Home Left

ସଚିନ ତେନ୍ଦୁଲକରଙ୍କ ପରେ ଏବେ ବିରାଟଙ୍କ ପାଳି; ଇତିହାସ ରଚିବା ଲକ୍ଷ୍ୟରେ ବିରାଟ

ନୂଆଦିଲ୍ଲୀ,୧୨।୭: ଟି-୨୦ ସିରିଜରେ କ୍ଲିନ ସୁଇପ ପରେ, ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଖେଳିବାକୁ ଯାଉଛି। ଏହି ସିରିଜ ୧୪ ଜୁଲାଇରେ ଆରମ୍ଭ ହେବ, ପ୍ରଥମ ମ୍ୟାଚ ବର୍ମିଂହାମର ଏଜବାଷ୍ଟନରେ ହେବ। ବିରାଟ କୋହଲି…

Watch: ଦଳରୁ ବାଦ ପଡିବା ପରେ ଭୋ ଭୋ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ, ସମ୍ଭାଳିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୨।୭: ସାଉଥାମ୍ପଟନରେ ଅନୁଷ୍ଠିତ ତୃତୀୟ ଟି-୨୦ ମ୍ୟାଚ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରେ ସ୍ଥାନ ମିଳିନଥିଲା; ବରଂ ସଞ୍ଜୁ ସାମସନ ଦଳକୁ ଫେରିଥିଲେ। ତଥାପି, ଫଳାଫଳ ଅପରିବର୍ତ୍ତିତ ରହିଲା, ଏବଂ ଭାରତ ଆଉ ଏକ ପରାଜୟ ବରଣ କଲା। ବୈଭବଙ୍କୁ…

ଆସନ୍ତା ବର୍ଷ ଚାଲିବ ଭାରତର ପ୍ରଥମ ବୁଲେଟ ଟ୍ରେନ; ଘୋଷଣା ହେଲା ନୂଆ ରୁଟ

ନୂଆଦିଲ୍ଲୀ,୧୨।୭: ଭାରତରେ ଖୁବଶୀଘ୍ର ବୁଲେଟ ଟ୍ରେନ ଟ୍ରାକରେ ଦୌଡିବ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ଘୋଷଣା କରିଛନ୍ତି ଯେ ମୁମ୍ବାଇ ଏବଂ ଅହମଦାବାଦ ମଧ୍ୟରେ ପ୍ରଥମ ବୁଲେଟ ଟ୍ରେନ ନିର୍ମାଣ କାର୍ଯ୍ୟ ଚାଲିଛି। ସେ କହିଛନ୍ତି ଯେ ବୁଲେଟ ଟ୍ରେନ…

ବିଦ୍ୟୁତ୍‌ ଫାଶରେ ଲାଗି ଚାଲିଗଲା ମହିଳା ଚାଷୀଙ୍କ ଜୀବନ, ପରିବାର ଉପରେ ଭାଙ୍ଗିପଡ଼ିଲା ଦୁଃଖର ପାହାଡ଼

ବୁଗୁଡ଼ା,୧୨ା୭(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ାରେ ବିଲକୁ ଯାଇ ଫେରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ମହିଳା ଚାଷୀଙ୍କ ମୃତ୍ୟୁ ଘଟିଥିବା ଦୁଃଖଦ ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ସେ…

ସମୁଦ୍ରରେ ଗାଧୋଇବାବେଳେ ବୁଡ଼ି ଯାଉଥିଲେ ୩ ପର୍ଯ୍ୟଟକ, ଉଦ୍ଧାର କରି…

ପୁରୀ,୧୨ା୭(ଅଜିତ୍‌ କୁମାର ମହାନ୍ତି): ରବିବାର ସମୁଦ୍ରରେ ଗାଧୋଉଥିବାବେଳେ ୩ ପର୍ଯ୍ୟଟକ ବୁଡ଼ିଯାଉଥିଲେ। ଏହି ସମୟରେ ଲାଇଫଗାର୍ଡ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛନ୍ତି। ସେକ୍ଟର ୯ ଚୈତନ୍ୟ ଛକ ନିକଟରେ ବୁଡ଼ିଯିବାବେଳେ ତିନି ପର୍ଯ୍ୟଟକ ଉଦ୍ଧାର ହୋଇଛନ୍ତି। ମିଳିଥିବା ସୂଚନାନୁଯାୟୀ, ଛତିଶଗଡ଼ରୁ କିଛି…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ବିଦ୍ୟାଳୟ ରାତ୍ର ଜଗୁଆଳଙ୍କ ଜୀବନ, ରେଲିଂରେ ଧକ୍କା ଦେଇ…

