କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍
ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍ ଇଣ୍ଡିଆ ଲିମିଟେଡ୍ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍ ଏବଂ ଭିଭିପାଟ୍ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ ମନା କରିଦେଇଛି। ‘ବାଣିଜି୍ୟକ ଆତ୍ମବିଶ୍ୱାସ’ ଦର୍ଶାଇ କମ୍ପାନୀ ଆର୍ଟିଆଇ ଅଧିନିୟମ ଅନୁଯାୟୀ ସୂଚନା ଦେବାକୁ…
ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର
ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍ଡି ରୋଡ୍ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ ୩ ଦୁର୍ବୃତ୍ତ ପାଚେରି ଡେଇଁ ପଶିବା ସହ ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି…
କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍ଡୋର ଷ୍ଟାଡିୟମ
ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍ ମଧ୍ୟରେ ସହରକୁ ଛିନ୍ଭିନ୍ କରିପକାଇଛି। ବିଭିନ୍ନ ସ୍ଥାନରେ ଗଛ ଓ ବିଦ୍ୟୁତ୍ଖୁଣ୍ଟଗୁଡ଼ିକ ପଡ଼ି ରାସ୍ତା ଅବରୋଧ ହୋଇଛି। ରଥସାହିଛକ, କଲେଜଛକ, କାଳୀମନ୍ଦିର ଛକ…
ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ
ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ ଚନ୍ଦାକା ଅଞ୍ଚଳରେ ଏକ ତେଜରାତି ଦୋକାନରେ ନିଆଁ ଲଗାଇବା ଅଭିଯୋଗରେ କମିଶନରେଟ ପୋଲିସ ଜଣେ…
ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ
ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ ଉପରେ ଆକ୍ରମଣ କରିବାକୁ ଧମକ ଦେଇଥିବା ପୋଷ୍ଟର ଜାରି କରିଛି। ସମ୍ପ୍ରତି, ଗତ ଏକ…
ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍ଦଣ୍ଡ
କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି। ଏହି ଘଟଣାରେ ଘଟଗାଁ ଥାନା ଅନ୍ତର୍ଗତ ଧୋବାପିଟଣା ଗ୍ରାମର ଅଭିଯୁକ୍ତ ପିଣ୍ଟୁ ମୁଣ୍ତା(୨୪)ଙ୍କୁ ୨୧ସି…
ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା
ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି ସମୟରେ, ଖାଦ୍ୟ ଏବଂ ଔଷଧ ପ୍ରଶାସନ (ଏଫଡିଏ) ମଙ୍ଗଳବାର ଦାବି କରିଛି ଯେ ଆମେରିକାରେ…
କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ
ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ ନୂତନ ଗ୍ରାହକ ଯୋଡ଼ି ପାରିବନି ଏବଂ ନୂଆ କ୍ରେଡିଟ କାର୍ଡ ମଧ୍ୟ ପ୍ରଦାନ କରିପାରିବ…
ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ
ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି ନେତା ତେଜ ପ୍ରତାପ ଯାଦବଙ୍କୁ କନ୍ନୌଜରୁ ପ୍ରାର୍ଥୀ କରିଥିଲେ। ବର୍ତ୍ତମାନ ଅଖିଳେଶ ଯାଦବ ଏହି…
ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ
ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସମସ୍ତ ଗିରଫ ବ୍ୟକ୍ତିଙ୍କ ନାମରେ ଜାମିନ ବିହିନ ଗିରଫ…
ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ
ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଘଟଣା ସମୟରେ ସେ ଶିବସେନାର ମୁଖ୍ୟମନ୍ତ୍ରୀ…
ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ
ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି ମହାପର୍ବରେ ସମସ୍ତ ରାଜନୈତିକ ଦଳ ନିଜର ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଏହି ପରିପ୍ରେକ୍ଷୀରେ ବୁଧବାର…
Archives


