ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା
ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ ସଭା କ୍ଷେତ୍ରରେ ବିଗ୍ ଫାଇଟ ହେବାକୁ ଯାଉଥିବା ବେଳେ ତାଙ୍କ ପରି ବରିଷ୍ଠ ନେତ୍ରୀଙ୍କ…
ଗାଁ ଦେଶର ମେରୁଦଣ୍ଡ
ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର କିମ୍ବା ରାଜ୍ୟ ସରକାର ଏହି ଦେଶକୁ ସମ୍ପୂର୍ଣ୍ଣ ଭାବେ ଚଳାଇବାକୁ ସକ୍ଷମ ନୁହନ୍ତି। ଏଥିଲାଗି…
ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ
କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା ଚର୍ଚ୍ଚା ହେଉଛି। ଉକ୍ତ ଟି-ଶାର୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ…
ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା
ମୁମ୍ବାଇ: ବଲିଉଡ୍ର ପ୍ରତିଭାବାନ୍ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ଭିଡିଓରେ ଶ୍ରଦ୍ଧା ଏକ ଜୁଏଲେରୀ ଦୋକାନରେ ଗ୍ରାହକଙ୍କୁ…
ଏସିଆ ବିଶ୍ୱର ସବୁଠାରୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ
ଜେନେଭା, ୨୪।୪: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ସାରା ବିଶ୍ୱର ନଜର ରହିଛି। ତେବେ ଗତ କିଛି ବର୍ଷ ଧରି ଏହାର ସର୍ବାଧିକ ପ୍ରଭାବ ବିଭିନ୍ନ ଏସୀୟ ଦେଶ ଉପରେ ପଡ଼ୁଥିବା ବିଶ୍ୱ ପାଣିପାଗ ସଂଗଠନ(ଡବ୍ଲ୍ୟୁଏମ୍ଓ) ସ୍ପଷ୍ଟ କରିଛି। ଗତବର୍ଷ ଏସିଆ…
ନୁଡୁଲ୍ସ ପ୍ୟାକେଟ୍ରୁ ୨ କୋଟିର ହୀରା ଜବତ
ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ ଅନ୍ୟମାନେ ନିଜ ଶରୀର ଏବଂ ବ୍ୟାଗେଜ୍ରେ ସୁନା ରଖିଥିଲେ। ଜବତ ସୁନାର ପରିମାଣ ୬.୮…
ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍
ହାଇଦ୍ରାବାଦ୍,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍ର ଏକ ଅଂଶ ଭାଙ୍ଗିଯାଇଛି। ୧୦୦ ଫୁଟ୍ ଉଚ୍ଚତାର ଏହି ବ୍ରିଜ୍ ତଳେ ୨ଟି ପିଲାର ଥିବାବେଳେ ୫ଟି ସ୍ଲାବ୍…
Video: ଆଉଟ୍ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…
ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍ର ମୁହଁ ଏବଂ ବ୍ୟାଟ୍ ଉଭୟର ଉଚିତ ଜବାବ ଦେଇଛନ୍ତି। ହେଲେ ଏବେ ଜଣେ ଅମ୍ପାୟାର ତାଙ୍କ ଟାର୍ଗେଟକୁ ଆସିଛନ୍ତି। କୋଲକାତା ନାଇଟ୍…
ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା
କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି। ହାଇକୋର୍ଟ ତାଙ୍କ ଉପରୁ ସମସ୍ତ ସ୍ଥଗିତାଦେଶ ହଟାଇବା ସହ ଏଣିକି ନିୟମିତ କୋର୍ଟରେ ହାଜର…
ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ
ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ ସମ୍ବନ୍ଧୀୟ ବିପଦ କାରଣରୁ ଏସିଆ ପୃଥିବୀର ସବୁଠାରୁ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ମଧ୍ୟରୁ ଅନ୍ୟତମ।…
କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା
ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ କଂଗ୍ରେସ ସମେତ ଇଣ୍ଡିଆ ସହଯୋଗୀ ଦଳକୁ କଡ଼ା ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ…
ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର
ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ…
Archives


