Home Left

ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଛନ୍ତି ଅଭିଷେକ ବଚ୍ଚନ! ଜାଣିବା ପରେ ଐଶ୍ୱର୍ଯ୍ୟା…

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଅଭିଷେକ ବଚ୍ଚନଙ୍କ ବିଷୟରେ ଗୁଜବ ବଢିବାରେ ଲାଗିଛି। ପ୍ରତ୍ୟେକ କାର୍ଯ୍ୟକ୍ରମରେ ସେମାନଙ୍କୁ ଅଲଗା ଅଲଗା ଦେଖିବାକୁ ମିଳୁଛନ୍ତି। ଫଳରେ ଗୁଜବ ବି ବଢି ଚାଲିଛି। ଏହି ସମୟରେ ଏକ ପୋଷ୍ଟ ଭାଇରାଲ ହେବାରେ ଲାଗିଛି…

ଚନ୍ଦ୍ରଭାଗାରେ ଭାସିଗଲେ ୩ ଯୁବକ

କୋଣାର୍କ,୧୨।୧୦: ଚନ୍ଦ୍ରଭାଗା ସମୁଦ୍ରରେ ଶନିବାର ଏକ ଅଘଟଣ ଘଟିଛି। ସମୁଦ୍ରରେ ଗାଧୋଇଲା ବେଳେ ୩ଜଣ ଯୁବକ ଭାସିଯାଇ ଥିଲେ। ୨ ଜଣଙ୍କୁ ଲାଇଫ ଗାର୍ଡ ଉଦ୍ଧାର କରିଥିବା ବେଳେ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଅନ୍ୟପକ୍ଷେ ଲାଇଫ ଗାର୍ଡ ନିଖୋଜ ଯୁବକଙ୍କୁ…

୫୦ବର୍ଷରେ ପ୍ରଥମ: ସାହାରା ମରଭୂମିରେ ବନ୍ୟା

ମୋରୋକୋ,୧୨।୧୦: ମୋରୋକୋର ସାହାରା ମରୁଭୂମିରେ ଗ୍ରୀଷ୍ମ ଋତୁ ଶେଷ ହେବାକୁ ଯାଉଥିବା ବେଳେ ପ୍ରବଳ ବର୍ଷା କାରଣରୁ ବନ୍ୟା ସ୍ଥିତି ଦେଖାଦେଇଛି। ଯାହା ଫଳରେ ଶୁଷ୍କ ମରୁଭୂମି ମଧ୍ୟରେ ନୀଳ ଜଳର ହ୍ରଦ ସୃଷ୍ଟି ହୋଇଛି। ନାସା ପକ୍ଷରୁ ଏହାର ଫଟୋ…

ମା’ଙ୍କୁ ଭୋଗ ହେବ ୬ କୁଇଣ୍ଟାଲ ମାଛ

କଟକ,୧୨।୧୦: ମା’ ଦୁର୍ଗାଙ୍କ ପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଭାଇଚାରାର ସହର କଟକ। ଶନିବାର ମହାନବମୀ ଅବସରରେ ବିଭିନ୍ନ ପୂଜାମଣ୍ଡପରେ ମା’ଙ୍କୁ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଉଛି। ଏହି ପରିପ୍ରେକ୍ଷୀରେ କଟକ ଚାନ୍ଦିନୀଚୌକ ପୂଜା ମଣ୍ଡପରେ ମା’ଙ୍କୁ ସ୍ବତନ୍ତ୍ର ରୀତିନୀତି…

ସୁଭଦ୍ରାକୁ ନେଇ ବଡ଼ ଖବର: ଏହିଦିନ ମିଳିପାରେ ତୃତୀୟ ପର୍ଯ୍ୟାୟ ଟଙ୍କା! ଶୀଘ୍ର କରନ୍ତୁ ଆବେଦନ…

ଭୁବନେଶ୍ୱର,୧୨।୧୦: ‘ସୁଭଦ୍ରା’ ଯୋଜନାକୁ ନେଇ ଆସିଛି ବଡ଼ ଅପ୍‌ଡେଟ୍‌। ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଅକ୍ଟୋବର ୯ ତାରିଖରେ ମିଳିଥିବାବେଳେ ଏବେ ଖୁବଶୀଘ୍ର ତୃତୀୟ ପର୍ଯ୍ୟାୟ ଟଙ୍କା ମଧ୍ୟ ମିଳିବାକୁ ଯାଉଛି। ଏନେଇ ସରକାର ପ୍ରସ୍ତୁତ ହେଲେଣି। ଏହାରି ଭିତରେ…

ମହାଷ୍ଟମୀ ଭୋଗ ଖାଇ ଗାଁରେ ବ୍ୟାପିଲା ଝାଡ଼ାବାନ୍ତି

ଗୋପ,୧୨।୧୦(ଭାରତୀ ଭୁଷଣ ଉପାଧ୍ୟାୟ): ପୁରୀ ଜିଲା କୋଣାର୍କ ଥାନା ଅଧୀନ ଓଟାଙ୍ଗ ଗାଁରେ ମହାଷ୍ଟମୀ ଭୋଗ ଖାଇ ଝାଡ଼ାବାନ୍ତି ବ୍ୟାପିଥିବା ଗୋପ ଡାକ୍ତରଖାନା ପକ୍ଷରୁ ଜଣାପଡ଼ିଛି। ଝାଡ଼ାବାନ୍ତିରେ ଗାଁର ୧୦୦ରୁ ଊଦ୍ଧର୍‌ବ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କୁ ଗୋପ ଡାକ୍ତରଖାନା ସହିତ ଆଖପାଖ…

ପୂଜା ମଣ୍ଡପ ବୁଲିଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ

ଧାମନଗର,୧୨।୧୦(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବିଧାୟକ ତଥା ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମହାଷ୍ଟମୀ ଅବସରରେ ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କରିଛନ୍ତି। ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ତାଙ୍କ…

ନବୀନ ଗଲେ ଆପେ ଆପେ ଭିଡ଼ ଜମୁଛି, CM ଗଲେ ଟ୍ରାଫିକ୍‌ ଜାମ ହେଉଛି: ବିଜେଡି

ଭୁବନେଶ୍ୱର,୧୨।୧୦: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ବୁଲାକୁ ନେଇ ରାଜନୀତି ସରଗରମ ହୋଇଛି। ଗୋଟିଏ ପଟେ ଭାଜପାର ନେତାମାନେ ଏହାକୁ ନେଇ କଟାକ୍ଷ କରୁଥିବା ବେଳେ କାଉଣ୍ଟର କରୁଛନ୍ତି ବିଜେଡି ନେତା।…

ପାର୍ବଣରେ ପାରମ୍ପରିକ ନୃତ୍ୟ

ଦାରିଙ୍ଗବାଡି, ୧୨।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିଠାରେ ଅସ୍ଥାୟୀ ଦୁର୍ଗା ମଣ୍ଡପରେ ଦଶହରା ପର୍ବ ପାଳନ ହୋଇଯାଇଛି। ଅଷ୍ଟମୀ ତିଥିରୁ ଏହି ପୂଜା ବହୁ ଆଡମ୍ବରରେ ପାଳନ କରାଯାଉଥିବା ବେଳେ ଶନିବାର ମଣ୍ଡପ ସମ୍ମୁଖରେ ପାରମ୍ପରିକ ବାଦ୍ୟ,…

‘ବିଜେଡିର କ୍ଷମତା ନିଶା ଛାଡ଼ିନି’

ଭୁବନେଶ୍ୱର,୧୨।୧୦: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଜଧାନୀର ବିଭିନ୍ନ ପୂଜାମଣ୍ଡପ ବୁଲିଥିଲେ। ଏହାକୁ ନେଇ ଭାଜପା-ବିଜେଡି ମଧ୍ୟରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ୨୪ ବର୍ଷ ହେବ କ୍ଷମତାରେ ଥିବା ବେଳେ ପୂଜା ମଣ୍ଡପ…

ପୂର୍ବତନ ସରପଞ୍ଚଙ୍କ ଦେଢଶୁରଙ୍କୁ ହତ୍ୟା: ୩ ରେ ପହଞ୍ଚିଲା ଗିରଫ ସଂଖ୍ୟା, ଆହୁରି କିଛି ଯୁବକଙ୍କ ଟେର ଏଯାଏ…

ପୁରୁଷୋତ୍ତମପୁର,୧୧ା୧୦(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଶିକୁଳା ଗ୍ରାମରେ ପୂର୍ବତନ ସରପଞ୍ଚ ନନ୍ଦିନୀ ବେହେରାଙ୍କ ଦେଢଶୁର କାହ୍ନୁ ଚରଣ ବେହେରା(୫୫)ଙ୍କୁ ଗତ ମାର୍ଚ୍ଚ ୨୯ରେ ବିଚ୍‌ ରାସ୍ତାରେ ଅତି ନିର୍ମମ ଭାବେ ଛୁରି ଭୂସି ହତ୍ୟା କରାଯାଇଥିଲା।ଏହି ଘଟଣାରେ…

ଶ୍ରୀମନ୍ଦିରରେ ପଡ଼ିଲା ରକ୍ତଛିଟା, ହେଲା ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ପୁରୀ,୧୨।୧୦: ଦୁର୍ଗାପୂଜାରେ ଅଘଟଣ। ଶ୍ରୀମନ୍ଦିର କଳାହାଟ ଦ୍ୱାର ନିକଟରେ ପଡ଼ିଲା ରକ୍ତଛିଟା। ଏହାକୁ ନେଇ ଶନିବାର ମହାପ୍ରଭୁଙ୍କୁ ବଡ଼ ମହାସ୍ନାନ କରାଯାଇଛି। ଏହାକୁ ନେଇ ଅପରାହ୍ନରେ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଛି। ସୂଚନାନୁଯାୟୀ, ଶ୍ରୀମନ୍ଦିରରେ ଜଣେ କର୍ମଚାରୀଙ୍କ ହାତ ଚାପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?