ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା
ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ପ୍ରଭେଶ ମିଶ୍ର ଦଳ ବିରୋଧରେ ବିଦ୍ରୋହ କରି…
‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍ରେ ପ୍ରଭାବ ପଡ଼ିବ’
ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍ ପାଇଁ ଟିମ୍ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ ସସ୍ପେନ୍ସ ଲାଗି ରହିଛି। ଏସବୁ ମଧ୍ୟରେ ଋଷଭ ପନ୍ତଙ୍କଠାରୁ ଆରମ୍ଭ କରି ସୌରଭ ଗାଙ୍ଗୁଲି…
ବରଗଡ଼ ଜିଲା ଭେଡେନ୍ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ
କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍ ବାଗ୍ଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କୁ ଆଦେଶ ଦେଇଛନ୍ତି।…
ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’
କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍ଆର୍ଆର୍ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର ପାଳିତ ହୋଇଯାଇଛି। ଅନୁଷ୍ଠାନର ନିର୍ଦ୍ଦେଶକ ଡ. ଅମରେଶ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ…
ସବୁଠାରୁ ଧନୀ ପ୍ରାର୍ଥୀ
ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ ଧନୀ ପ୍ରାର୍ଥୀ ବୋଲଇ କୁହାଯାଉଛି। ଚନ୍ଦ୍ର ଶେଖର ତାଙ୍କ ନିର୍ବାଚନ ଆଫିଡେଭିଟରେ ୫,୭୮୫କୋଟି ଟଙ୍କା…
ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି
ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫ ଲକ୍ଷ ଟଙ୍କା ସୁପାରି ଦେଇଥିଲେ। ଏପ୍ରିଲ ୧୯ ରେ ଘଟିଥିବା ଚାରିଟି ହତ୍ୟାକାଣ୍ଡର ରହସ୍ୟ…
ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍ ପାଇଁ ଆର୍ସିବିରେ ନାହାନ୍ତି ଚହଲ…
ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍ର ପୂର୍ବ କ୍ରିକେଟ ନିର୍ଦ୍ଦେଶକ ମାଇକ ହେସନ। ଗତଥର ନିଲାମ ସମୟରେ ଭୁଲ ଆକଳନ ଯୋଗୁ ଏହି ଲେଗ୍…
ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ
ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ କରେ ନାହିଁ, କାରଣ ଏହି ଦେଶ କେବଳ ଏକ ର୍ନିଦ୍ଦିଷ୍ଟ ସମ୍ପ୍ରଦାୟ ପାଇଁ ନୁହେଁ।…
ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି
ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି। ଅରୁଣ କୁମାରଙ୍କ ସହ ପୂର୍ବତନ ବିଧାନ ପରିଷଦ ଅଜୟ ଆଲମାସ୍ତ ମଧ୍ୟ ବିଏସପି ସଦସ୍ୟତା…
ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ
ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର ପୁଷ୍କରିଣୀରେ ନନ୍ଦା, ଭଦ୍ରା ଓ ବେଜୟନ୍ତୀରେ ଚାପ ଖେଳିବେ ମହରପ୍ରଭୁଙ୍କ ଚଳନ୍ତି ପ୍ରତିମା। ଏଥିପାଇଁ…
ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ
କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ ନବମୀ ଉତ୍ସବରେ ସାମ୍ପ୍ରଦାୟିକ ହିଂସା ଘଟିଥିଲା। ଏପ୍ରିଲ ୧୭ରେ ରାମ ନବମୀ ଶୋଭାଯାତ୍ରାରେ ମୁର୍ସିଦାବାଦରେ…
ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍କା
ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ପୁଣି ଥରେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ସଦ୍ୟତମ ମାମଲାରେ, ଦିଲ୍ଲୀର ରାଉଜ ଆଭେନ୍ୟୁ…
Archives


