ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ
ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ୧୩ ତାରିଖରେ ପ୍ରବଳ ବର୍ଷା ହେବା ନେଇ…
କିମ୍ୱଦନ୍ତୀ ଗାୟିକା ଏସ୍. ଜାନକୀଙ୍କ ପରଲୋକ
ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ ଆପୋଲୋ ହସ୍ପିଟାଲରେ ୮୮ ବର୍ଷ ବୟସରେ ପରଲୋକ ହୋଇଯାଇଛି। ବୟସଜନିତ ଅସୁସ୍ଥତା ଯୋଗୁ…
ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା
ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ ବିରୋଧ କରିଥିଲେ। ଏପରିକି ଶ୍ରଦ୍ଧାଳୁମାନେ ଇସ୍କନ ଭ୍ରାମ୍ୟମାଣ ଯାନକୁ ଫେରାଇ ନେଇଥିଲେ। ଅନ୍ୟପକ୍ଷେ…
ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା
ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର ଜଣେ ଯୁବକଙ୍କୁ ହତ୍ୟା କରି ଦୁର୍ବୃତ୍ତମାନେ ଫିଙ୍ଗି ଦେଇଛନ୍ତି। ମୃତ ଯୁବକ ହେଲେ…
ଫର୍ଚ୍ୟୁନ୍ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ
ଫର୍ଚ୍ୟୁନ୍ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍ ପାଓ୍ବାରଫୁଲ୍ ଓ୍ବିମେନ୍ (ଏମ୍ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ୟବସାୟ, ଅର୍ଥ, ପ୍ରଯୁକ୍ତିବିଦ୍ୟା, ସ୍ବାସ୍ଥ୍ୟସେବା, ଜନନୀତି ତଥା ଉଦ୍ୟମିତା ସହ ଜଡ଼ିତ…
ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ
ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ ଲଢ଼ିବା ପାଇଁ ରାଜ୍ୟର ପୂର୍ବତନ ଗୃହମନ୍ତ୍ରୀ ତଥା ଭାଜପା ନେତା ନରୋତ୍ତମ ମିଶ୍ରାଙ୍କୁ…
ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା
ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପ୍ରାପ୍ୟ ଅର୍ଥ ନମିଳିବାରୁ ଗ୍ରାମର ଜଣେ ଠିକାଦାର ବିଦ୍ୟାଳୟ ପରିସରରେ ଥିବା…
ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ
ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ କରିଦେଇଛି ଭାରତ। ଫଳରେ ଦଳ ୧୧୫ ରନର ଅଗ୍ରଣୀ ଲାଭ କରିଛି। ଜବାବରେ…
ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି
ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ ବିଶେଷଜ୍ଞ ଡାକ୍ତର ଅଜିତ କୁମାର ଦାସଙ୍କ ସରକାରୀ କ୍ୱାର୍ଟରରେ ପଶି ୪ ଜଣ…
ଏଟିଏମ୍ କାଉଣ୍ଟରରୁ ଟଙ୍କା ଲୁଟ୍ କରୁଥିବା ଗ୍ୟାଙ୍ଗର ୪ ଗିରଫ
କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ କଟକ ଜିଲାର ନେମାଳ ଥାନା ଅନ୍ତର୍ଗତ…
ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା
କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ ଶ୍ରୀଜୀଉମାନେ ଅସୁସ୍ଥ ରହିଥିବାରୁ ବୈଦ୍ୟ ରାମାନାଥ ଗେମେଲଙ୍କ ଦ୍ୱାରା ଉପଚାର କରାଯାଉଛି। ଦୈନିକ…
ବିଶ୍ୱକପ୍ରୁ ଆମେରିକା, ମେକ୍ସିକୋର ବିଦାୟ ପରେ କମିଲା କକ୍ୱାର୍ଟରଫାଇନାଲ ଟିକେଟ ମୂଲ୍ୟ
ନ୍ୟୁୟର୍କ,୧୧ା୭: ଆୟୋଜକ ଯୁକ୍ତରାଷ୍ଟ୍ର ଆମେରିକା ଓ ମେକ୍ସିକୋର ବିଦାୟ ପରେ କ୍ୱାର୍ଟରଫାଇନାଲ ମ୍ୟାଚ୍ଗୁଡ଼ିକର ଟିକେଟ ମୂଲ୍ୟ ହ୍ରାସ ପାଇଛି। ଫାଇନାଲ ମ୍ୟାଚର ୧,୨୦୦ ଆସନ ଏପର୍ଯ୍ୟନ୍ତ ଖାଲିପଡ଼ିଛି, ଯାହାର ମୂଲ୍ୟ ୭,୩୮୦ ଆମେରିକୀୟ ଡଲାର ହେବ। ଶୁକ୍ରବାର କାଲିଫର୍ନିଆର ଇଙ୍ଗଲଉଡ୍ଠାରେ ଅନୁଷ୍ଠିତ…

