କିଏ ସେ ରାମ ମୋହନ ନାଇଡୁ? ମୋଦି ସରକାର ୩.୦ରେ ହେବାକୁ ଯାଉଛନ୍ତି ସବୁଠାରୁ କମ୍ ବୟସର କ୍ୟାବିନେଟ୍ ମନ୍ତ୍ରୀ
ନୂଆଦିଲ୍ଲୀ,୯।୬: ତୃତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ହେବାକୁ ଯାଉଥିବା ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍ରେ କିଏ କିଏ ସାମିଲ ହେବେ ତାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଶିବରାଜ ସିଂ ଚୌହ୍ବାନ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ନୀତିନ ଗଡକରୀ, ଲଲନ ସିଂଙ୍କ ପ୍ରମୁଖ କ୍ୟାବିନେଟରେ…
ଓଡ଼ିଶା ଖଦି ଓ ଗ୍ରାମ୍ୟ ଉଦ୍ୟୋଗ ବୋର୍ଡ ସଭାପତି ପଦରୁ ସଂଗ୍ରାମ କେଶରୀଙ୍କ ଇସ୍ତଫା
ଭୁବନେଶ୍ୱର, ୭।୬: ଓଡ଼ିଶା ଖଦି ଓ ଗ୍ରାମ୍ୟ ଉଦ୍ୟୋଗ ବୋର୍ଡ ସଭାପତି ପଦରୁ ସଂଗ୍ରାମ କେଶରୀ ପାଇକରାୟ ଇସ୍ତଫା ଦେଇଛନ୍ତି। ଆଇଏମ୍ଏସ୍ଏମ୍ଇ ବିଭାଗକୁ ସେ ନିଜର ଇସ୍ତଫା ପତ୍ର ପଠାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସେ ୨ ଥର ସଭାପତି…
ଟ୍ରକ୍ରୁ ଦେଢ଼ କୋଟି ଟଙ୍କାର ଗଞ୍ଜେଇ ଜବତ
ମୋହନା,୯ା୬: ମୋହନା ପୋଲିସକୁ ବଡ଼ ସଫଳତା ମିଳିଛି। ପାଖାପାଖି ୭ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ ହୋଇଛି। ଅଡ଼ବା ଥାନା ଅଞ୍ଚଳରୁ ମାଲବାହୀ ଟ୍ରକ୍ ଯୋଗେ ଉତ୍ତରପ୍ରଦେଶକୁ ଚୋରା ଚାଲାଣ ବେଳେ ମାଡ଼ି ବସିଛି ମୋହନା ପୋଲିସ। ଦୁଇ ଆନ୍ତଃରାଜ୍ୟ ମାଫିଆଙ୍କୁ…
ସାଲିସ ବିହୀନ ଓ ବିଚକ୍ଷଣା ଥିଲେ ନନ୍ଦିନୀ ଦେବୀ
ଭଦ୍ରକ,୯ା୬(ସନାତନ ରାଉତ): ସାଲିସ ବିହୀନ, ବିଚକ୍ଷଣ ରାଜନେତା ସହ ଜଣେ ସୁସାହିତି୍ୟକା, ଅନୁବାଦକ ଥିଲେ ଲୌହ ମାନବୀ ତଥା ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନନ୍ଦିନୀ ଶତପଥୀ। ତାଙ୍କର ମୁଖ୍ୟମନ୍ତ୍ରୀତ୍ୱ ସମୟରେ ବିଭିନ୍ନ କଠୋର ପଦକ୍ଷେପ ନେଇ ଅଦମ୍ୟ ସାହସିକତାର…
ମିଶନ ଶକ୍ତି କାଫେରେ ଝୁଲୁଛି ତାଲା
ରାଇକିଆ,୯ା୬(ପ୍ରଦୀପ ବେହେରା): ଜନସାଧାରଣଙ୍କ ସୁବିଧା ପାଇଁ ସରକାରୀ ଅର୍ଥ ବ୍ୟୟରେ ମିଶନ ଶକ୍ତି କାଫେ ଆରମ୍ଭ ହୋଇଥିଲା। ଏବେ ଏହି ମିଶନ ଶକ୍ତି କାଫେରେ ତାଲା ଝୁଲୁ ଥିବା ଦେଖିବାକୁ ମିଳିଛି। ରାଇକିଆ ବ୍ଲକ କାର୍ଯ୍ୟାଳୟ ପରିସରରେ ଗତ ସେପ୍ଟେମ୍ବରରେ ଆଡମ୍ବର…
ରାଜନୀତିରୁ ଅବସର ନେଲେ ଅଚ୍ୟୁତ ସାମନ୍ତ
ଭୁବନେଶ୍ୱର,୯।୬: ଗତ ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର କନ୍ଧମାଳ ଲୋକ ସଭା ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ପ୍ରତ୍ୟକ୍ଷ ରାଜନୀତିରୁ ଅବ୍ୟାହତି ନେଇ ଆଉ ରାଜନୀତି କରିବେ ନାହିଁ ବୋଲି ଇଚ୍ଛା ପ୍ରକାଶ କରିଛନ୍ତି। ନିର୍ବାଚନରେ…
