Home Left

ଏହି କାରଣ ପାଇଁ ମାନସିକ ସମସ୍ୟା ଦେଇ ଗତି କରୁଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା: ରବୀନ ଉଥପ୍ପା

ନୂଆଦିଲ୍ଲୀ,୨୧।୪: ଆଇପିଏଲ୍ ୨୦୨୪ ଆରମ୍ଭ ହେବା ଦିନରୁ ପ୍ରଶଂସକଙ୍କ ସମାଲୋଚନାର ଶିକାର ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା। ରୋହିତ ଶର୍ମାଙ୍କୁ ବାଦ ଦେଇ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ଭାବରେ ହାର୍ଦ୍ଦିକଙ୍କୁ ନିଯୁକ୍ତ କରିବା ପ୍ରଶଂସକମାନେ ସହଜରେ ଗ୍ରହଣ କରି ପାରି ନଥିଲେ। ଫଳରେ…

ଆସୁଛି କାଳବୈଶାଖୀ! ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୨୧।୪: ଆଜିଠୁ ତାତିରେ ଲାଗିପାରେ ବ୍ରେକ୍‌! କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଆଜି କନ୍ଧମାଳ, ଗଞ୍ଜାମ, ରାୟଗଡା, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି ଓ ବଲାଙ୍ଗୀର…

ଓଲଟିଲା ଆଶ୍‌ ବୋଝେଇ ଟ୍ରକ୍‌

ପାଟଣା,୨୧ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଗୁଲୁଦୀ ପଶି ଡ଼ିମିରିଡିହା ରାସ୍ତାର ବୁଲାଣି ନିକଟରେ ରବିବାର ଏକ ଆଶ୍‌ ବୋଝେଇ ୧୪ ଚକିଆ ଟ୍ରକ୍‌ କଲ୍‌ଭର୍ଟ ପୋଲର ସାଇଡ୍‌ରେ ଚକା ପଡ଼ିଯିବାରୁ ଓଲଟି ପଡ଼ିଥିଲା। ଅଳ୍ପକେ ବର୍ତ୍ତି ଯାଇଛନ୍ତି ଡ୍ରାଇଭର।…

ଟେନିସରୁ ଅବସର ନେଲେ ପୂର୍ବତନ ନମ୍ବର ଓ୍ବାନ ଖେଳାଳି ମୁଗୁରୁଜା

ମାଡ୍ରିଡ,୨୧।୪: ସ୍ପେନର ଏକାଧିକ ଗ୍ରାଣ୍ଡସ୍ଲାମ ଚାମ୍ପିୟନ ତଥା ବିଶ୍ୱର ପୂର୍ବତନ ନମ୍ବର ଓ୍ବାନ ଖେଳାଳି ଗାର୍ବିନ ମୁଗୁରୁଜା ଶନିବାର ଟେନିସରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ୩୦ବର୍ଷୀୟା ଖେଳାଳି ୨୦୨୩ରୁ ଟୁର୍ନାମେଣ୍ଟରେ ଭାଗ ନେଉ ନାହାନ୍ତି। ଆସନ୍ତା ସୋମବାର ମାଡ୍ରିଡଠାରେ ଲୌରିଅସ…

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର ୫୧.୮ହଜାର ପ୍ରଶଂସକ ରହିଛନ୍ତି। ୮ ସପ୍ତାହ ପୂର୍ବରୁ ସେ ଇନ୍‌ଷ୍ଟାଗ୍ରାମରେ ତାଙ୍କର ଶେଷ ଫଟୋ…

ଟି୨୦ ବିଶ୍ୱକପ୍‌ ପାଇଁ ମୁଁ ପ୍ରସ୍ତୁତ: କାର୍ତ୍ତିକ

କୋଲକାତା, ୨୧।୪: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଚମତ୍କାର ଫର୍ମରେ ଥିବା ଭେଟେରାନ ଉଇକେଟ କିପର ଦୀନେଶ କାର୍ତ୍ତିକ ପୁଣିଥରେ ବିଶ୍ୱକପ୍‌ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବା ଆଶା ହରାଇ ନାହାନ୍ତି। ଆସନ୍ତା ମାସରେ ଆମେରିକା ଓ ଓ୍ବେଷ୍ଟଇଣ୍ଡିଜରେ ହେବାକୁଥିବା ଟି୨୦…

