ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର
ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍ ଖର୍ଚ୍ଚ କରି ହଲିଉଡ୍ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ। ଜିଓ ଏହାର ପ୍ରିମିୟମ୍ ୟୁଜର୍ସଙ୍କ ପାଇଁ ନୂଆ ୨୯ ଟଙ୍କିଆ ପ୍ଲାନ୍ ଲଞ୍ଚ କରିଛି।…
ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ ୨୫, ୨୦୨୪) ରେ ତାଙ୍କ ବିବୃତ୍ତି ଉପରେ ଭାଜପା ମଧ୍ୟ ପ୍ରତିକ୍ରିୟା ଦେଇଛି। ଇତିମଧ୍ୟରେ,…
ଭୂକମ୍ପ ଝଟ୍କାରେ ଥରିଲା ପାକିସ୍ତାନର ସବୁଠାରୁ ବଡ ସହର କରାଚି, ଲୋକେ ଭୟଭୀତ
ଇସଲାମାବାଦ,୨୫।୪: ବୁଧବାର ରାତିରେ ଭୂକମ୍ପ ଯୋଗୁଁ ପାକିସ୍ତାନର ବୃହତ୍ତମ ସହର କରାଚି ଥରି ଉଠିଛି। କରାଚିରେ ୩.୨ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟି ଲୋକଙ୍କୁ ଭୟଭୀତ କରାଇ ଦେଇଛି। ପାକିସ୍ତାନୀ ଅଧିକାରୀଙ୍କ ଅନୁଯାୟୀ ବୁଧବାର ରାତିରେ କରାଚି ଉପକଣ୍ଠରେ ଏକ ଭୂକମ୍ପ…
ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର
ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର କରିଥିବା ବେଳେ ନିଫ୍ଟି ୨୨,୫୦୦ ଉପରକୁ ଚାଲି ଯାଇଥିଲା। ବ୍ୟାଙ୍କିଙ୍ଗ ସେକ୍ଟର ଠାରୁ ଆରମ୍ଭ…
ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି
ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରିଛି। ବର୍ତ୍ତମାନ ଏନସିବିସି କର୍ନାଟକର ମୁଖ୍ୟ ଶାସନ ସଚିବଙ୍କ…
ଏହି ଟିମ୍ ହେବ ଏଥର ଆଇପିଏଲ୍ ଚାମ୍ପିୟନ୍: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ
ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର ଅଟେ। ଆରମ୍ଭରେ ମୁଁ କହିଥିଲି ରାଜସ୍ଥାନ ରୟାଲ୍ସ, ସନରାଇଜର୍ସ ହାଇଦ୍ରାବାଦ, କେକେଆର୍, ତା’ପରେ ଲକ୍ଷ୍ନୌ।…
ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ
ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି। ଏହି ସମୟରେ ରାଜ୍ୟ ଭାଜପାର ବରିଷ୍ଠ ନେତାମାନଙ୍କ ଉପସ୍ଥିତ ଥିଲେ। ପ୍ରବୋଧଙ୍କୁ କଂଗ୍ରେସ ତଳସରା…
ଖୁବ୍ଶୀଘ୍ର ଆସୁଛି ‘କୌନ୍ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ
ମୁମ୍ବାଇ: ବିଗ୍ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍ ଶୋ’ କୌନ୍ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍ ଆସିବ। ପ୍ରଶଂସକମାନେ ପ୍ରତ୍ୟେକ ସିଜନ୍ରେ ବହୁତ ଭଲ ପାଇବା ଦିଅନ୍ତି। କିନ୍ତୁ ଆପଣ ଜାଣନ୍ତି…
ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!
ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ ଡେଟ୍ କରୁଥିଲେ। କିଛିଦିନ ତଳେ ସେମାନଙ୍କର ବିବାହ ନେଇ ଖବର ଶୁଣିବାକୁ ମିଳିଥିଲା। ହେଲେ…
ଏହି ଲୋକ ସଭା ଆସନରେ ସ୍ବାମୀଙ୍କୁ ଟକ୍କର ଦେବେ ସ୍ତ୍ରୀ
ଲକ୍ଷ୍ନୌ,୨୫।୩୪: ଉତ୍ତରପ୍ରଦେଶର ଇଟାୱା ଲୋକ ସଭା ଆସନରେ ପ୍ରତିଯୋଗିତା ରୋଚକ ହୋଇଛି। ବର୍ତ୍ତମାନର ଏମ୍ପି ରାମ ଶଙ୍କର କ୍ୟାଥେରିଆଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରି ଭାଜପା ତାଙ୍କୁ ପୁଣି ଥରେ ଫିଲ୍ଡିଂ କରିଛି। କିନ୍ତୁ ବର୍ତ୍ତମାନ ତାଙ୍କ ସ୍ତ୍ରୀ ମୃଦୁଳା କଟାରିଆ…
ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍ ଆହତ: ମ୍ୟାଚ୍ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ
ନୂଆଦିଲ୍ଲୀ,୨୫।୪: ଆଇପିଏଲ୍ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ ଚମତ୍କାର ଇନିଂସ ଖେଳି ୪୩ ବଲରେ ୮୮ ରନ କରିଥିଲେ। ଏଥିରେ ୫ ଚୌକା…
ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ
ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ ପ୍ରଧାନମନ୍ତ୍ରୀ ମୋଦି ସମ୍ପତ୍ତି ବଣ୍ଟନ ସମ୍ପର୍କରେ ରାଜସ୍ଥାନର ବାନସ୍ବରାଠାରେ କଂଗ୍ରେସ ମନିଫେଷ୍ଟୋ ବିଷୟରେ ଉଲ୍ଲେଖ…
Archives


