Home Left

ମେ’ ୧୫ ସୁଦ୍ଧା ଯୁକ୍ତ୨ ଫଳ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟା ଶେଷ ହୋଇଛି। ତେବେ ଗତ ୨ଦିନ ହେବ ଅନ୍‌ଲାଇନ୍‌ ମୂଲ୍ୟାଙ୍କନ ଶେଷ ହୋଇଥିବା ବେଳେ ଅଫ୍‌ଲାଇନ୍‌ ମୂଲ୍ୟାୟନ ବୁଧବାର ସୁଦ୍ଧା ଶେଷ କରିବାକୁ…

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି। ଅଧିନାୟକ ରିଷଭ ପନ୍ତ ଓ ଅକ୍ଷର ପଟେଲଙ୍କ ଦୃଢ଼ ବ୍ୟାଟିଂ ବଳରେ ଦିଲ୍ଲୀ ୨୦…

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା ଏବଂ ବ୍ୟବସାୟୀଙ୍କ ବିରୋଧରେ ଟିଡିଏସର ସ୍ୱଳ୍ପ ରିହାତି ପାଇଁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ…

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା ସୂଚନା ଅନୁସାରେ ରାୟଗଡ଼ା କଲେଜର ଓଡ଼ିଆ ବିଭାଗରେ କାର୍ଯ୍ୟରତ ଅଧ୍ୟାପକ ତେଲି ତୋଇକା ଉକ୍ତ…

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର ବୈପ୍ଲବିକ ପରିବର୍ତ୍ତନ ଘଟିଥିଲା। ନିରାକାରପୁର ଅଞ୍ଚଳରେ କାଳବୈଶାଖୀ ଯୋଗୁ ହଠାତ୍‌ ଘଡ଼ଘଡ଼ି ସହ ସାମାନ୍ୟ…

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ କୋରାପୁଟ ଉପଖଣ୍ଡର ଥିବା ୩ ନିର୍ବାଚନ ମଣ୍ଡଳୀ ଯଥା କୋରାପୁଟ ନିମନ୍ତେ…

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍ (ଆଇଆରସିଟିସି) ଯାତ୍ରୀମାନଙ୍କୁ, ବିଶେଷ କରି ସଂରକ୍ଷିତ କୋଚରେ ଥିବା ଯାତ୍ରୀମାନଙ୍କୁ ସୁଲଭ ମୂଲ୍ୟରେ ସ୍ୱଚ୍ଛତା…

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ ଭୋଟ୍‌ ନ ଦେବାକୁ ଲୋକଙ୍କୁ ନିବେଦନ କରୁଛି। କାରଣ ବହୁ ଅଦଳ-ବଦଳ ପରେ କଂଗ୍ରେସ…

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ କାଟିଛି ଦଳ। ତାଙ୍କ ସ୍ଥାନରେ ଦଳ ସାକା ସୁଜିତ କମାରଙ୍କୁ ନୂଆ ପ୍ରାର୍ଥୀ କରିଛି।…

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ ଗୋଟିଏ ମାଓବାଦୀ କ୍ୟାମ୍ପକୁ ଧ୍ୱଂସ କରିବା ସହ ବିପୁଳ ସାମଗ୍ରୀ ଜବତ କରିଛନ୍ତି। ସୂଚନାନୁଯାୟୀ,…

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର ଭୁଏଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ପାଖରୁ ୩ କି.ଗ୍ରା. ୬୦୦ ଗ୍ରାମ୍‌ ଗଞ୍ଜେଇ…

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ ଏବେ ମହାକାଳପଡ଼ା ତହସିଲରେ ବରିଷ୍ଠ କିରାଣି ଭାବେ କାର୍ଯ୍ୟରତ। କଟକ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri