ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ
କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର ନାମାଙ୍କନ ପତ୍ର ପ୍ରଦାନ କରିଛନ୍ତି। ଏହି ସମୟରେ ପଡାଲଙ୍କ ସହ ପ୍ରିତମ ପାଢ଼ୀ, ଗୁପ୍ତ…
ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ
ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ ଭୁବନେଶ୍ୱର ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ସୋମବାର ରାଜଧାନୀର ତାପମାତ୍ରା…
ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର
ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍ବ ଘର ଭାଙ୍ଗି ଘର ଭିତରୁ ଧାନ, ଚାଉଳ, ଡାଲି ଖାଇ ନଷ୍ଟ କରିଦେଇଛି। ହାତୀ ଉପଦ୍ରବ ଓ…
ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ
ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ ପିଇବା ଜରୁରୀ, ତା’ ସହ ପଇଡ଼ପାଣି ପିଅନ୍ତୁ। ଏହା ଜଳୀୟ ଅଂଶ ବୃଦ୍ଧି କରେ…
ସିଙ୍ଗଲ୍ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ
ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି ନେଉଛନ୍ତି। ଯାହାଦ୍ୱାରା ଆଗାମୀ ଦିନରେ ଅନେକ ପ୍ରକାରର ଅସୁବିଧାକୁ ସାମ୍ନା କରିବାକୁ ପଡିଥାଏ। ତେଣୁ…
ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ
ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା ଟିକେଟ ପାଇବା ପରେ ବେଳେ ନିର୍ବଚନମଣ୍ଡଳୀରେ ବୁଲି ବୁଲି ସଂଗଠନ ବୃଦ୍ଧି କରିବା ସହ…
ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ
ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ ଚୈତ୍ରମାସର ଶେଷ ଦର୍ଶନ ଲାଗି ପ୍ରବଳ ଜନ ସମାଗମ ହୋଇଛି। ଏହି ଶେଷ ପାଳିରେ…
ହାଇୱାକୁ ଧକ୍କା ଦେଲା ବାଇକ୍: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ
ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ୧୦୨ଚାଳକ ଗୁରୁତର ଆହତ ହୋଇଥିବା ଜଣାଯାଇଛି। ମୃତ ଫାର୍ମାସିଷ୍ଟଙ୍କ ନାଁ ସତ୍ୟବ୍ରତ ବେହେରା(୨୮)…
ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ
ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି ହାତୀ ସୋମବାର ବିଳମ୍ବିତ ରାତିରେ ନାଇକୁଡି ଗ୍ରାମରେ ପାଚିଲା ଧାନକ୍ଷେତରେ ପଶି ଫସଲ ନଷ୍ଟ…
ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ। ପତଞ୍ଜଳି ବିଜ୍ଞାପନର ଆକାର ଯେତିକି ବଡ଼ ଥିଲା କ୍ଷମା ପ୍ରାର୍ଥନାର ଆକାର ସେତିକି ବଡ…
୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍ ମିଳିବା ପରେ ଏମିତି କହିଲେ ଅମର
ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଯିଏ ପ୍ରାର୍ଥୀ ହୋଇଛନ୍ତି ତାଙ୍କୁ ଦଳରୁ କେହି ବିରୋଧ କରୁନାହାନ୍ତି। କିନ୍ତୁ ମୋତେ ଟିକେଟ୍…
କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…
ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା ସୀମାରାଣୀ ନାଏକ ନିରାଶ ହୋଇ ଦଳରୁ ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେବା ପରେ ସେ…
Archives


