କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି
ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪) ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ୬ ୱିକେଟରେ ପରାସ୍ତ କରିଥିଲା। ସିଏସକେର ପରାଜୟରେ ମାର୍କସ…
ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ
ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ ଜାରି ରଖିଛି । ସମଗ୍ର ଜିଲାର କୋଣ ଅନୁକୋଣରେ ସ୍କୁଲ,କଲେଜ ଛାତ୍ରୀଛାତ୍ର ସଚେତନତା ବାର୍ତ୍ତା…
ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ
ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଯଦି ଭିଣୋଇ ବା ଜିଜା ଜୀ ଆସନ୍ତି, ତିୱାରୀ ଜୀ କହୁଛନ୍ତି…
ଆମେରିକାରେ ମୋଦିଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି, କିଏ କଲେ ଏମିତି ପ୍ରଶଂସା
ନୂଆଦିଲ୍ଲୀ,୨୪।୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେତେ ବଢୁଛି ତାହା ଆକଳନ କରାଯାଇପାରିବ ଯେ ଲୋକମାନେ ତାଙ୍କ ଭଳି ଜଣେ ନେତା ମଧ୍ୟ ଆମେରିକାରେ ଆବଶ୍ୟକ ବୋଲି କହିବା ଆରମ୍ଭ କରି ଦେଇଛନ୍ତି। ହଁ, ବିଶ୍ୱର ବୃହତ୍ ଜେପି…
ଓବିସିରେ ସାମିଲ ହେଲେ ମୁସଲମାନ
ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ ବିଜ୍ଞପ୍ତି ଜାରି କରି ଏହି ବିଷୟରେ ସୂଚନା ଦେଇଛନ୍ତି। ବୁଧବାର (ଏପ୍ରିଲ ୨୪) କର୍ନାଟକ…
ମନିଷ ସିସୋଡିଆଙ୍କୁ ପୁଣି ଝଟ୍କା
ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ ପ୍ରତିକ୍ରିୟା ଲୋଡିଛନ୍ତି। ଏହି ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ’ ୭…
ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!
ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ ମୁକାବିଲା ଟି-୨୦ ବିଶ୍ୱକପ ୨୦୨୪ରେ ହେବ। କିନ୍ତୁ ୨୦୨୫ରେ ଖେଳାଯିବାକୁ ଥିବା ଚାମ୍ପିଅନ୍ସ ଟ୍ରଫି…
ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ
ଅଂଶୁଘାତ ପାଇଁ ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ ଓ ମଇଁଷିକୁ ଦିନରେ ଥରେ କିମ୍ବା ଦୁଇଥର ଗାଧୋଇ ଦିଅନ୍ତୁ । ଖାଦ୍ୟରେ ୩୦…
ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ
ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା ରାଶନ ମିଳିବ। ଏନେଇ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ…
ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ
କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି ହେଲେ ନିମ୍ନ ଅଦାଲତର ରାଏ ନେଇ ସ୍ଥଗିତାଦେଶ ସୁପ୍ରିମକୋର୍ଟ ଦେଇ ନାହାଁନ୍ତି। ଏନେଇ…
ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ
ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ ସରକାର ଘୋଷଣା କରିଛନ୍ତି। ତେବେ ଏହି ସମୟରେ ସ୍କୁଲର ସମସ୍ତ କାର୍ଯ୍ୟ ରାଜ୍ୟ ପ୍ରାଥମିକ…
ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ
ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍ବ ଟଙ୍କାର ଜବତ ହୋଇ ରହିଥିବା ଗାଡ଼ି ଓ ସାମଗ୍ରୀ ପୋଡିଜଳି ନଷ୍ଟ ହୋଇଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ବିଳମ୍ବିତ…
Archives