ଦାରିଙ୍ଗବାଡ଼ି,୧୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ବୁଡ଼ାଗୁଡା ଛକରେ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଥାନା କିରିକୁଟି ପଞ୍ଚାୟତ ମଧୁପଲ୍ଲୀ ଗାଁର ସୋମନାଥ ବେହେରାଦଳାଇ (୩୭)। ଦୁର୍ଘଟଣାସ୍ଥଳରେ ଦାରିଙ୍ଗବାଡ଼ି…

ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଲିଣ୍ଡସେ ଗ୍ରାହାମଙ୍କ ମୃତ୍ୟୁ; ରୁଷୀୟ ତୈଳ କ୍ରୟ ଉପରେ ଭାରତକୁ ଦେଇଥିଲେ ଧମକ

ଓ୍ବାଶିଂଟନ,୧୨।୭: ଦକ୍ଷିଣ କାରୋଲିନାର ଦୀର୍ଘକାଳୀନ ରିପବ୍ଲିକାନ ସାଂସଦ ଆମେରିକାର ସେନେଟର ଲିଣ୍ଡସେ ଗ୍ରାହାମଙ୍କ ଦେହାନ୍ତ ହୋଇଛି। ତାଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜଣେ ଘନିଷ୍ଠ ସହଯୋଗୀ ଭାବରେ ବିବେଚନା କରାଯାଉଥିଲା। ଏକ ବିବୃତ୍ତି ଅନୁଯାୟୀ, ୭୧ ବର୍ଷୀୟ ଗ୍ରାହାମ ଶନିବାର,…

‘ତାଙ୍କ ସ୍ବର ସର୍ବଦା ବଞ୍ଚି ରହିବ…’: କିମ୍ବଦନ୍ତୀ ଗାୟିକା ଏସ. ଜାନକୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସିଦ୍ଧ ପ୍ଲେବ୍ୟାକ ସିଙ୍ଗର ଏସ. ଜାନକୀ ଆମ୍ମାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି, ତାଙ୍କ ବିୟୋଗକୁ ସଙ୍ଗୀତ ଏବଂ ସଂସ୍କୃତି ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ବର୍ଣ୍ଣନା କରିଛନ୍ତି। ରବିବାର (୧୨ ଜୁଲାଇ)…

ଏକ୍ସଟ୍ରା ଟାଇମରେ ଆର୍ଜେଣ୍ଟିନାର ରୋମାଞ୍ଚକର ବିଜୟ; ସେମିଫାଇନାଲରେ ପହଞ୍ଚିଲା Messiଙ୍କ ଦଳ

କାନସାସ ସିଟି,୧୨।୭: ମ୍ୟାଚ ଅତିରିକ୍ତ ସମୟରେ ଯିବା ସହିତ ଆର୍ଜେଣ୍ଟିନା ପ୍ରଶଂସକଙ୍କ ହୃଦୟ ଧଡ଼ଧଡ଼ ହବା ଆରମ୍ଭ ହୋଇଥିଲା। ଆର୍ଜେଣ୍ଟିନା ଦଶମ ମିନିଟରେ ପ୍ରଥମ ଗୋଲ ସ୍କୋର କରିଥିଲା ଏବଂ ମନେ ହେଉଥିଲା ଯେ ଲିଓନେଲ ମେସିଙ୍କ ଦଳ ପ୍ରାରମ୍ଭିକ ଗୋଲ…

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ ବୋଝେଇ ଟ୍ରକ୍‌ଟି ଘାଟି ରାସ୍ତାରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ଉପରେ…

ଉଦଳାରୁ ସମସ୍ତ ରୁଟ୍‌ରେ ବସ ଚଳାଚଳ ବନ୍ଦ

ଉଦଳା,୭।୧୨(ସନ୍ତୋଷ କୁମାର ବାଛିନ): ଉଦଳାରୁ ଆଜିଠାରୁ ସମସ୍ତ ରୁଟ୍‌କୁ ବସ ଚଳାଚଳ ବନ୍ଦ ରହିଛି। ଫଳରେ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତକାଲି ଉଦଳା ବସ ଷ୍ଟାଣ୍ଡରେ ବସ କଣ୍ଡକ୍ଟର ରବୀନ୍ଦ୍ର ପରିଛାଙ୍କ ଉପରେ ହୋଇଥିବା ଆକ୍ରମଣର ପ୍ରତିବାଦରେ ଉଦଳା…

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ପୂଜାର୍ଚ୍ଚନା କରାଯିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?