କଶ୍ମୀରକୁ ନେଇ ପାକିସ୍ତାନ-ଚଇନା ଭାଇ ଭାଇ, ଭାରତ ବିରୋଧରେ…
ନୂଆଦିଲ୍ଲୀ, ୯ା୬: ପାକିସ୍ତାନ ସହିତ ଏବେ ଚଇନା ହାତ ମିଶାଇ ଭାରତ ବିରୋଧୀ କାର୍ଯ୍ୟପାଇଁ ପ୍ରସ୍ତୁତ ହେଉଛି। ଦକ୍ଷିଣ ଏସିଆରେ ଶନିବାର ଦୁଇ ଦେଶ କଶ୍ମୀରକୁ ନେଇ ଥିବା ସମସ୍ୟାର ଏକତରଫା ସମାଧାନକୁ ବିରୋଧ କରିବା ନେଇ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।…
ପ୍ରଧାନମନ୍ତ୍ରୀ କାହିଁକି ନିଅନ୍ତି ଶପଥ? ଶପଥ ଭାଙ୍ଗିଲେ ହେବ…
ନୂଆଦିଲ୍ଲୀ,୯।୬: ଜୁନ ୯ରେ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଜବାହରଲାଲ ନେହେରୁଙ୍କ ପରେ ସେ ହେଉଛନ୍ତି ଦ୍ୱିତୀୟ ନେତା ଯିଏ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ…
୧୦ ନୁହେଁ ଏହି ଦିନ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯।୬: ଓଡ଼ିଶାରେ ଭାଜପା ବହୁମତ ହାସଲ କରି ସରକାର ଗଢିବାକୁ ଯାଉଛି। ତେବେ ଭାଜପାର ନୂଆ ମୁଖ୍ୟମନ୍ତ୍ରୀ ୧୨ ତାରିଖରେ ଶପଥ ନେବେ। ୧୦ ପରିବର୍ତ୍ତେ ୧୨ ତାରିଖରେ ଶପଥ ନେବା ନେଇ ସୂଚନା ମିଳିଛି। ପୂର୍ବରୁ ସୂଚନା ମିଳିଥିଲା କି…
ମୋଦି ଜିତିବା ପରେ ଏମାନଙ୍କୁ ହେଲା ବଡ଼ ଫାଇଦା, ବଢ଼ିଗଲା ସେୟାର
ନୂଆଦିଲ୍ଲୀ, ୯ା୬: ୨୦୨୪ ଲୋକସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ଦିନ ସେୟାର ବଜାରରେ ଏକ ପ୍ରକାର ଭୂକମ୍ପ ଦେଖିବାକୁ ମିଳିଥିଲା। ଜୁନ୍ ୪ରେ ସେନ୍ସେକ୍ସ ପାଖାପାଖି ୬ ପ୍ରତିଶତ ହ୍ରାସ ହୋଇଯାଇଥିଲା। ବଡ଼ ବଡ଼ କମ୍ପାନୀ ମାନଙ୍କର ସେୟାର ଅହେତୁକ…
ଭାଜପା ଜିତିବା ଖୁସିରେ ଆଙ୍ଗୁଠି କାଟି ମା’ କାଳିଙ୍କ ନିକଟରେ ସମର୍ପଣ କଲେ ଏହି ବ୍ୟକ୍ତି
ରାୟପୁର,୯।୬: ଗତ ସାଧାରଣ ନିର୍ବାଚନ ଫଳାଫଳ ଆସିବା ପରେ ଏନ୍ଡିଏ ମେଣ୍ଟ ପୁଣିଥରେ ସରକାର ଗଢ଼ିବା ସ୍ପଷ୍ଟ ହୋଇଛି। ହେଲେ ଜୁନ ୪ ଭୋଟଗଣତି ହେବା ଦିନ ପ୍ରାରମ୍ଭିକ ଟ୍ରେଣ୍ଡରେ କଂଗ୍ରେସ ଆଗୁଆ ରହିଥିଲା। ଏହାଦେଖି ଛତିଶଗଡ଼ର ଜଣେ ଭାଜପା ସମର୍ଥକ…
ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ୨୦୨୪ର ରେଜଲ୍ଟ, ବେଦ ଲୋହିତ ଅଲ ଇଣ୍ଡିଆ ଟପ୍ପର
ନୂଆଦିଲ୍ଲୀ,୯।୬: ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲଜି ଆଇଆଇଟି ମାଦ୍ରାସ ଜୁନ ୯ରେ JEE Advanced ୨୦୨୪ର ରେଜଲ୍ଟ ଜାରି କରିଛି। ଯେଉଁ ଛାତ୍ରୀଛାତ୍ରମାନେ ପରୀଧା ଦେଇଥିଲେ ସେମାନେ ଅଫିସିଆଲ ଓ୍ବେବସାଇଟ jeeadv.ac.in ରେ ଯାଇ ନିଜର ରେଜଲ୍ଟ ଚେକ୍ କରିପାରିବେ। ସୂଚନାଥାଉ…
Archives


