ସେକ୍ଟର-୬ ଆନନ୍ଦ ମାର୍ଗ ବସ୍ତିରେ ଗୋଷ୍ଠୀ ସଂଘର୍ଷ: ୭ ଆହତ, ୨ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ
ରାଉରକେଲା, ୪।୩(ସଂଗୀତା ଜେନା): ଆନନ୍ଦ ମାର୍ଗ ବସ୍ତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଏକ ସାମାନ୍ୟ ବିବାଦ ପରେ ବୁଧବାର ରାଉରକେଲାର ସେକ୍ଟର-୬ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି । ବଚସା ପରବର୍ତ୍ତି ସମୟରେ ଗୋଷ୍ଠୀ ସଂଘର୍ଷରେ ପରିଣତ ହୋଇଛି। ଉଭୟ ଗୋଷ୍ଠୀର ଲୋକେ…
ବ୍ରିଜ ତଳକୁ ଖସିଲା ପିକଅପ୍: ୬ ଆହତ
ନନ୍ଦପୁର, ୫/୩(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ହଣ୍ଡାଲତୋଟା ନିକଟ ବ୍ରିଜ ତଳକୁ ଏକ ପିକଅପ ଗାଡ଼ି ଖସି ପଡ଼ିବାରୁ ୬ ଜଣ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳକୁ ନନ୍ଦପୁର ପୋଲିସ, ଅଗ୍ନିଶମ ବାହିନୀ, ୧୦୮ ଆମ୍ବୁଲାନ୍ସ ଗାଡ଼ି…
ବାଇକ୍-ସ୍କୁଟି ମୁହାଁମୁହିଁ ଧକ୍କା: ଆଖିବୁଜିଲେ ଶିବ
ଦିଗପହଣ୍ଡି,୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ସମ୍ମୁଖ ୧୭ନଂ ରାଜ୍ୟ ରାଜପଥରେ ବୁଧବାର ଅପରାହ୍ନରେ ସ୍କୁଟି (ନଂ. ଓଡ଼ି୦୭ ବିଏ -୪୮୬୬) ଓ ବାଇକ (ନଂ. ଓଡ଼ି୩୨ ଜି-୩୯୯୭) ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।…
ଖରସ୍ରୋତା ନଦୀରେ ଗାଧୋଉଥିଲେ ଶୁଭ ସଂକଳ୍ପ: ହଠାତ୍ ବୁଡ଼ିଗଲେ, ତା’ପରେ…
ଆଳି, ୪/୩(ବନମାଳୀ ସେନାପତି):ରଙ୍ଗର ପର୍ବ ହୋଲି ପାଇଁ ଗାଁଠୁ ସହର ଉତ୍ସବମୁଖର ଥିବାବେଳେ ହୋଲି ଖେଳି ସାରି ନଦୀରେ ସାଙ୍ଗ ପିଲାଙ୍କ ସହ ନଦୀରେ ଗାଧୋଉଥିବା ବେଳେ ଆଳି ଥାନା ଅନ୍ତର୍ଗତ ଟୁଙ୍ଗା ଗ୍ରାମର ଶୁଭ ସଂକଳ୍ପ ବାରିକ ନଦୀରେ ବୁଡି…
ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି…
ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର ହୋଲି ଉତ୍ସବ ଦିନ ମାରାଣାନ୍ତକ ଆକ୍ରମଣ ଘଟଣା ଅଞ୍ଚଳର ଚର୍ଚ୍ଚାର ବିଷୟ ପାଲିଟିଛି…
ହୋଲି ଭୋଜି ସାରି ଫେରୁଥିଲେ ଏସବିଆଇ ଶାଖା ପରିଚାଳକ: ବାଟରେ ଛକିଥିଲା ଯମ, ଆଉ ତା’ପରେ..
ଭଞ୍ଜନଗର,୪/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାରେ ବୁଧବାର ଅପରାହ୍ନ ୫ ଟାରେ ଏକ କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସୋରଡ଼ା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ଶାଖା ପରିଚାଳକ ସୁନିଲ କୁମାର ଭତ୍ରା (୪୦) ମୃତ୍ୟୁବରଣ…
ପ୍ରଥମ ସେମିଫାଇନାଲରୁ ୪ ଖେଳାଳି ବାଦ୍, ନିଆଗଲା ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୪।୩: T୨୦ ବିଶ୍ୱକପ୍ ୨୦୨୬ର ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ଆରମ୍ଭ ହୋଇଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଟସ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛି। ସବୁଠାରୁ ବଡ଼ କଥା ହେଉଛି, ଏହି…
ରାଇପଦା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା, ୩…..
ଜି.ଉଦୟଗିରି,୪ା୩(ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଠାରୁ କଳିଙ୍ଗା ରାଜ୍ୟ ରାଜପଥ ରାଇପଦା ଦୀର୍ଘ ବୁଲାଣି ଠାରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ୩ଜଣ ଗୁରୁତର ହୋଇଥିବା ବେଳେ ତାଙ୍କୁ ଫୁଲବାଣୀ ମେଡ଼ିକାଲରେ ଭର୍ତ୍ତି କରାଯାଇଛି…
ଜିତିବାର କିଛି ଗ୍ୟାରେଣ୍ଟି ନାହିଁ…ଇଂଲଣ୍ଡ ବିପକ୍ଷ ସେମିଫାଇନାଲ ପୂର୍ବରୁ ଏମିତି କହିଲେ ଟିମ୍ ଇଣ୍ଡିଆ କୋଚ୍?
ମୁମ୍ବାଇ,୪।୩: T୨୦ ବିଶ୍ୱକପ ୨୦୨୬ର ହାଇଭୋଲଟେଜ ସେମିଫାଇନାଲରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ମୁକାବିଲା ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପୂର୍ବରୁ ଭାରତୀୟ ଦଳର ବୋଲିଂ କୋଚ ମର୍ନେ ମର୍କେଲ ଦଳକୁ ସତର୍କ କରିବା ସହ ଇଂଲଣ୍ଡକୁ ଏକ ଅତ୍ୟନ୍ତ…
କାଳ ହେଲା ହୋଲି, ନଦୀରେ ବୁଡ଼ି ଚାଲିଗଲା ବ୍ୟାଙ୍କ କର୍ମଚାରୀଙ୍କ ଜୀବନ
ଯାଜପୁରରୋଡ଼,୪ା୩(ପବିତ୍ର ରଞ୍ଜନ ମହାନ୍ତି): ହୋଲିରେ ବଡ ଅଘଟଣ । ରଙ୍ଗ ଖେଳିସାରି ଗାଧୋଉ ଥିବାବେଳେ ନଦୀରେ ବୁଡ଼ିଯାଇ ଯୁବକଙ୍କ ମୃତ୍ୟୁ ହୋଇଛି । ଯୋକଡିଆ ଖରସ୍ରୋତା ନଦୀରେ ଘଟିଛି ଏହି ଅଘଟଣ । ମୃତ ଯୁବକ ଯାଜପୁର ରୋଡ ଥାନା ପଦ୍ମପୁର…
୭୦ ପ୍ୟାକେଟ୍ ବ୍ରାଉନସୁଗାର ଜବତ: ଶୁଭମଙ୍କୁ ବାନ୍ଧିଲା ପୋଲିସ
ଅତାବିରା,୪।୩(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ପୋଲିସକୁ ମିଳିଛି ଏକ ସଫଳତା l ବୁଧବାର ସକାଳେ ପାଟ୍ରୋଲିଂ ସମୟରେ ଏକ ସ୍କୁଟିକୁ ଯାଞ୍ଚ ସମୟରେ ବ୍ରାଉନସୁଗାର ଜବତ କରାଯାଇ ଜଣଙ୍କୁ ଗିରଫ କରାଯାଇଛି l ଗିରଫ ବ୍ୟକ୍ତି ଜଣକ ହେଲେ…
ପାକିସ୍ତାନ ଟିମ୍ରୁ ବିଦା ହେଲେ ବାବର ଆଜମ, ଟି-୨୦ରେ…
ଇସଲାମବାଦ,୪।୩: ୨୦୨୬ ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନ କରିଥିବା ବାବର ଆଜମଙ୍କୁ ପାକିସ୍ତାନ ଦଳରୁ ବାଦ ଦିଆଯାଇଛି। ଟୁର୍ନାମେଣ୍ଟର ଛଅଟି ମ୍ୟାଚରେ ମାତ୍ର ୯୧ ରନ କରିଥିବା ବାବରଙ୍କୁ ବାଂଲାଦେଶ ବିପକ୍ଷରେ ହେବାକୁ ଥିବା ଏକଦିବସୀୟ ସିରିଜ ପାଇଁ ଦଳରେ ସାମିଲ…
Archives