ମୋଦି ସରକାରଙ୍କ ନୂଆ ଆପରାଧିକ ଆଇନକୁ ସିଜେଆଇ ଚନ୍ଦ୍ରଚୂଡ଼ଙ୍କ ପ୍ରଶଂସା

ନୂଆଦିଲ୍ଲୀ,୨୧।୪: କେନ୍ଦ୍ର ସରକାର କାର୍ଯ୍ୟକାରୀ କରିଥିବା ନୂଆ ଆପରାଧିକ ଆଇନକୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ପ୍ରଶଂସା କରିଛନ୍ତି। ଏହା ଆପରାଧିକ ନ୍ୟାୟ ଉପରେ ଭାରତର ନ୍ୟାୟିକ ଢାଞ୍ଚାକୁ ନୂତନ ଯୁଗ ଅନୁଯାୟୀ ବଦଳାଇଦେଇଥିବା ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ କହିଛନ୍ତି।…

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀକୁ ମରଣାନ୍ତକ ଆକ୍ରମଣ କରିଥିବା ଜଣାପଡ଼ିଛ। ଏହି ଗୋଷ୍ଠୀ ସଂଘର୍ଷରେ ୬ ଜଣ…

ଭାଜପାକୁ ୬୦ କୋଟି ଦେଇଛନ୍ତି ସରଥ ରେଡ୍ଡୀ

ନୂଆଦିଲ୍ଲୀ,୨୧ା୪: ତଥାକଥିତ ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାର ଅନ୍ୟତମ ଅଭିଯୁକ୍ତ ସରଥ ରେଡ୍ଡୀ ଭାଜପାକୁ ଇଲେକ୍ଟୋରାଲ ବଣ୍ଡ୍‌ ଜରିଆରେ ୬୦ କୋଟି ଟଙ୍କା ଚାନ୍ଦା ଦେଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ରାଜ୍ୟ ସଭା ସଦସ୍ୟ ସଞ୍ଜୟ ସିଂ ଶନିବାର ଅଭିଯୋଗ…

ଇମ୍ରାନ୍‌ଙ୍କ ଅଭିଯୋଗ: ସ୍ତ୍ରୀଙ୍କୁ ଦିଆଯାଉଛି ଟଏଲେଟ୍‌ କ୍ଲିନର ମିଶା ଖାଦ୍ୟ

ରାଓ୍ବଲପିଣ୍ଡି,୨୧ା୪: ସ୍ତ୍ରୀ ବୁଶ୍ରା ବିବିଙ୍କୁ ଖାଦ୍ୟରେ ଟଏଲେଟ୍‌ କ୍ଲିନର ମିଶାଇ ଦିଆଯାଉଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଅଭିଯୋଗ କରିଛନ୍ତି। ରାଓଲପିଣ୍ଡିର ଆଡିଆଲା ଜେଲରେ ୧୯୦ ନିୟୁତ ପାଉଣ୍ଡ ଦୁର୍ନୀତି ମାମଲାର ଶୁଣାଣି ବେଳେ ଇମ୍ରାନ୍‌ ଉପରୋକ୍ତ ଅଭିଯୋଗ ଆଣିଛନ୍ତି।…

ଲଭ୍‌ ଜିହାଦ ପାଇଁ ଝିଅକୁ ମାରିଦେଲେ

ବେଙ୍ଗାଲୁରୁ,୨୧ା୪: ଏପ୍ରିଲ ୨୬ ଏବଂ ମେ’ ୭ରେ କର୍ନାଟକରେ ଲୋକ ସଭା ନିର୍ବାଚନ ହେବାକୁ ଯାଉଥିବାବେଳେ ଜଣେ କର୍ପୋରେଟରଙ୍କ ଝିଅକୁ ହତ୍ୟା ଘଟଣାକୁ ନେଇ ଶାସକ କଂଗ୍ରେସ ଏବଂ ବିରୋଧୀ ଦଳ ଭାଜପା ମଧ୍ୟରେ ବିବାଦ ତୀବ୍ର ରୂପ ଧାରଣ କରିଛି।…

ପାହାଡ଼ ଜଙ୍ଗଲରେ ନିଆଁ

ଦାମନଯୋଡ଼ି,୨୧ା୪(ମାନସ ରଞ୍ଜନ କର): ଲୋକ ସଚେତନତା ଅଭାବରୁ ଜଙ୍ଗଲରେ ନିଆଁ ହୁତୁହୁତୁ ହୋଇ ଜଳୁଛି। ଜଙ୍ଗଲ ପାହାଡ଼ ନିଆଁ ଯୋଗୁ ଜଙ୍ଗଲ ଜୀବଜନ୍ତୁ ଭୟଭୀତ ହୋଇପଡ଼ିଥିବା ବେଳେ ଦିନର ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ନିଆଁର ଉତ୍ତାପରେ ଆଖପାଖ ଗ୍ରାମର ଲୋକେ ଅତିଷ୍ଠ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri