର ପ୍ରଥମ ପ୍ରତିକ୍ରିୟା, କହିଲେ ମୁଖ୍ୟମନ୍ତ୍ରୀ ଦେଇଛନ୍ତି ଏହି ନିର୍ଦ୍ଦେଶ

ନୂଏ,୧୭ା୧୦: ବାହରାଇଚରେ ହୋଇଥିବା ହିଂସା ସମୟରେ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ଅଭିଯୋଗ ଘଟଣା ଗୁରୁବାର ସାମ୍ନାକୁ ଆସିଛି। ହିଂସା ଅଭିଯୋଗରେ ଉତ୍ତରପ୍ରଦେଶ ପୋଲିସ ଏବଂ ଏସ୍‌ଟିଏଫ୍‌ ଦୁଇଜଣ ଅଭିଯୁକ୍ତଙ୍କୁ ସାମ୍ନା କରିଛନ୍ତି। ଅଭିଯୁକ୍ତ ସରଫରାଜ ଏବଂ ତାଲିବଙ୍କୁ ସାମ୍ନା କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?