Home Left

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ: ଜଣେ ଗୁରୁତର

ହିଞ୍ଜିଳିକାଟୁ, ୧୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଭାବନ୍ଧ ଗ୍ରାମ ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଟିଏ ଗୋଷ୍ଠୀର ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ବେଲଗାଁ ଥାନା ଭାବନ୍ଧ…

ନାବାଳିକାଙ୍କୁ ନିଶା ଦେଇ କଲେ ବଳାତ୍କାର, ତା’ପରେ…

ଜାଲ୍‌ନା,୧୪ା୧୦: ମହାରାଷ୍ଟ୍ରର ଜାଲ୍‌ନା ସହରରେ ଜଣେ ୯ ବର୍ଷର ବାଳିକାଙ୍କୁ ନିଶା ଦେଇ ବଳାତ୍କାର କରିବା ପରେ ଅଭିଯୁକ୍ତ ତାଙ୍କୁ ରାସ୍ତାରେ ଫିଙ୍ଗିଦେଇଛନ୍ତି। ସହରର ଚନ୍ଦନିଝିର ଅଞ୍ଚଳରେ ରବିବାର ରାତି ୧୧ଟାରେ ଏହି ଘଟଣା ଘଟିଛି। ନାବାଳିକଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ…

ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ପ୍ଲାଣ୍ଟରେ ବଡ଼ଧରଣର ବିସ୍ଫୋରଣ

ଅନୁଗୋଳ,୧୪ା୧୦(ଜ୍ୟୋତିରଞ୍ଜନ ସାହୁ)/ ଛେଣ୍ଡିପଦା (ଅଜିତ ଧଳ)- ଅନୁଗୋଳ ନିଶା ଶିଳ୍ପାଞ୍ଚଳଠାରେ ଥିବା ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର (ଜେଏସ୍‌ପି)ର ବଡ଼ଧରଣର ବିସ୍ଫୋରଣ ହୋଇଛି। ବ୍ଲାଷ୍ଟ ଫର୍ଣ୍ଣେସ୍‌ରେ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ତେବେ ଏଥିରେ କେହି ମୃତାହତ ହୋଇ ନ ଥିବା…

କାନାଡାକୁ ମୁହଁତୋଡ ଜବାବ: କୂଟନୀତିଜ୍ଞଙ୍କୁ ଫେରାଇ ଆଣିଲା ଭାରତ

ନୂଆଦିଲ୍ଲୀ,୧୪ା୧୦:ଖଲିସ୍ତାନୀ ଆତଙ୍କବାଦୀ ହରଦୀପ୍‌ ସିଂ ନିଜ୍ଜାର ହତ୍ୟା ମାମଲାରେ ଭାରତୀୟ ଉଚ୍ଚାୟୁକ୍ତ ଓ ଅନ୍ୟ କୂଟନୀତିଜ୍ଞମାନଙ୍କୁ କାନାଡା ଅଭିଯୁକ୍ତ କରିବା ପରେ ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କରେ ତିକ୍ତତା ବଢ଼ିଯାଇଛି। ପ୍ରତିବାଦରେ ନୂଆଦିଲ୍ଲୀ ସୋମବାର କାନାଡାରୁ ଭାରତୀୟ ହାଇକମିଶନର ସଞ୍ଜୟ…

ଆଖିବୁଜିଲେ ପ୍ରସିଦ୍ଧ ଅଭିନେତା

ଜଣାଶୁଣା ଅଭିନେତା ଅତୁଲ ପାରଚୁରେଙ୍କ ୫୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ କ୍ୟାନସର୍‌ରେ ପୀଡିତ ଥିଲେ। ସେ ‘ଦି କପିଲ ଶର୍ମା ଶୋ’ ସମେତ ଅନେକ ଟିଭି ସିରିଏଲ ଏବଂ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ଅତୁଲ ଜଣେ ଦକ୍ଷ ଅଭିନେତା…

ନାବାଳିକାଙ୍କୁ ଛୁରି ଦେଖାଇ ସାରା ରାତି ବଳାତ୍କାର, ଅଭିଯୁକ୍ତ ଫେରାର

ଏମ୍‌ଭି ୭୯, ୧୪ା୧୦(ଭିକି ବାରିକ): ଦୁର୍ଗାପୂଜା ପାଇଁ ମଣ୍ଡପଗୁଡିକରେ ଗହଳି ଲାଗି ରହିଥିବା ବେଳେ ମାଲାକନଗିରି ଜିଲା ମୋଟୁ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଛୁରି ଦେଖାଇ ଭୟଭୀତ କରି ସାରା ରାତି ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏ…

