ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା
ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ ନିଜର ବ୍ୟକ୍ତିଗତ ଜୀବନକୁ ଲାଇମ୍ଲାଇଟ୍ରୁ ଦୂରେଇ ରଖୁଥିବାରୁ କିଏ ସେହି ଯୁବକ ତାହା ସ୍ପଷ୍ଟ…
ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍ କଲେ କଂଗ୍ରେସ କର୍ମୀ
ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସର ନୀତି ଆଦର୍ଶକୁ ବିଚାର କରି ତଥା…
ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!
ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର ରାଉତରାୟଙ୍କ ଫଟୋ ଦେଖିବାକୁ ମିଳିଛି । ଯାହାକୁ ନେଇ ଆଲୋଚନା ତୀବ୍ର ହୋଇଛି। କେବଳ…
ଏହି କ୍ରିକେଟର୍ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ
ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ ଜୀବନ ବଞ୍ଚାଇ ଦେଇଛି। ହ୍ବିଟଲଙ୍କ ସ୍ତ୍ରୀ ସ୍ବାମୀଙ୍କ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି।…
ହଠାତ୍ କ୍ରିକେଟ୍କୁ ଅଲବିଦା କହିଲେ ପୂର୍ବତନ ଅଧିନାୟକ
ଇସଲାମାବାଦ୍,୨୫।୪: ପାକିସ୍ତାନ ମହିଳା କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିସ୍ମାହ ମାରୋଫ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ସେ ହଠାତ୍ ଅବସର ଘୋଷଣା କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। ସେ ପାକିସ୍ତାନ ପାଇଁ ଦିନିକିଆ ଏବଂ ଟି-୨୦ କ୍ରିକେଟ ଖେଳୁଥିଲେ। କିଛି…
ଭାଜପାରେ ଯୋଗଦେଲେ ପ୍ରସିଦ୍ଧ ୟୁଟ୍ୟୁବର: ମା’ଙ୍କ କଥାରେ ଧରିଲେ ପଦ୍ମ
ନୂଆଦିଲ୍ଲୀ,୨୫।୪: ବିହାରର ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କାଶ୍ୟପ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ସେ ଦିଲ୍ଲୀରେ ଦଳର ଜାତୀୟ ସଭାପତି ଜେପି ନଡାଙ୍କୁ ଭେଟି ପଦ୍ମ ଧରିଛନ୍ତି। ମନୀଷ କଶ୍ୟପ କହିଛନ୍ତି,ମୋର ଆଦର୍ଶ ଭାଜପାର ମେଳ ଖାଉଛି। ସେଥିପାଇଁ ମୁଁ ଭାଜପାରେ…
ଏମ୍ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍
ଭୁବନେଶ୍ୱର,୨୫।୪: ଏମ୍ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍ ପଡିଥିବା ସୂଚନା ମିଳିଛି। ସନ୍ଦିଗ୍ଧ ଡ୍ରୋନ କାହାର ଜଣାପଡ଼ିନି। ଏନେଇ ବେଲପାହାଡ଼ ପୋଲିସ ତଦନ୍ତ ଚଳାଇଛି। ଅନ୍ୟପଟେ,…
ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ
ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା। ଶରତ ବରାଳଙ୍କ ଝିଅ ସ୍ମୃତି ରେଖା (୧୨) ଏବଂ…
ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍ ଚାମ୍ପିୟନ ହୋଇଥାନ୍ତା RCB
ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ରେ ଲୋକପ୍ରିୟ ଟିମ୍ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଗତ ୧୬ ସିଜନ୍ରେ ଗୋଟିଏ ବି ଥର ଟାଇଟଲ ଜିତି ନ ଥିଲେ…
ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍
ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ ଇଚ୍ଛୁକ ଅଛନ୍ତି। ତିବ୍ଦତର ସର୍ବୋଚ୍ଚ ଧାର୍ମିକ ନେତା ଦଲାଇ ଲାମା ଏବଂ ଚାଇନା ସରକାରଙ୍କ…
ସ୍ତ୍ରୀଙ୍କ ବିରୋଧରେ ଆସିଲା ଦୁର୍ନୀତି ଅଭିଯୋଗ, ପଦ ଛାଡିବାର ସଙ୍କେତ ଦେଲେ ସ୍ପେନ୍ ପ୍ରଧାନମନ୍ତ୍ରୀ
ମାଦ୍ରିଦ୍,୨୫।୪: ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସ୍ତ୍ରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଛି। ପ୍ରଧାନମନ୍ତ୍ରୀ ତାଙ୍କର ସମସ୍ତ ସରକାରୀ କାର୍ଯ୍ୟ ବନ୍ଦ କରି ଦେଇଛନ୍ତି ଏବଂ ତାଙ୍କୁ ଚିନ୍ତା କରିବା ଆବଶ୍ୟକ ବୋଲି କହିଛନ୍ତି। ସେ ମଧ୍ୟ ରାଜନୀତି ଛାଡିପାରନ୍ତି ବୋଲି…
ଗୋଟିଏ ବଲ୍ରେ ପଲଟିଗଲା ପୂରା ମ୍ୟାଚ୍: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ। ଫଳରେ ଗୁଜରାଟ ଦଳ ଲକ୍ଷ୍ୟ ହାସଲ କରିବାରେ ବିଫଳ ହୋଇଥିଲା। ଶେଷ ଓଭରରେ ୧୯…
Archives


