କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା
ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ ବନ୍ଦ ହୋଇନାହିଁ । ଏପରିକି ବଲିଉଡ ଅଭିନେତା ଆମୀର ଖାନ ଏବଂ ରଣଭୀର ସିଂ…
ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର
ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ ପରିବର୍ତ୍ତନକୁ ଭୟଙ୍କର ଭାବେ ପ୍ରଭାବିତ କରୁଛି। ବହୁ ଦଶନ୍ଧିର ଉପଗ୍ରହ ଚିତ୍ର ଅନୁଧ୍ୟାନରୁ କରାଯାଇଥିବା…
ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ
କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ ନୌସେନାର କାର୍ଯ୍ୟ ପାଇଁ ପ୍ରସ୍ତୁତ ହେଉଥିଲେ। ଏହି ସମୟ ମଧ୍ୟରେ ଦୁହେଁ ପରସ୍ପର ସହିତ…
ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା
ଭୁବନେଶ୍ୱର, ୨୩।୪(ସୁନିତ୍ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ କାର୍ଯ୍ୟାଳୟ ଭିତରେ ପ୍ରବଳ ହୋହଲ୍ଲା ପରିସ୍ଥିତି ଦେଖିବାକୁ ମିଳିଛି। ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ଯାହାକୁ ପ୍ରାର୍ଥୀ…
ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ
ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି। ତାଙ୍କ ବାପ ଘରଠାରୁ ଆରମ୍ଭ କରି ଶାଶୁ ଘର ପର୍ଯ୍ୟନ୍ତ ସମସ୍ତେ ରାଜନୈତିକ ପରିବାରର।…
ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା
ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍ ଆଶାୟୀ ଥିବା ୨ ଥରର ବିଧାୟିକା ସୀମାରାଣୀ ନାଏକ ନିରାଶ ହୋଇ ଦଳରୁ ଇସ୍ତଫା ଦେଇଛନ୍ତି। ଉକ୍ତ ଇସ୍ତଫାପତ୍ରରେ ସେ ବ୍ୟକ୍ତିଗତ…
ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ
ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ ସଭାପତି ନବୀନ ପଟ୍ଟନାୟକଙ୍କୁ ଇସ୍ତଫାପତ୍ର ପଠାଇଥିବା ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି । ଇସ୍ତଫା…
ଏଲନ ମସ୍କଙ୍କୁ ‘ଅହଂକାରୀ’ କହିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ
ସିଡନୀ,୨୩।୪: ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ମଙ୍ଗଳବାର ବିଲିୟନେୟାର ବ୍ୟବସାୟୀ ଏଲନ ମସ୍କଙ୍କୁ ‘ଅହଂକାରୀ’ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରକାଶ ଯେ, ଅଷ୍ଟ୍ରେଲିଆର ସିଡନୀରେ ଜଣେ ପାଦ୍ରିଙ୍କ ସହ ଛୁରାମାଡ଼ ଘଟଣାର ଭିଡିଓ ହଟାଇ ନ ଥିବାରୁ ଆଲବାନ ମସ୍କ ଉପରେ…
ଇତିହାସ ରଚିଲେ ଚହଲ: ଆଇପିଏଲ୍ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର
ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ ବନାମ ଆରଆର ମ୍ୟାଚ ଆରମ୍ଭ ପୂର୍ବରୁ ଚାହଲ ୧୫୨ ମ୍ୟାଚରେ ୧୯୯ ଉଇକେଟ ନେଇଥିଲେ…
ଅରେଞ୍ଜ କ୍ୟାପ୍ ଉପରେ କୋହଲଙ୍କ କବ୍ଜା: ପର୍ପଲ କ୍ୟାପ୍ ରେସ୍ ହେଉଛି ରୋଚକ
ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ ସ୍କୋର କରିବା ପରେ ଅରେଞ୍ଜ କ୍ୟାପ ପାଇଁ ରେସ୍ରେ ଆଗୁଆ ଅଛନ୍ତି। ଏହା ପରେ…
ହଠାତ୍ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି
ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ ୯ ଚୌକା ଓ ୭ ଛକା ମାରିଥିଲେ। ଜୟସ୍ବାଲଙ୍କ ଚମତ୍କାର ଶତକ ଆଧାରରେ ରାଜସ୍ଥାନ…
ରଘୁନନ୍ଦନଙ୍କୁ ଭେଟି ଆଶୀର୍ବାଦ ନେଲେ ସାରଦା
ଜଗତ୍ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ଜଗତ୍ସିଂହପୁର ଜିଲାର ବାଲିକୁଦା-ଏରସମା ବିଧାନସଭା ଆସନ ନିମନ୍ତେ ଯୁବନେତା ସାରଦା ପ୍ରସନ୍ନ ଜେନାଙ୍କ ଉପରେ ବିଜେଡି ଆସ୍ଥା ପ୍ରକଟ କରି ପ୍ରାର୍ଥୀ ଘୋଷଣା କରିଛି। ଫଳରେ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ ନିରାଶ…
Archives


