Home Left

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ ବିରୋଧରେ ଅଭିଯୋଗ ହେଉଛି ଯେ ସମସ୍ତେ ଇରାନ ସେନା ପାଇଁ କାମ କରୁଥିଲେ। ଏହି…

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ ମୁହାଁମୁହିଁ ହୋଇଛନ୍ତି। ଏହି ସର୍ଭେରୁ ଜଣାପଡିଛି, ଯଦି ଏବେ ଆମେରିକାରେ ନିର୍ବାଚନ ହୁଏ ତେବେ…

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ ବିଜୟ ଥିଲା। ତେବେ ଏହି ବିଜୟ ସହିତ ପଏଣ୍ଟ ଟେବୁଲରେ ଏକ ବଡ ପରିବର୍ତ୍ତନ…

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ। ତେବେ ନିର୍ବାଚନକୁ ଆଉ ଦିନ କେଇଟା ବାକିଥିବା ବେଳେ ଏଯାବତ୍‌ ଦୁଇ ପ୍ରମୁଖ ଦଳ…

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩ ବିଦ୍ୟୁତ୍‌ ସବ୍‌ଷ୍ଟେଶନ ଆରମ୍ଭ ହୋଇଥିଲା। ଯାହା ବିଭାଗୀୟ ଦାୟିତ୍ୱହୀନତା ଓ ଖାମଖିଆଲ ମନୋଭାବ ଯୋଗୁ…

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ ଭଗବାନ ପଣ୍ଡା ଗୁରୁବାର ସନ୍ଧ୍ୟାରେ ଦଳରୁ ଇସ୍ତଫା ଦେଇଛନ୍ତି । ଏନେଇ ସେ ରାଜ୍ୟ…

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ କୋହଲିଙ୍କ ମଧ୍ୟରେ ବ୍ୟାଟ ଲେଣଦେଣକୁ ନେଇ ଅନେକ ଖବର ପ୍ରକାଶ ପାଇଛି। ବର୍ତ୍ତମାନ ଏହି…

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ଦର୍ଲିପାଲି ଅଞ୍ଚଳର ହୋଇଥିବା ଜଣାପଡ଼ିଛି। ଗୁରୁବାର ବିଳମ୍ବିତ…

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ ଜିତିଥିଲା। ବର୍ତ୍ତମାନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୯ଟି ମ୍ୟାଚରେ ୪ ପଏଣ୍ଟ ପାଇଛି।…

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ ପରେ ଚାଷ ଜମିରେ ପାଣି ମାଡୁ ଥିବା ସରକାରୀ ରିପୋର୍ଟ କହୁଛି। ସେହି ଅନୁସାରେ…

ଆଜି ଶାନ୍ତିରେ ଟିକେ ଶୋଇବି, କାହିଁକି ଏମିତି କହିଲେ ଆର୍‌ସିବି ଅଧିନାୟକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ପ୍ରତିଯୋଗିତା ହୋଇଥିଲା। ଏହା ସନରାଇଜର୍ସଙ୍କ ଅଷ୍ଟମ ମ୍ୟାଚ ହୋଇଥିବାବେଳେ ଏହା ରୟାଲ…

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ କରି ମନଇଚ୍ଛା କାର୍ଯ୍ୟ କରିଚାଲିଛନ୍ତି। ଏଥିଯୋଗୁ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଛି। ଫଳରେ ସାଧାରଣ ଲୋକେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri