ପ୍ରଶାନ୍ତ ୫୦ ହଜାରରୁ ଅଧିକ ଭୋଟରେ ଜିତିବେ: ଚିରଞ୍ଜୀବ
ଜଗତ୍ସିଂହପୁର,୨୭ା୪(ପ୍ରମୋଦ କୁମାର ନାୟକ): ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଉପରେ ଆସ୍ଥା ପ୍ରକଟ କରି ଚିରଞ୍ଜୀବ ବିଶ୍ୱାଳ ବିନା ସର୍ତ୍ତରେ ବିଜେଡିରେ ମିଶିଛନ୍ତି। ୨୦୧୯ ସାଧାରଣ ନିର୍ବାଚନରେ ଜଗତ୍ସିଂହପୁର ବିଧାନସଭା ଆସନରେ ପ୍ରଶାନ୍ତ ମୁଦୁଲି ତାଙ୍କଠାରୁ ୮/୯ ହଜାର ଭୋଟ ବ୍ୟବଧାନରେ ଜିତିଥିଲେ। ଏବେ…
ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ
ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍ ରୋଡ୍ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ଆକ୍ରାନ୍ତ ହୋଇ ୩୦ଜଣ ମେଡିକାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ତେବେ…
ଏଏପି ବିଧାୟକ ଅମାନତୁଲ୍ଲାଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ
ନୂଆଦିଲ୍ଲୀ,୨୭।୪: ଶନିବାର (ଏପ୍ରିଲ ୨୭ରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଦିଲ୍ଲୀ ୱାକଫ ବୋର୍ଡ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଅଭିଯୁକ୍ତ ଅମାନତୁଲ୍ଲାଙ୍କୁ…
ନୈନିତାଲ ଜଙ୍ଗଲରେ ଲାଗିଲା ନିଆଁ, ଜନବସତି ପାଇଁ ବିପଦ
ଡେରାଡୁନ,୨୭।୪: ସାରା ବିଶ୍ୱରେ ଉତ୍ତାପ ଦିନକୁ ଦିନ ବଢିବା ସହିତ ସହିତ ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ଜଙ୍ଗଲରେ ନିଆଁ ଲାଗିଯିବା ଖବର ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଗତ ୨୪ଘଣ୍ଟା ମଧ୍ୟରେ, ୩୧ ଟି ଜଙ୍ଗଲରେ ଅଗ୍ନିକାଣ୍ଡ ଘଟିବା ସହିତ ବିଭିନ୍ନ…
ବଡ଼ଚଣାରେ ଭାବବିହ୍ବଳ ହେଲେ ବର୍ଷା
ଚଣ୍ଡିଖୋଲ/ ଛତିଆ/ ବଡ଼ଚଣା, ୨୭ା୪ (ପ୍ରଦୀପ୍ତ କୁମାର ପୃଷ୍ଟି/ ସୌମ୍ୟରଞ୍ଜନ ସାହୁ/ ଦିଲୀପ କୁମାର ମହାନ୍ତି): ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିବା ପରେ ସେ ବଡ଼ଚଣା ଗସ୍ତ କରିଛନ୍ତି। ତାଙ୍କ ସହିତ ଯାଜପୁର…
ଘରୋଇ ଚିକିତ୍ସା କଲେ ଚାକିରିରୁ ବିଦା ହେବେ ଡାକ୍ତର
ବ୍ରହ୍ମପୁର,୨୭।୪(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲର ବିଭିନ୍ନ ବିଭାଗରେ କାର୍ଯ୍ୟରତ ସିନିୟର୍ ରେସିଡେଣ୍ଟ(ଏସ୍ଆର) ତଥା ଟ୍ୟୁଟରମାନେ ଘରୋଇ ମେଡିକାଲରେ ରୋଗୀ ଚିକିତ୍ସା କରୁଥିବା ନେଇ ବାରମ୍ବାର ଅଭିଯୋଗ ଆସୁଛି। ଏହା ଉପରେ ଅଂକୁଶ ଲଗାଇବା ପାଇଁ ଏମ୍କେସିଜି କର୍ତ୍ତୃପକ୍ଷ…
ସେମିରେ ଦୀପିକା କୁମାରୀ
ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ ଚାଲିଥିବା ଆର୍ଚେରୀ ଓ୍ବାଲର୍ଡ କପ୍ ଷ୍ଟେଜ୍-୧ରେ ସେ ତାଙ୍କ କୋରିଆ ପ୍ରତିଦ୍ୱନ୍ଦ୍ୱୀ ଜିଅନ୍ ହୁନ୍ୟଙ୍ଗଙ୍କୁ…
ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ
କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା ସାମ୍ନାକୁ ଆସିବା ପରେ ବଙ୍ଗଳାରେ ଆଇନର ଶାସନ ଶେଷ ହେବା ନେଇ ଭାଜପା କହୁଛି।…
ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ
ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର କ୍ଷେପଣାସ୍ତ୍ର ଲୋହିତ ସାଗରରେ ଥିବା ଆଣ୍ଡ୍ରୋମିଡା ଷ୍ଟାର ତେଲ ଟ୍ୟାଙ୍କରକୁ ଟାର୍ଗେଟ କରିଛି। ସେ…
ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ
ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍ର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ‘ସଲିଟେୟାର’ର ଆନୁଷ୍ଠାନିକ ଉନ୍ମୋଚନ (ଅନାବରଣ) ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ହର୍ଷପ୍ରିୟା…
ଆଜିଠାରୁ ଥୋମାସ୍, ଉବର କପ୍
ଚେଙ୍ଗ୍ଡୁ, ୨୭ା୪ ଥୋମାସ କପ୍ ଓ ଉବର କପ୍ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍ ଟାଇଟଲ ବଜାୟ ରଖିବାକୁ ଚେଷ୍ଟା କରିବ। ଅନ୍ୟପକ୍ଷରେ ମହିଳା ଦଳ ଅଦ୍ୱିତୀୟ ପି. ଭି.…
ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ
ଭୁବନେଶ୍ୱର,୨୭।୪: ନାଲ୍କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ନାଲ୍କୋ ସିଏମ୍ଡି ଶ୍ରୀଧର ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏବଂ ଭାରତ…
Archives


