ଯେବେ ଏନଡିଏର ଲୋକ ସଭା ବାଚସ୍ପତି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ଭୋଟ ଦେବାକୁ ଦେଇଥିଲେ ଅନୁମତି, ଭାଙ୍ଗି ଯାଇଥିଲା ବାଜପେୟୀ ସରକାର
ନୂଆଦିଲ୍ଲୀ,୧୬।୬: ଲୋକ ସଭା ନିର୍ବାଚନ ଫଳାଫଳ ପରେ ପିଏମ ମୋଦିଙ୍କ ନେତୃତ୍ୱ ଏନଡିଏ ସରକାର ପୁଣି କ୍ଷମତାକୁ ଫେରିଛି। ଏବେ ଏନଡିଏର ସହଯୋଗୀ ଦଳ ଲୋକ ସଭା ବାଚସ୍ପତି ପଦ ହାତେଇବା ପାଇଁ ଅଡି ବସିଛନ୍ତି। ତେବେ ବାଚସ୍ପତି ପଦ ସବୁଠାରୁ…
ଆଗାମୀ ନିର୍ବାଚନରେ ବଡ଼ ପରାଜୟ ସାମ୍ନା କରିବେ ଋଷି ସୁନକ! ଓପିନିୟନ୍ ପୋଲ୍ର ପୂର୍ବାନୁମାନ
ନୂଆଦିଲ୍ଲୀ, ୧୬।୬: ବ୍ରିଟେନରେ ଅନୁଷ୍ଠିତ ହେବାକୁ ଥିବା ଆଗାମୀ ନିର୍ବାଚନରେ ବଡ଼ ପରାଜୟର ସମ୍ମୁଖୀନ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ଋଷି ସୁନକ। ଶନିବାର ପ୍ରକାଶ ପାଇଥିବା ତିନି ଓପିନିୟନ ପୋଲର ପୂର୍ବାନୁମାନ ଅନୁଯାୟୀ ଆଗାମୀ ନିର୍ବାଚନରେ ସୁନକଙ୍କ ଦଳ କନ୍ଜର୍ଭେଟିଭ୍ ପାର୍ଟି ଜୁଲାଇ…
ଆଜି ଭାରତ-ଦକ୍ଷିଣ ଆଫ୍ରିକା ମୁହାଁମୁହିଁ
ନୂଆଦିଲ୍ଲୀ, ୧୬।୬: ରବିବାର ୩ ମ୍ୟାଚ୍ ସିରିଜ୍ ବିଶିଷ୍ଟ ୱାନ୍ଡେ ଇଣ୍ଟରନ୍ୟାସନାଲର ପ୍ରଥମ ମ୍ୟାଚ୍ ବେଙ୍ଗାଲୁରର ଏମ୍ ଚିନ୍ନାସ଼୍ବାମୀ ଷ୍ଟାଡିୟମ୍ରେ ଅନୁଷ୍ଠିତ ହେବ । ଭାରତ ଏବଂ ଦକ୍ଷିଣ ଆଫ୍ରିକାର ମହିଳା କ୍ରିକେଟ୍ ଟିମ୍ ମଧ୍ୟରେ ଏହି ମ୍ୟାଚ୍ ଖେଳାଯିବ ।…
ଆହୁରି ତିନିଦିନ କଲକବଲ କରିବ ଗୁଳୁଗୁଳି
ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ): ରାଜ୍ୟରେ ଏବେ ତାତି ସାଙ୍ଗକୁ ଅସହ୍ୟ ହେଲାଣି ଗୁଳୁଗୁଳି। ପଶ୍ଚିମ ଓଡ଼ିଶାରେ ହିଟ୍ଓ୍ବେଭ୍ ଜାରି ରହିଥିବା ବେଳେ ଉପକୂଳରେ କଲବଲ କରୁଛି ଗୁଳୁଗୁଳି। ଆସନ୍ତା ୧୮ତାରିଖ ପର୍ଯ୍ୟନ୍ତ ଏହିଭଳି ଗୁଳୁଗୁଳି ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ…
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ପାଖ ଘର
ଇମ୍ଫାଲ,୧୬।୬: ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ଭୟଙ୍କର ଅଗ୍ନିକାଣ୍ଡ। ହୁତୁ ହୁତୁ ହୋଇ ଜଳି ଉଠିଲା ରାଜଧାନୀ ଇମ୍ଫାଲରେ ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂହଙ୍କ ସରକାରୀ ଆବାସ। ପାଖରେ ଥିବା ଏକ ଖାଲି ଘର। ଶନିବାର ସଂଧ୍ୟାରେ ଏପରି ଘଟଣା ଘଟିଛି। ଏଥିରେ…
ଅବସର ପରେ ବି ଶିକ୍ଷକଙ୍କୁ ମିଳୁନି ସମ୍ପୂର୍ଣ୍ଣ ପେନ୍ସନ
ଭବାନୀପାଟଣା,୧୬ା୬ (ଉତ୍ତମ କୁମାର ଦାଶ)ସରକାରୀ କର୍ମଚାରୀ ଅବସର ପାଇବା ପରେ ପେନ୍ସନ୍ ପାଇବା ପାଇଁ ସରକାରୀ ବ୍ୟବସ୍ଥା ରହିଛି। ହେଲେ କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ କାର୍ଯ୍ୟରତ ସରକାରୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନେ ଅବସର ନେବାର ଦୀର୍ଘଦିନ ପରେ ବି ସମ୍ପୂର୍ଣ୍ଣ…
