Home Left

ମହାରାଷ୍ଟ୍ର-ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ତାରିଖକୁ ନେଇ ଆସିଲା ବଡ ଅପଡେଟ

ନୂଆଦିଲ୍ଲୀ,୧୦।୧୦: ହରିୟାଣା, ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ଶେଷ ହେବା ପରେ ନିର୍ବାଚନ ଆୟୋଗର ଧ୍ୟାନ ବର୍ତ୍ତମାନ ଝାଡ଼ଖଣ୍ଡ ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଉପରେ ରହିଛି। ଯେକୌଣସି ସମୟରେ ଆୟୋଗ ଏହା ଘୋଷଣା କରିପାରେ। ସୂଚନାନୁସାରେ, ଆସନ୍ତା ସପ୍ତାହ ଆରମ୍ଭ…

ଭାରତକୁ ବଡ଼ ଝଟକା: ଅଷ୍ଟ୍ରେଲିଆ ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ଟେଷ୍ଟ ମ୍ୟାଚ୍ ନ ଖେଳିପାରନ୍ତି ରୋହିତ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୦।୧୦: ଅଷ୍ଟ୍ରେଲିଆ ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ଟେଷ୍ଟ ମ୍ୟାଚ୍ ପୂର୍ବରୁ ଭାରତୀୟ ଦଳ ପାଇଁ ଆସିଛି ଖରାପ ଖବର। ବ୍ୟକ୍ତିଗତ କାରଣରୁ ଅଷ୍ଟ୍ରେଲିଆରେ ପ୍ରଥମ ଦୁଇଟି ଟେଷ୍ଟ ମ୍ୟାଚ୍ ରେ ଅଧିନାୟକ ରୋହିତ ଶର୍ମା ଖେଳି ନ ପାରନ୍ତି। ଭାରତୀୟ ଦଳ ଅଷ୍ଟ୍ରେଲିଆରେ…

ଦୁର୍ଗାପୂଜାକୁ ନେଇ ୟୁ ଟର୍ନ ନେଲା ବାଂଲାଦେଶ, କହିଲା ଏହା କେବଳ ହିନ୍ଦୁ ନୁହେଁ ସମସ୍ତଙ୍କର ଉତ୍ସବ…

ଢାକା,୧୦।୧୦: ବାଂଲାଦେଶରେ ଶେଖ ହାସିନା କ୍ଷମତାରୁ ବିଦାୟ ନେବା ପରେ ସେଠାରେ ଥିବା ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟକୁ ଟାର୍ଗେଟ କରାଯାଇଛି ଏବଂ ସେମାନଙ୍କ ବିରୋଧରେ କ୍ରମାଗତ ଭାବରେ ହିଂସା ଘଟାଇଥିବାର ଖବର ରହିଛି। ଦୁର୍ଗା ପୂଜା ଆରମ୍ଭ ପୂର୍ବରୁ ମଧ୍ୟ ଏହାର…

ଭାରତକୁ କରିବାକୁ ଚାହୁଁଥିଲା ଇସଲାମିକ ରାଷ୍ଟ୍ର, ‘ହିଜବ-ଉତ-ତାହିର’ଉପରେ ପ୍ରତିବନ୍ଧକ ଲଗାଇଲେ ମୋଦି ସରକାର

ନୂଆଦିଲ୍ଲୀ,୧୦।୧୦: ୧୯୫୩ରେ ଜେରୁଜେଲମରେ ପ୍ରତିଷ୍ଠିତ ବିଶ୍ୱର ଇସଲାମିକ ଗୋଷ୍ଠୀ ହିଜବ-ଉତ-ତାହିର (ଏଚୟୁଟି) ଗୁରୁବାର ସରକାରଙ୍କ ଦ୍ୱାରା ନିଷିଦ୍ଧ ସଂଗଠନ ଭାବରେ ଘୋଷଣା କରାଯାଇଥିଲା। କାରଣ ଏହାର ଉଦ୍ଦେଶ୍ୟ ହେଉଛି ଜିହାଦ ଏବଂ ଆତଙ୍କବାଦୀ କାର୍ଯ୍ୟକଳାପ ମାଧ୍ୟମରେ ସମଗ୍ର ବିଶ୍ୱରେ ଏକ ଇସଲାମିକ…

ଭାଙ୍ଗିଗଲା ଭୁପେନ୍ଦ୍ର ହୁଡାଙ୍କ ସ୍ବପ୍ନ, ପୁଅକୁ କରିପାରିଲେନି…

ଚଣ୍ଡିଗଡ଼,୧୦।୧୦: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ସିଂ ହୁଡା ଏଥର କେବଳ କ୍ଷମତା ହରାଇବାରେ ଦୁଃଖିତ ନୁହଁନ୍ତି, ବରଂ ତାଙ୍କ ଏମପି ପୁତ୍ର ଦୀପେନ୍ଦ୍ର ସିଂ ହୁଡାଙ୍କୁ ମୁଖ୍ୟମନ୍ତ୍ରୀ କରିପାରି ନ ଥିବାରୁ ଖୁବ୍‌ ଦୁଃଖିତ। ଯେତେବେଳେ କଂଗ୍ରେସ ସରକାର ଗଠନ…

ଆସିଲା ହରିୟାଣାର ଶପଥ ଗ୍ରହଣ ସମାରୋହର ତାରିଖ, ୫ ଦିନ ବନ୍ଦ ରହିବ ଦୋକାନ

ଚଣ୍ଡିଗଡ଼,୧୦।୧୦: ଅକ୍ଟୋବର ୧୫ରେ ପଞ୍ଚକୁଲାରେ ହରିୟାଣାର ନୂତନ ସରକାର ଶପଥ ଗ୍ରହଣ କରିବେ। ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ରହିବେ। ଅକ୍ଟୋବର ୧୫ରେ, ନୂତନ ମୁଖ୍ୟମନ୍ତ୍ରୀ ସେକ୍ଟର ୫ରେ ପ୍ୟାରେଡ ଗ୍ରାଉଣ୍ଡରେ ରାଜ୍ୟପାଳଙ୍କ ଦ୍ୱାରା ଶପଥ…

ଭାରତର ଶତ୍ରୁ ଏବେ ଚାଲିଲାଣି ‘ଲାଠି’ର ସାହାରାରେ!

ନୂଆଦିଲ୍ଲୀ,୧୦।୧୦: ଯଦି ଆମେ ଭାରତର ଶତ୍ରୁମାନଙ୍କ ବିଷୟରେ କହିବା, ତେବେ ଚାଇନା ଏବଂ ପାକିସ୍ତାନର ନାମ ସମସ୍ତଙ୍କ ମନକୁ ଆସିବ। ହେଲେ ଏବେ ସମୟ ବଦଳିଲାଣି। ଏହି ଦୁଇଦେଶର ନାଲି ଆଖି ଏବେ ଧିରେ ଧିରେ ଫିକା ପଡିବାରେ ଲାଗିଲାଣି। ପାକିସ୍ତାନ…

ଜୟଶଙ୍କର ହଁ କହିବାରୁ ଖୁସି ହୋଇଗଲା ପାକିସ୍ତାନ…,ହେଲେ ଖରାପ ହେବ କି ସମ୍ପର୍କ? ଜାଣନ୍ତୁ କ’ଣ କହୁଛନ୍ତି ଏକ୍ସପର୍ଟ

ନୂଆଦିଲ୍ଲୀ/ଇସଲାମାବାଦ,୧୦।୧୦: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଚଳିତ ମାସ ଶେଷରେ ପାକିସ୍ତାନ ଗସ୍ତ କରି ସାଂଘାଇ ସହଯୋଗ ସଂଗଠନ (ଏସସିଓ) ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ। ସେ ପ୍ରାୟ ୧୦ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ପାକିସ୍ତାନ ଯାଉଛନ୍ତି। ସେ…

ଏହି ଗୋଟିଏ ମାତ୍ର ଫିଲ୍ମର ପ୍ରଯୋଜକ ଥିଲେ ରତନ ଟାଟା, ଅଭିନୟ କରିଥିଲେ ଅମିତାଭ ବଚ୍ଚନ

ମୁମ୍ବାଇ,୧୦ା୧୦: ଜଣେ ଶିଳ୍ପପତି ହେବା ବ୍ୟତୀତ ରତନ ଟାଟା ମଧ୍ୟ ଜଣେ ଫିଲ୍ମପ୍ରେମୀ ଥିଲେ। ୨୦୦୪ରେ ରତନ ଟାଟା ଏକ ବଲିଉଡ୍‌ ଫିଲ୍ମର ପ୍ରଯୋଜନା କରିଥିଲେ। ରତନ ଟାଟା ଏହି ଫିଲ୍ମଟି ଜତିନ କୁମାରଙ୍କ ସହ ପ୍ରଯୋଜନା କରିଥିଲେ। ୧୯୯୬ରେ ହଲିଉଡ୍‌…

ଆଜିଠୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ

ଭୁବନେଶ୍ୱର,୧୦।୧୦: ଆଜିଠୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ। ସକାଳ ୬ଟାରୁ ଦିନ ଗୋଟାଏ ଯାଏ ପ୍ରବେଶ ଅନୁମତି ରହିଛି। ଯଶିପୁର କାଳିଆଣି ଗେଟ ଦେଇ ୩୫ଟି ଗାଡି ଏବଂ ବାରିପଦା ପିଠାବଟା ଲୁଲୁଙ୍ଗ ପଟୁ ୨୫ଟି ଗାଡିକୁ ପ୍ରବେଶ ଅନୁମତି…

କାହିଁକି ସମ୍ପୂର୍ଣ୍ଣ ତାଜ ହୋଟେଲକୁ ବୋମାରେ ଉଡାଇ ଦେବାକୁ କହିଥିଲେ ରତନ ଟାଟା

ନୂଆଦିଲ୍ଲୀ,୧୦।୧୦: ଦେଶର ପ୍ରସିଦ୍ଧ ବିଜନେସ ଟାଇକୁନ ରତନ ଟାଟାଙ୍କର ବୁଧବାର ରାତିରେ (୯ ଅକ୍ଟୋବର ୨୦୨୪) ୮୬ ବର୍ଷ ବୟସରେ ମୁମ୍ବାଇର ଏକ ହସ୍ପିଟାଲରେ ପରଲୋକ ହୋଇଛି। ନିଜର ସରଳ ସ୍ବଭାବ ଏବଂ ଦୟାର୍ଦ ହୃଦୟ ପାଇଁ ଲୋକଙ୍କ ହୃଦୟରେ ଏକ…

କାହିଁକି ସମସ୍ତଙ୍କ ସାମ୍ନାରେ କାନ୍ଦିଲେ କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲ, ଭିଡିଓ ଦେଖିଲେ ଆପଣ ବି ହୋଇଯିବେ ଭାବୁକ

ନୂଆଦିଲ୍ଲୀ,୧୦।୧୦: ସାଧାରଣତଃ ଆପଣ ଦେଖିଥିବେ ନେତାମାନେ ଭୋଟ ମାଗନ୍ତି, ଦଳର ସଫଳତାକୁ ଗଣନା କରନ୍ତି କିମ୍ବା ବିରୋଧୀ ଦଳ ଉପରେ ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଥାଆନ୍ତି। କିନ୍ତୁ ଜଣେ ନେତାଙ୍କୁ ସର୍ବସାଧାରଣରେ କାନ୍ଦୁଥିବା ଦେଖିବାକୁ ବହୁତ କମ୍‌ ମିଳେ। କିନ୍ତୁ ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?