Home Left

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି । ଶୁକ୍ରବାର ସକାଳେ ସ୍ଥାନୀୟ ଗ୍ରାମବାସୀ ଦେଖି ପୋଲିସକୁ…

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା ତାତିକୁ ଅସହ୍ୟ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏଭଳି ସ୍ଥିତିରେ ଧାମନଗର ବ୍ଲକ ଅଞ୍ଚଳରେ…

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି ଯେତିକି ନିଆଁ ଲିଭାଉଛନ୍ତି ଅନ୍ୟସ୍ଥାନରେ ସେତିକି ଜଳୁଥିବା ଦେଖିବାକୁ ମିଳୁଛି। ନିଆଁ  ଲିଭା କାମରେ…

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ ୨୦ ବର୍ଷ ପରେ ଏଠାରେ ପ୍ରାର୍ଥୀ ବଦଳାଇ ପ୍ରଥମ କରି ଜଣେ ମହିଳାଙ୍କୁ ନିର୍ବାଚନ…

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ ହାଇକୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ୨୭ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି କୋର୍ଟ ଏହି…

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ ଭରି ପାରୁ ନ ଥିବା ନେଇ ରାଜନୈତିକ ମହଳରେ ଚର୍ଚ୍ଚା ହେଉଛି । ସମ୍ବଲପୁର…

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼ ଝିଅ ସୋଫିଆ ଫିରଦୋସ୍‌ଙ୍କୁ ବାରବାଟୀ- କଟକ ଆସନରୁ ପ୍ରାର୍ଥୀ ଭାବେ ଘୋଷଣା କରିପାରେ ବୋଲି…

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ ସୁଦୀପ ସାମଲ ଓ ଗୋପାଳ ମାର୍ଥା ନିଲମ୍ବିତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ…

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ନେଇ ଅନିଶ୍ଚିତତା ଦେଖାଦେଇଛି। ୨୦୧୭-୧୮ ମସିହାରୁ ଆରମ୍ଭ ହୋଇଥିବା ଏହି ଉନ୍ନତୀକରଣ କାର୍ଯ୍ୟ ୨ବର୍ଷ…

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ ସ୍ପିନର୍‌ ତାଙ୍କ ସ୍ପିନ୍‌ ଯାଦୁ ଜରିଆରେ ମଙ୍ଗୋଲିଆ ଦଳକୁ ଦୂଳି ଚଟାଇଥିଲେ। ରୋହମାଲିଆ ତାଙ୍କ…

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ ପୋଲିସ ସ୍ପଷ୍ଟ କରିଛି। ସୂଚନାଯୋଗ୍ୟ, ଗୁରୁବାର ସୁରେଶ ପୂଜାରୀଙ୍କ ଘର ପରିସରରେ ଗୋଟିଏ ଡ୍ରୋନ୍‌…

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ ଗୁରୁବାର ସମସ୍ତ ବିଦ୍ୟାଳୟ ବନ୍ଦ ରହିଥିବାବେଳେ ଟାଙ୍ଗୀ- ଚୌଦ୍ୱାର ବ୍ଲକ ବାଣୀପଦା ପଞ୍ଚାୟତ ଅଧୀନରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri