‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’
ନୂଆଦିଲ୍ଲୀ, ୨୩ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍ ନୁହେଁ ସବୁ ମହଲରେ ତାଙ୍କର ଉଚ୍ଚ ପ୍ରଶଂସା କରିଛନ୍ତି। ଏପରି କି ତାଙ୍କୁ ଭବିଷ୍ୟତର ବିଶ୍ୱ ଚାମ୍ପିୟନ ବୋଲି…
ବାଗାନ ମୁକାବିଲା ପାଇଁ ଓଡ଼ିଶା ଏଫ୍ସି ପ୍ରସ୍ତୁତ
ଭୁବନେଶ୍ୱର, ୨୩।୪ (ତପନ ସ୍ବାଇଁ): ଇତିହାସ ସୃଷ୍ଟି ହୋଇସାରିଛି। ଓଡ଼ିଶା ଏଫ୍ସି ପ୍ରଥମ ଥର ପାଇଁ ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ରେ ସେମିଫାଇନାଲରେ ପ୍ରବେଶ କରିଛି। ଏବେ ଏହି ସଫଳତାକୁ ଆହୁରି ଆଗକୁ ନେବା ସମୟ। ଦୁଇ ଚରଣ ବିଶିଷ୍ଟ ସେମିଫାଇନାଲର…
ରତନ ଟାଟାଙ୍କୁ ସମ୍ମାନଜନକ ‘କିସ୍ ହ୍ୟୁମାନିଟାରିଆନ ସମ୍ମାନ’
ଭୁବନେଶ୍ୱର, ୨୩।୪(ଅସମାପିକା ସାହୁ):ସାମାଜିକ ବିକାଶ ପ୍ରତି ପ୍ରତିବଦ୍ଧତା ଓ କର୍ପୋରେଟ ନେତୃତ୍ୱ କ୍ଷେତ୍ରରେ ବଳିଷ୍ଠ ଅବଦାନ ଲାଗି ଶିଳ୍ପପତି, ସାମାଜିକ କର୍ମୀ ତଥା ଟାଟାଗ୍ରୁପ୍ ଚେୟାରମ୍ୟାନ ଏମେରିଟସ୍ ରତନ ଟାଟାଙ୍କୁ ସମ୍ମାନଜନକ ‘କିସ୍ ହ୍ୟୁମାନିଟାରିଆନ ସମ୍ମାନ-୨୦୨୧’ ପ୍ରଦାନ କରାଯାଇଛି। ସୋମବାର ମୁମ୍ବାଇସ୍ଥିତ…
ଚାପରେ ଭୁଲ୍ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍ରିଓ୍ବାଲଙ୍କ
ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍ସୁଲିନ୍ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ ପଡ଼ି ମିଥ୍ୟା ବୟାନ ଦେଉଥିବା କେଜ୍ରିଓ୍ବାଲ କହିଛନ୍ତି। ଦିଲ୍ଲୀ ଅବକାରୀ ଦୁର୍ନୀତି ସହ ଜଡ଼ିତ…
ଦେଶର ଉତ୍ତପ୍ତ ସହର ଭୁବନେଶ୍ୱର
ଭୁବନେଶ୍ୱର,୨୩ା୪(ଅସମାପିକା ସାହୁ):ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ କଲବଲ କରୁଛି। ଗରମ ପବନ ବା ଝାଞ୍ଜିରେ ଦେହମୁଣ୍ଡ ପୋଡ଼ିଗଲା ଭଳି ଲାଗୁଛି। ଏପରିସ୍ଥିତିରେ ସୋମବାର ରାଜଧାନୀ ଭୁବନେଶ୍ୱରରେ ସର୍ବାଧିକ ଦିନ ତାପମାତ୍ରା ୪୩.୮ ଡିଗ୍ରୀ ସେଲସିୟସ୍ ଛୁଇଁଛି। ଏଥିସହ ଭୁବନେଶ୍ୱର ରାଜ୍ୟ ତଥା…
ଏଲ୍ଏଲ୍ବି ପାଠ୍ୟକ୍ରମ ୫ ବର୍ଷ ରହିବ
ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା ପାଇଁ ଦାଏର ଜନସ୍ବାର୍ଥ ମାମଲା (ପିଆଇଏଲ୍)କୁ ଅଗ୍ରାହ୍ୟ କରିଦେଇଛନ୍ତି। ବର୍ତ୍ତମାନ ଡିଗ୍ରୀ ପାଠ୍ୟକ୍ରମ ୫…
ଅଧିକ ଖରା, ରୋଗ ଆଶଙ୍କା
ଭୁବନେଶ୍ୱର, ୨୩ା୪(ଅସମାପିକା ସାହୁ):ସାରା ରାଜ୍ୟରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରଚଣ୍ଡ ଖରା ଓ ତାତି ଯୋଗୁ ଏବେ ସୂର୍ଯ୍ୟ କିରଣରେ ଅତି ବାଇଗଣି ରଶ୍ମି (ୟୁଭି)ର ମାତ୍ରା ୧୨ ରହୁଛି। ୟୁଭି ସ୍ତର ୧୧ ରୁ ଅଧିକ ଥିବା…
ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍ ଦିବସର ଇତିହାସ…
ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍ ବର୍ତ୍ତମାନ ପୁସ୍ତକ ବି ବଦଳାଇଛି। ଯେଉଁଥିପାଇଁ ଲୋକମାନେ ବର୍ତ୍ତମାନ ପଢ଼ିବାରେ କ୍ୱଚିତ୍ ବହି ବ୍ୟବହାର କରୁଛନ୍ତି। ତେଣୁ ପୁସ୍ତକଗୁଡ଼ିକର…
୭.୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ
କଟକ,୨୨ା୪ (କାର୍ତ୍ତିକ ସାହୁ) ଜିଲା ଅବକାରୀ ବିଭାଗ କ୍ୟାଣ୍ଟନମେଣ୍ଟ ଥାନା ଅନ୍ତର୍ଗତ ସତ୍ୟବ୍ରତ ଷ୍ଟାଡିୟମ ନିକଟରୁ ଜଣେ ବ୍ରାଉନସୁଗାର ମାଫିଆକୁ ସୋମବାର ଗିରଫ କରିଛି। ଅଭିଯୁକ୍ତ ନିକଟରୁ ୭.୪ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ ହୋଇଛି। ଗିରଫ ଅଭିଯୁକ୍ତ ଜଣକ…
ଆଇଇଡି ବିସ୍ଫୋରଣରେ ଜଣେ ମୃତ
ମାଲକାନଗିରି,୨୨ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ଗଙ୍ଗାଲୁର ଥାନା ଅଞ୍ଚଳରେ ସୁରକ୍ଷା କର୍ମୀଙ୍କୁ ଲକ୍ଷ୍ୟକରି ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବ ଆଇଇଡି ବୋମା ବିସ୍ଫୋରଣରେ ଜଣେ ଗ୍ରାମବାସୀଙ୍କର ସୋମବାର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ବିଜାପୁର…
ଆତ୍ମସମର୍ପଣ କଲେ ୯ ମାଓବାଦୀ
ମାଲକାନଗିରି,୨୨ା୪(ଦୁର୍ଯ୍ୟୋଧନ ପାତ୍ର): ଆନ୍ଧ୍ରପ୍ରଦେଶ ଆଲୁରି ସୀତାରାମାରାଜୁ ଜିଲା ଛତିଶଗଡ଼ର ୬ ଓ ସୁକ୍ମା ପୋଲିସ ନିକଟରେ ୩ ମାଓବାଦୀ ସୋମବାର ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କୁ ଧରିବା ଲାଗି ସରକାରଙ୍କ ପକ୍ଷରୁ ପୁରସ୍କାର ଘୋଷଣା କରାଯାଇଥିଲା। ସେମାନେ ହେଲେ ଛତିଶଗଡ଼ ସୁକ୍ମା ଜିଲା…
୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ
ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪ କୋଟି ଟଙ୍କାରୁ ଊଦ୍ଧର୍ବ ମୂଲ୍ୟର ବେଆଇନ ଗଞ୍ଜେଇ ଜବତ କରିଛି ବାଲିଗୁଡ଼ା ପୋଲିସ। ଘଟଣାସ୍ଥଳରୁ…
Archives


