Home Left

ବଜାରକୁ ଆସିଲାଣି ନକଲି ‘ଆଲମଣ୍ଡ’, କିଭଳି ସହଜ ଉପାୟରେ ଚିହ୍ନିବେ ଜାଣନ୍ତୁ?  

‘ଆଲମଣ୍ଡ’ ଫାଇବର, ପ୍ରୋଟିନ୍‌, ଆଇରନ୍‌, ମ୍ୟାଗ୍ନେସିୟମ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପୋଷକ ତତ୍ତ୍ୱ ମିଳିଥାଏ। ନିୟମିତ ଏହାର ସେବନ କରିବା ଦ୍ୱାରା ସ୍ମରଣଶକ୍ତି ବୃଦ୍ଧି ପାଇଥାଏ। ଏହା ଡାଇବେଟିସ୍‌,ତ୍ୱଚାରୁ ନେଇ ହାଡ଼ ଶକ୍ତ କରିଥାଏ। ହେଲେ ଏବେ ବଜାରରେ ନକଲି ‘ଅଲମଣ୍ଡ’…

୪୮ ଘଣ୍ଟାରେ ୧୨ ବିମାନକୁ ଆସିଲାଣି ବୋମା ଧମକ, କଲ୍‌ କରି…

ନୂଆଦିଲ୍ଲୀ,୧୬ା୧୦: ବିମାନରେ ବୋମା ଥିବା ନେଇ ମିଛ ଧମକ କଲ୍‌ ବାରମ୍ବାର ଆସୁଛି। ଆଜି ପୁଣି ୨ଟି ବିମାନକୁ ବୋମା ଥିବା କଲ୍‌ ପରେ ଛନକା ପଶିଛି। ମୁମ୍ବାଇ-ଦିଲ୍ଲୀ ଇଣ୍ଡିଗୋ ଏବଂ ଦିଲ୍ଲୀ-ବେଙ୍ଗାଲୁରୁ ଆକାଶ ଏୟାର୍‌ ବିମାନକୁ ଧମକ ଆସିଛି। ବୋମା…

ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ ଅନୁମୋଦନ ପାଇଁ ପଠାଯାଇଥିବା ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି। ସମଙ୍ଗ, ମାଳତୀପାଟପୁର, ମଙ୍ଗଳଘାଟ…

ଆଇନମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ହଟିବ ଅଦରକାରୀ…

ଭୁବନେଶ୍ୱର,୧୬ା୧୦: ରାଜ୍ୟ ସରକାର ଖୁବ୍‌ଶୀଘ୍ର ଲ-ରିଭିଜନ କମିଶନ ଗଠନ କରିବେ। କମିଶନ ଗଠନ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅପ୍ରାସଙ୍ଗିକ ଓ ଅଦରକାରୀ ଆଇନର ପରିବର୍ତ୍ତନ ଆବଶ୍ୟକ ଅଛି ବୋଲି କହିଛନ୍ତି ଆଇନମନ୍ତ୍ରୀ। ମାସେ ଦେଢ଼ ମାସ ଭିତରେ…

ଦିଲ୍ଲୀ ଭଳି ଜମ୍ମୁ କଶ୍ମୀରରେ ଉପୁଜିବ କି ମତଭେଦ? ସରକାରଙ୍କ ସହ ତାଳମେଳକୁ ନେଇ ଏମିତି କହିଲେ ଏଲ୍‌ଜି ମନୋଜ ସିହ୍ନା

ଶ୍ରୀନଗର,୧୬।୧୦: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପରେ ଉମର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏମିତିରେ ରାଜ୍ୟରେ କ’ଣ ଦିଲ୍ଲୀ ଭଳି ସ୍ଥିତି ଉପୁଜିବ? ରାଜଧାନୀରେ ଏଲ୍‌ଜି ଏବଂ ଆପ୍‌ ସରକାରଙ୍କ ମଧ୍ୟରେ ମତଭେଦ ହେଉଥିବା ବେଳେ…

ଗାଁରେ ଚାଲୁଥିଲା ଯାତ୍ରା: ହଠାତ୍‌ ୨ ଯୁବକଙ୍କୁ ବାନ୍ଧି ନିର୍ଧୁମ ଛେଚିଲେ ଗ୍ରାମବାସୀ

ବାଲେଶ୍ୱର,୧୬।୧୦: ଚୋରି କରି ନିର୍ଧୁମ ଛେଚା ଖାଇଲେ ୨ ଯୁବକ। ବିଦ୍ୟୁତ ଖୁଣ୍ଟରେ ବାନ୍ଧି ବାଡେଇଲେ ଗ୍ରାମବାସୀ। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ନାଇଁଦୋଳି ଗାଁରେ। ମଙ୍ଗଳବାର ରାତିରେ ଦୁର୍ଗା ପୂଜା ଉପଲକ୍ଷେ ଯାତ୍ରା ପରିବେଷଣ ହେଉଥିଲା…

ଆଇପିଏଲ୍‌ ପୂର୍ବରୁ ନୂଆ ବୋଲିଂ କୋଚ ନିଯୁକ୍ତ କଲା ମୁମ୍ବାଇ ଇଣ୍ଡିଆନ୍ସ: ଜାଣନ୍ତୁ କିଏ ହେଲେ…

ମୁମ୍ବାଇ,୧୬।୧୦: ଆଇପିଏଲ ୨୦୨୫ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ମୁମ୍ବାଇ ଦଳ ପାଇଁ ଏକ ନୂଆ ବୋଲିଂ କୋଚ ନିଯୁକ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ପୂର୍ବତନ ଟିମ ଇଣ୍ଡିଆର କୋଚ ପାରସ ମହମ୍ବ୍ରେଙ୍କୁ ଏକ ସୁଯୋଗ…

ପାକିସ୍ତାନକୁ ନିଜ ଘରେ ମୁହଁତୋଡ ଜବାବ ଦେଲେ ଜୟଶଙ୍କର: ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୧୬।୧୦: ଭାରତୀୟ ବୈଦେଶିକ ମନ୍ତ୍ରୀ ଜୟଶଙ୍କର ବର୍ତ୍ତମାନ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଯୋଗଦେବା ପାଇଁ ପାକିସ୍ତାନରେ ଅଛନ୍ତି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ବିବୃତ୍ତି ଅନୁଯାୟୀ, ଏସସିଓ ସିଏଚ୍‌ଜି ବୈଠକ ପ୍ରତିବର୍ଷ ଅନୁଷ୍ଠିତ ହୁଏ ଏବଂ ବାଣିଜ୍ୟ ତଥା ସଂଗଠନର…

କିଏ ସେ ସୁରିନ୍ଦର ଚୌଧୁରୀ? ଯାହାକୁ ଉପମୁଖ୍ୟମନ୍ତ୍ରୀ କଲା ଉମର ସରକାର.. ଭାଜପାର ତୁଙ୍ଗ ନେତାଙ୍କୁ କରିଥିଲେ ପରାଜିତ

ଶ୍ରୀନଗର,୧୬।୧୦: ଜମ୍ମୁ-କଶ୍ମୀରରେ ନୂଆ ସରକାର ଗଠନ ହୋଇଛି। ବୁଧବାର ନ୍ୟାଶନାଲ କନ୍‌ଫରେନ୍ସର ନେତା ଉମର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସେହିଭଳି ନୌସେରାରୁ ବିଧାୟକ ଥିବା ସୁରିନ୍ଦର ଚୌଧୁରୀ ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଗତ ବିଧାନସଭା ନିର୍ବାଚନରେ ଭାଜପାକୁ ବଡ଼ ଝଟ୍‌କା…

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି, ଏମପି ପ୍ରାର୍ଥୀ ରଂଜିତା ବିଭୀଷଣ ସାଜି ଦଳୀୟ ପ୍ରାର୍ଥୀଙ୍କୁ ହରାଇଛନ୍ତି। ସେ ଆହୁରି କହିଛନ୍ତି,…

କାହିଁକି ବିଜେଡି ଛାଡୁଛନ୍ତି ନେତା, ଭିତିରି କଥା କହିଦେଲେ ସନ୍ତୃପ୍ତ

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ ମିଶ୍ର । ଦଳ ଛାଡୁଥିବା ନେତାଙ୍କ ଉପରେ ବର୍ଷିବା ସହ ଭାଜପାକୁ ମଧ୍ୟ ଟାର୍ଗେଟ…

ସନ୍ତୃପ୍ତ ମିଶ୍ରଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଲଚଲ, ଯୋଗାଯୋଗରେ ବହୁ ଭାଜପା ନେତା…

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ ମିଶ୍ର । ଦଳ ଛାଡୁଥିବା ନେତାଙ୍କ ଉପରେ ବର୍ଷିବା ସହ ଭାଜପାକୁ ମଧ୍ୟ ଟାର୍ଗେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?