Home Left

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ ପରିଦର୍ଶନ କରି ସ୍ଥାନୀୟ ଭାଜପା କାର୍ଯ୍ୟକର୍ତ୍ତା ଏବଂ ଗ୍ରାମବାସୀଙ୍କ ସହ ଗ୍ରାମର ବିଭିନ୍ନ…

କଳାହାଣ୍ଡିରେ ପୁଣି କୁମ୍ଭୀର ଆତଙ୍କ ଭାଲୁ ବୁଟୁରା ନାଳରେ କୁମ୍ଭୀର

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାତୀନଦୀର ପିଲାସ ଗାଁ ଘାଟ ନିକଟରେ ଗତ କିଛି ଦିନ ତଳେ ଏକ କୁମ୍ଭୀର ଦେଖିବାକୁ ମିଳିଥିବାବେଳେ ସୋମବାର ଜୟପାଟଣା ବ୍ଲକ ଭାଲୁ ବୁଟୁରା ନାଳ(ଜୋର)ରେ ଏକ କୁମ୍ଭୀର ରହିଥିବା ଦେଖିବାକୁ…

ICC ପ୍ଲେୟାର ଅଫ ଦ ମନ୍ଥ ପାଇଁ ମନୋନୀତ ହେଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୭: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ICC) ପକ୍ଷରୁ ଜୁନ ମାସ ପାଇଁ ‘ପ୍ଲେୟାର ଅଫ ଦ ମନ୍ଥ’ (Player of the Month) ମନୋନୟନ ତାଲିକା ପ୍ରକାଶ ପାଇଛି। ଏହି ଦୌଡ଼ରେ ପୁରୁଷ ଏବଂ ମହିଳା ବର୍ଗରେ ଦୁଇଜଣ ଭାରତୀୟ…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା ଜିମ କେନ୍ଦ୍ର ନିର୍ମାଣ ଶେଷ ପର୍ଯାୟରେ ଥିବାବେଳେ ସୂଚନା ଫଳକ ନାହିଁ। ତେଣୁ…

ବେଲଘର ବନବିଭାଗର ଚଢ଼ାଉ; ୨ ଶିକାରୀଙ୍କୁ ମାଡ଼ି ବସିଲା ପେଟ୍ରୋଲିଂ ଟିମ୍

ତୁମୁଡ଼ିବନ୍ଧ, ୧୪।୭ (ଦୀପକ କୁମାର ପାରସେଠ): କନ୍ଧମାଳ ଜିଲାର ବେଲଘର ବନାଞ୍ଚଳରେ ବନବିଭାଗ ପକ୍ଷରୁ କରାଯାଇଥିବା ରାତିର ପାଟ୍ରୋଲିଂ ବେଳେ ୨ ଜଣ ଶିକାରୀଙ୍କୁ ଗିରଫ କରାଯିବା ସହ ସେମାନଙ୍କ ନିକଟରୁ ୨ଟି ଦେଶୀ ବନ୍ଧୁକ ସମେତ ବିଭିନ୍ନ ଶିକାର ସାମଗ୍ରୀ…

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ ଦେଖିବ, ଯାହା ୯୬୭ ଦିନ ଅର୍ଥାତ୍‌ ଗତ ୩୨ ମାସ ଧରି କ୍ରିକେଟ…

ଭାରତର କିଛି ବି ବିଗାଡ଼ି ପାରିବେନି ଶତ୍ରୁ; ରୁଷିଆ ଦେଲା ଏଭଳି ଅଫର, ଚାଇନା-ପାକିସ୍ତାନ ଶିବିରରେ କମ୍ପନ

ମସ୍କୋ ,୧୩।୭: ଭାରତର ଏୟାର ଡିଫେନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ରୁଷିଆ ଏକ ବଡ଼ ପ୍ରସ୍ତାବ ଦେଇଛି। ନିଜର ସବୁଠାରୁ ଆଡଭାନ୍ସ ଏୟାର ଡିଫେନ୍ସ ସିଷ୍ଟମ S-500ର ଟେକ୍ନୋଲୋଜି ଉପରେ ଆଧାର କରି ଭାରତର ‘ପ୍ରୋଜେକ୍ଟ ସୁଦର୍ଶନ ଚକ୍ର’…

ଅଭିଯୋଗ ଶୁଣିଲେ ଜିଲାପାଳ ଆରକ୍ଷୀ ଅଧୀକ୍ଷକ: ସମସ୍ୟାର ମିଳିଲା ସମାଧାନ

ପୁରୁଷୋତ୍ତମପୁର, ୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋମବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲା ପରିଷଦର କାର୍ଯ୍ୟନିର୍ବାହୀ…

ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୨୩ କୋଠରୀ ବିଶିଷ୍ଟ ୪ ମହଲା ଲଜ୍‌ ସହ ୮ଟି ପ୍ଲଟ୍‌ ଠାବ

କୋରାପୁଟ/ବଲାଙ୍ଗୀର, ୧୩।୭ (ଅମିତାଭ ବେହେରା/ସୁନିଲ କୁମାର ମହାନ୍ତି): ଓଡ଼ିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍‌ (OCCL)ର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିବା ବେଳେ ବହୁ ମୂଲ୍ୟବାନ ସମ୍ପତ୍ତିର ସନ୍ଧାନ ମିଳିଛି।…

୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା: ଏହି ସବୁ ଜିଲାରେ ୨୪ ଘଣ୍ଟାରେ…

ଭୁବନେଶ୍ୱର, ୧୩।୭: ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା । ୨୪ ଘଣ୍ଟା ପାଇଁ ୧୪ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେବେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକରେ ପ୍ରବଳ ବର୍ଷା ଆଶଙ୍କା…

ନିଜେ ରୋଲର ଚଲାଇ ଡ୍ରଗ୍ସ ନଷ୍ଟ କଲେ ମୁଖ୍ୟମନ୍ତ୍ରୀ: ୧୦ ଦିନ ମଧ୍ୟରେ ୪୭୨ କୋଟିର…

ଗୁଆହାଟୀ,୧୩।୭: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ନାଲବାରୀ ଜିଲାର ଦୌଲାସାଲସ୍ଥିତ ୧୪ତମ ଆସାମ ପୋଲିସ ବାଟାଲିୟନରେ ଏକ ରାଜ୍ୟସ୍ତରୀୟ ନିଶା ନିବାରଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଏଠାରେ ଜବତ ହୋଇଥିବା ଔଷଧଗୁଡ଼ିକୁ ନଷ୍ଟ କରାଯାଉଛି। ଜବତ ହୋଇଥିବା ଔଷଧ ଉପରେ…

ବଲାଙ୍ଗୀର ସହରର ବ୍ୟବସାୟୀଙ୍କ ମିଳୁନି ପତ୍ତା : କଲ୍ କଲେ ଫୋନ ସ୍ୱିଚ୍‌ ଅଫ୍‌

ବଲାଙ୍ଗୀର, ୧୩।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପ୍ୟାଲେସ ଲାଇନ୍ ଅଞ୍ଚଳର ବାସିନ୍ଦା ତଥା ବ୍ୟବସାୟୀ ମୃତ୍ୟୁଞ୍ଜୟ ପଟ୍ଟନାୟକ ରବିବାରଠାରୁ ନିଖୋଜ ଥିବା ନେଇ ଅଭିଯୋଗ ହୋଇଛି। ଏନେଇ ପରିବାର ଲୋକେ ବଲାଙ୍ଗୀର ଟାଉନ ଥାନାରେ ଏକ ନିଖୋଜ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?