ଦୂର ହେବ ଦାଦନ ସମସ୍ୟା, ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୪।୧୦: ଦାଦନ ରୋକିବାକୁ ରାଜ୍ୟ ସରକାର ସ୍ବତନ୍ତ୍ର ଟାସ୍କଫୋର୍ସ ଗଠନ କରିଛନ୍ତି। ଦାଦନ ସମସ୍ୟାର ନିରାକରଣ ପାଇଁ ଦିଗଦର୍ଶନ ଦେବାକୁ ଟାସ୍କଫୋର୍ସ ଗଠନ କରାଯାଇଛି। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏହି ସ୍ବତନ୍ତ୍ର ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଗଠିତ ହୋଇଛି। ଟାସ୍କଫୋର୍ସରେ…

ଏକ ମୋବାଇଲ ଚୋରି ଖୋଲିଦେଲା ସବୁ ଗୁମର: ଧରାପଡ଼ିଲେ ପୁଣା ଗ୍ୟାଙ୍ଗ, ୩ କୋର୍ଟ ଚାଲାଣ

ଭବାନୀପାଟଣା,୧୪।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଏକ ମୋବାଇଲ ଚୋର ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। ଏହି ଗ୍ୟାଙ୍ଗରେ ଥିବା ୩ ଜଣକୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି । ଅଭିଯୁକ୍ତମାନେ ହେଲେ…

ଏକନାଥ ଶିନ୍ଦେଙ୍କ ହାତ ଛାଡି ଦେବେ କି ଅଜିତ ପାୱାର! ଏନସିପି ନେତାଙ୍କ ବୟାନକୁ ନେଇ…

ମୁମ୍ବାଇ,୧୪।୧୦: ଅଜିତ ପାୱାର ଦେବେନ୍ଦ୍ର ଫଡନ୍‌ଭିସ ଏବଂ ଏକନାଥ ଶିନ୍ଦେଙ୍କ ହାତ ଛାଡି ଦେବେ କି? କିମ୍ବା ଚାପ ସୃଷ୍ଟି କରିବା ପାଇଁ ଏହା ଏକ ରଣନୀତି? ଗତ କିଛି ଦିନ ହେବ ତାଙ୍କ ନେତାମାନେ କ୍ରମାଗତ ଭାବରେ ଏପରି ବିବୃତ୍ତି…

ସାମ୍ନାକୁ ଆସିଲା ଚାଇନାର ଅସଲ ଚେହେରା: ଭାରତ ବିରୋଧରେ କରୁଛି ଭିତିରିଆ ଷଡଯନ୍ତ୍ର

ନୂଆଦିଲ୍ଲୀ,୧୪।୧୦:ଭାରତ-ଚାଇନା ସୀମାରେ ଲାଗିରହିଥିବା ଉତ୍ତେଜନା ହ୍ରାସ ଲାଗି ଗୋଟିଏ ପଟେ କୂଟନୈତିକ ଉଦ୍ୟମ ଜାରି ରହିଥିବାବେଳେ ଅନ୍ୟପଟେ ବେଜିଂ ପାଙ୍ଗୋଙ୍ଗ୍‌ ହ୍ରଦର ଉତ୍ତର ପାର୍ଶ୍ୱ ନିକଟରେ ବିଶାଳ ବସ୍ତି ନିର୍ମାଣ କରୁଥିବା ସାଟେଲାଇଟ୍‌ ଚିତ୍ରରୁ ସ୍ପଷ୍ଟ ହୋଇଛି। ଏଥିରେ ନିର୍ମିତ ହୋଇଥିବା…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ସହ ଡିନର୍‌ କରିବେ ଜୟଶଙ୍କର

ନୂଆଦିଲ୍ଲୀ,୧୪।୧୦: ସାଂଘାଇ ସହଯୋଗ ସଂଗଠନ (ଏସସିଓ) ସମ୍ମିଳନୀରେ ଭାଗ ନେବାକୁ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ମଙ୍ଗଳବାର ପାକିସ୍ତାନରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଗତ କିଛି ବର୍ଷ ଧରି ଦୁଇ ପଡୋଶୀ ଦେଶ ମଧ୍ୟରେ ଚାଲିଥିବା ତିକ୍ତତା ମଧ୍ୟରେ ଭାରତରୁ…

ଗଞ୍ଜାମ ପୋଲିସର ସ୍ବତନ୍ତ୍ର ଡ୍ରାଇଭ: ଜୁଆଖେଳରୁ ୧୦ ଦିନରେ ୧୦୧ ଗିରଫ

ଛତ୍ରପୁର,୧୪ା୧୦(ଦିଲୀପ ସାମଲ): ପାର୍ବଣରେ ଚାଲିଥିବା ଜୁଆଖେଳଗୁଡିକରେ ଗଞ୍ଜାମ ପୋଲିସ ପକ୍ଷରୁ ଚଢାଉ ଜାରି ରହିଛି । ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ଥାନା ଅଞ୍ଚଳରେ ୧୦ ଦିନ ହେଲା ସ୍ବତନ୍ତ୍ର ଡ୍ରାଇଭ ଚାଲିଛି। ବେଆଇନ ମଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?