Home Left

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ ଏକ ଗୁରୁତର ଅପରାଧ ଅଭିଯୋଗରେ ଲଗାତାର ୩୦ ଦିନ ପାଇଁ ହାଜତରେ ରଖାଯାଏ,…

ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ

ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ (SSEPD) ପକ୍ଷରୁ କେନ୍ଦ୍ର ସରକାରଙ୍କ ନିକଟକୁ ପଠାଇଛି। ରାଜ୍ୟ ସରକାର ମୋଟ…

ଯାତ୍ରୀ ଭାବେ ବସ୍‌ରେ ଯାତ୍ରା କଲେ ମନ୍ତ୍ରୀ, କଣ୍ଡକ୍ଟର କହିଲେ ଖୁଚୁରା ନାହିଁ ଯଦି ଓହ୍ଲାଇ ଯାଅ…

ବେଙ୍ଗାଲୁରୁ,୧୨।୭: ଶନିବାର ରାତିରେ କର୍ନାଟକ ପରିବହନ ମନ୍ତ୍ରୀ ବାଇରାଥୀ ସୁରେଶ ବେଙ୍ଗାଲୁରୁରେ BMTC ବସ୍‌ଗୁଡ଼ିକର ଅଚାନକ ଯାଞ୍ଚ କରିଥିଲେ । ଯାତ୍ରୀଙ୍କ ସୁବିଧା ମୂଲ୍ୟାଙ୍କନ କରିବା ପାଇଁ ଗୁପ୍ତ ଭାବରେ ଯାତ୍ରା କରିଥିଲେ। ସେ ଜଣେ ସାଧାରଣ ଯାତ୍ରୀ ଭାବରେ ନିଜକୁ…

ସବୁଜ ଭବିଷ୍ୟତ ଗଠନ କରିବାକୁ ଆଗେଇ ଆସିଲେ ମହିଳା, ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ପରିବେଶ ସୁରକ୍ଷା ଏବଂ ସବୁଜ ଭବିଷ୍ୟତ ଗଠନର ଉଦ୍ଦେଶ୍ୟରେ ବଲାଙ୍ଗୀରସ୍ଥିତ ଖୁଜେନପାଲି ବିଦ୍ୟାଳୟରେ ବଲାଙ୍ଗୀର ମାରଓ୍ବାଡ଼ି ମହିଳା ସମିତି, ଲାୟନ୍ସ କ୍ଲବ, ସହଯୋଗ ଫାଉଣ୍ଡେଶନର ମିଳିତ ଆନୁକୂଲ୍ୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ କରଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର…

ସୁନା-ରୂପା ମୂଲ୍ୟ ହ୍ରାସ ପାଇବ ନା ବୃଦ୍ଧି ପାଇବ? ବିଶେଷଜ୍ଞ କହିଲେ….

ନୂଆଦିଲ୍ଲୀ,୧୨।୭: ନିବେଶକମାନେ ଆମେରିକା-ଇରାନ ମଧ୍ୟରେ ନୂତନ ଉତ୍ତେଜନା, ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଏବଂ ମୁଦ୍ରାସ୍ଫୀତି ତଥ୍ୟ ଉପରେ ତୀକ୍ଷ୍ଣ ନଜର ରଖିଥିବାରୁ ଆସନ୍ତା ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟ ଅସ୍ଥିର ରହିବାର ସମ୍ଭାବନା ରହିଛି। ବିଶେଷଜ୍ଞମାନେ କହିଛନ୍ତି ଯେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଦଳରୁ ବାଦ ଦେବାର ପ୍ରକୃତ କାରଣ କହିଲେ ଶ୍ରେୟସ ଆୟର, ଆଶ୍ଚର୍ଯ୍ୟ ହେଲେ ପ୍ରଶଂସକ

ନୂଆଦିଲ୍ଲୀ,୧୨।୭: ଶନିବାର ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି-୨୦ରେ ଭାରତୀୟ ଦଳ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଏକାଦଶରୁ ବାଦ ଦେଇଥିଲା। ସଞ୍ଜୁ ସାମସନ ତିନୋଟି ମ୍ୟାଚ ହରାଇବା ପରେ ଦଳକୁ ଫେରିଥିଲେ। ତଥାପି, ଏହି ମ୍ୟାଚରେ ମଧ୍ୟ ଭାରତ ପରାଜୟ…

ମାଟିର ମହକରେ ଫେରିଲା ଦେଶୀ ମଞ୍ଜି, ପ୍ରେରଣାଦାୟୀ ସାଜିଲେ ମହିଳା ଚାଷୀ, ହସିହସି କୁହନ୍ତି ଆମ ପରିବାରରେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): ବଦଳୁଥିବା କୃଷି ପଦ୍ଧତି ମଧ୍ୟରେ ଯେତେବେଳେ ଅନେକ ଚାଷୀ ହାଇବ୍ରିଡ୍‌ ମଞ୍ଜି ଓ ରାସାୟନିକ କୃଷି ଉପରେ ନିର୍ଭରଶୀଳ ହୋଇପଡ଼ିଛନ୍ତି, ସେତେବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଗଜବାହାଲ ପଞ୍ଚାୟତ ଧରାଖମନ ଗାଁର ମହିଳା ଚାଷୀ ରେଖ…

ରଥଯାତ୍ରା ଡ୍ୟୁଟିରେ ଆସିଥିବା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ

ସାକ୍ଷୀଗୋପାଳ, ୧୨।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରଥଯାତ୍ରା ଡ୍ୟୁଟିରେ ପୁରୀ ଆସିଥିବା ଜଣେ ହୋମଗାର୍ଡଙ୍କର ଶନିବାର ରାତିରେ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ଘଟିଛି। ମୃତ ହୋମଗାର୍ଡଙ୍କ ନାମ ପ୍ରଦୀପ୍ତ ମହାନ୍ତ (୪୫)। ତାଙ୍କ ଘର କେନ୍ଦୁଝର ଜିଲା ଘଟଗାଁ ଥାନା…

ENG vs IND: ଇଂଲଣ୍ଡ ODI ଏବଂ ଜିମ୍ବାୱେ T20 ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ; BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୭: ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଏବଂ ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ କରାଯାଇଛି। ରବିବାର, ପୁରୁଷ ଚୟନ କମିଟି ଭାରତର ଏକଦିବସୀୟ ଏବଂ ଏକଦିବସୀୟ ଦଳରେ ପ୍ରିନ୍ସ ଯାଦବ ଏବଂ…

ଗ୍ରୀଡ୍‌ ସବ୍‌ଷ୍ଟେଶନ ଲୋକାର୍ପଣ କଲେ ଉପମୁଖ୍ୟମନ୍ତ୍ରୀ, କହିଲେ କୌଣସି ସ୍ଥାନରେ କିଛି…

ବରଗଡ଼,୧୨ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ କଲେଜ ନିକଟରେ ରବିବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ୩୩/୧୧ କେ.ଭି କ୍ଷମତା ସମ୍ପନ୍ନ ନୂତନ ଗ୍ରୀଡ୍‌ ସବଷ୍ଟେଶନ ଲୋକାର୍ପଣ କରିଛନ୍ତି। ଏହି ଗ୍ରୀଡ୍‌ ଡିଜିଟାଲ ଏବଂ କୌଣସି ସ୍ଥାନରେ କିଛି…

‘ମୁଁ ଆତ୍ମହତ୍ୟା କରିଦେବି….’ନିର୍ବାଚନ କମିଶନରଙ୍କୁ ଘରକୁ ଡକାଇ ଏଭଳି କହିଥିଲେ ମନମୋହନ ସିଂ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୨।୭: ୨୦୦୪ ରୁ ୨୦୧୪ ପର୍ଯ୍ୟନ୍ତ ଦଶ ବର୍ଷ ଧରି ଭାରତର ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିବା ମନମୋହନ ସିଂଙ୍କ ସମ୍ପର୍କରେ ଏକ ଆକର୍ଷଣୀୟ କାହାଣୀ ସାମ୍ନାକୁ ଆସିଛି। ଏହି ଘଟଣାଟି ୨୦୧୨ ମସିହାର, ଯେତେବେଳେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂ…

ମୋବାଇଲରେ ପିଟି ସ୍ବାମୀଙ୍କୁ ମାରିଦେଲେ ସ୍ତ୍ରୀ, ବୋହୂଙ୍କ ନାଁରେ ଅଭିଯୋଗ ଆଣି ଶ୍ୱଶୁର କହିଲେ ଏମିତି…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସ୍ବରାଜ ହସ୍ପିଟାଲରେ ରବିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗୀର ଚମିନିଭାଟି ପଡ଼ାର ସ୍ବପ୍ନେଶ୍ବର ମିଶ୍ର। ଗତ ଜୁନ୍‌ ୨୧ ତାରିଖ ଦିନ ସ୍ବପ୍ନେଶ୍ବର ଓ ତାଙ୍କ ସ୍ତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?