ଫ୍ରିଜ୍ରୁ ମିଳିଥିଲା ଗୋମାଂସ, ୧୧ ଜଣଙ୍କ ଘର ଉପରେ ବୁଲ୍ଡୋଜର ଚଢ଼ାଇଲା ପୋଲିସ
ଭୋପାଳ,୧୬।୬: ମଧ୍ୟପ୍ରଦେଶର ମଣ୍ଡଳାରେ ୧୧ଜଣଙ୍କ ଘରେ ଥିବା ଫ୍ରିଜ୍ରୁ ଗୋମାଂସ ମିଳିଥିଲା। ପ୍ରଶାସନ ପକ୍ଷରୁ ଉକ୍ତ ଘରଗୁଡ଼ିକୁ ବୁଲଡୋଜର ଚଳାଇ ଭାଙ୍ଗି ଦିଆଯାଇଛି। ଏପରିକି ପୋଲିସ ଘଟଣାସ୍ଥଳରୁ ୧୫୦ ଗାଇଙ୍କୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଜାରି ରଖିଛି। ସୂଚନାନୁଯାୟୀ,…
ସଚେତନତାରେ ସୀମିତ ବିଇଏମ୍ସିର ଡେଙ୍ଗୁ ନିୟନ୍ତ୍ରଣ
ବ୍ରହ୍ମପୁର,୧୬ା୬(ଅଶୋକ କୁମାର ସାହୁ)ମୌସୁମୀ ବର୍ଷା ଆରମ୍ଭ ହୋଇ ନ ଥିଲେ ବି ବ୍ରହ୍ମପୁର ସହରରେ ଡେଙ୍ଗୁ ଡରାଇବାକୁ ଲାଗିଲାଣି। କିଛି ଦିନ ତଳେ ସହରରେ ଦୁଇ ଚାରି ଥର ବର୍ଷା ବି ହୋଇସାରିଛି। ସେହି ସମୟରେ ଜମି ରହିଥିବା ପାଣିରେ ମଶା…
ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ନାହିଁ ଏସି
ନୟାଗଡ଼,୧୬।୬(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ମାତୃ ଶିଶୁ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ଏସି ନ ଥିବାରୁ ଗ୍ରୀଷ୍ମର ପ୍ରକୋପରେ ସିଜରିଂ ଓ ପ୍ରସୂତି ମହିଳା ଛଟପଟ ହେଉଛନ୍ତି। ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ଶନିବାର…
ଗାଡ଼ିରୁ ତେଲ ସରିଯିବାରୁ ସାଙ୍ଗଙ୍କୁ ମାରିଦେଲେ
ଭୁବନେଶ୍ୱର,୧୬।୬(ସୂର୍ଯ୍ୟକାନ୍ତ ବେହେରା)ଚନ୍ଦକା ଥାନା ଅନ୍ତର୍ଗତ ପାଞ୍ଚମାଣିଆ ଜଙ୍ଗଲରେ ଡିପ୍ଲୋମା ଛାତ୍ର ସୁଶାନ୍ତ କୁମାର ଟୁଡୁଙ୍କୁ ହତ୍ୟା କରି ଫିଙ୍ଗିଦେବା ଘଟଣାର ପର୍ଦ୍ଦାଫାଶ ହୋଇଛି। ଗାଡିରୁ ତେଲ ସରିଯିବା ଓ ଏଥିପାଇଁ ଟଙ୍କା ମାଗିବାରୁ ପ୍ରଥମେ ବଚସା ପରେ ଉତ୍କ୍ଷିପ୍ତ ହୋଇ ସୁଶାନ୍ତଙ୍କୁ…
ଲିମ୍କା ବୁକ୍ ଅଫ୍ ରେକଡର୍ସରେ ଭାରତୀୟ ରେଳପଥ
ଭୁବନେଶ୍ୱର, ୧୬।୬ (ଅନୁରାଧା ମହାରଣା): ଏକାଧିକ ସ୍ଥାନରେ ଆୟୋଜିତ ଜନସେବା କାର୍ଯ୍ୟକ୍ରମରେ ସବୁଠୁ ଅଧିକ ଲୋକଙ୍କୁ ଏକତ୍ରିତ କରିବା ଲାଗି ଭାରତୀୟ ରେଳପଥ ଲିମ୍କା ବୁକ୍ ଅଫ୍ ରେକଡର୍ସ(ଏଲ୍ବିଆର୍)ରେ ସ୍ଥାନ ପାଇଛି। ରେଳ ମନ୍ତ୍ରଣାଳୟ ୨୦୨୪ ଫେବୃୟାରୀ ୨୬ରେ ଏକ କାର୍ଯ୍ୟକ୍ରମ…
ବଜାରରେ ଅମୂଲର ନୂତନ ଉତ୍ପାଦ ସମ୍ଭାର
ଭୁବନେଶ୍ୱର,୧୬।୬ (ଅଭୟ ଦାଶ): ଦେଶର ପ୍ରମୁଖ ଦୁଗ୍ଧ ଉତ୍ପାଦକ ତଥା ଗୁଜରାଟ କୋ-ଅପରେଟିଭ ମିଲ୍କି ମାେକେଟିିଂ ଫେଡେରେଶନ ଲିମିଟେଡ୍ (ଜିସିଏମ୍ଏମ୍ଏଫ୍ ଲିମିଟେଡ୍) ର ଅଗ୍ରଣୀ ବ୍ରାଣ୍ଡ ‘ଅମୂଲ’ର ନୂତନ ଉତ୍ପାଦ ସମ୍ଭାରକୁ ଓଡ଼ିଶା ବଜାରରେ ଶୁଭାରମ୍ଭ ସହ ବଜାର ପ୍ରବେଶ ସମ୍ପର୍କରେ…
Archives


