Home Left

‘ଯାହା ପ୍ରତିଶ୍ରୁତି ଦେଉ ତାହା ପାଳନ କରୁ’ ସୁଭଦ୍ରା ଟଙ୍କା ପ୍ରଦାନ ଅବସରରେ ଏମିତି କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୧୦: ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପଠାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜର ବକ୍ତବ୍ୟ ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜି…

ଆଜି ସୁଭଦ୍ରା ଟଙ୍କା ନ ଆସିଲେ, ପୁଣି କେବେ ମିଳିବ… ଆସିଲା ବଡ଼ ଅପଡେଟ୍‌

ଭୁବନେଶ୍ୱର,୯।୧୦: ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା ଆସିଛି । ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ସୁଭଦ୍ରା ଟଙ୍କା ବଣ୍ଟନ କରିଛନ୍ତି। ତେବେ ଆଜି ସନ୍ଧ୍ୟା ସୁଦ୍ଧା ୬୦ ଲକ୍ଷରୁ ଅଧିକ ମହିଳାଙ୍କ…

ସୁଭଦ୍ରା ଟଙ୍କାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ଆଜି ସନ୍ଧ୍ୟା ସୁଦ୍ଧା…

ଭୁବନେଶ୍ୱର,୯।୧୦: ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ଏହି ଟଙ୍କା ବଣ୍ଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଟଙ୍କାକୁ ନେଇ ବଡ଼…

୧୪୭ତମ ଗୋପବନ୍ଧୁ ଜୟନ୍ତୀ ପାଳିତ: ସତ୍ୟବାଦୀରୁ ସୁଆଣ୍ଡୋ ଚଳଚଞ୍ଚଳ

ସାକ୍ଷୀଗୋପାଳ,୯।୧୦(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଆ ଜାତିର ମଉଡମଣି ସେବା ଓ ତ୍ୟାଗର ମୂର୍ତ୍ତିମନ୍ତ ପ୍ରତୀକ ପୂଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୭ତମ ଜୟନ୍ତୀ ଉତ୍ସବ ବୁଧବାର ପାଳିତ ହୋଇଯାଇଛି। ଗୋପନ୍ଧୁ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ରାଜନୈତିକ ଦଳର କର୍ମକର୍ତ୍ତା,…

ରାହୁଲଙ୍କ ଘରକୁ ୧ କିଲୋ ଜିଲାପି ପଠାଇଲା ହରିୟାଣା ଭାଜପା

ଚଣ୍ଡିଗଡ଼,୯।୧୦: ହରିୟାଣା ନିର୍ବାଚନରେ ଜିଲାପିକୁ ନେଇ ରାଜନୈତିକ ଚର୍ଚ୍ଚା ଶୀଖରରେ। ବିଶେଷକରି କଂଗ୍ରେସର ପରାଜୟ ପରେ ଭାଜପା ପକ୍ଷରୁ ଜିଲାପି ବାହାନାରେ ରାହୁଲ ଗାନ୍ଧୀଙ୍କ ସହ କଂଗ୍ରେସକୁ କଟାକ୍ଷ କରାଯାଉଛି। ଲଗାତର ଭାବେ ତୃତୀୟ ଥର ଲାଗି ରାଜ୍ୟରେ ଭାଜପା ସରକାର…

ବୈଠକର ଘଣ୍ଟାଏ ପରେ ମନେପଡ଼ିଲା: ୟୁଟ୍ୟୁବ ଶର୍ଚ୍ଚ କରି ବନ୍ଦେ ଉତ୍କଳ ଜନନୀ ଗାଇଲେ ମନ୍ତ୍ରୀ, ବିଧାୟକ, ବ୍ଲକ ଅଧ୍ୟକ୍ଷ

ଛତ୍ରପୁର,୯।୧୦ (ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜ଼ିଲାପରିଷଦ ବୈଠକରେ ଘୋର ବ୍ୟତିକ୍ରମ ଦେଖିବାକୁ ମିଳିଛି । ପ୍ରତି ବୈଠକର ପ୍ରାରମ୍ଭରେ ବନ୍ଦେ ଉତ୍କଳ ଜନନୀ ଗୀତ ଗାନ କରାଯାଏ। ମାତ୍ର ଏହି ବୈଠକରେ ଏହା ହୋଇ ନ ଥିଲା। ବୈଠକ ଚାଲିବାର…

ହରିୟାଣା ରେଜଲ୍ଟ: ଭାଜପାକୁ ଜିତାଇଦେଲେ କେଜରିଓ୍ବାଲ!

ନୂଆଦିଲ୍ଲୀ,୯।୧୦: ହରିୟାଣା ନିର୍ବାଚନର ଅନ୍ତିମ ଫଳାଫଳ ସାମ୍ନାକୁ ଆସିଛି। ରାଜ୍ୟରେ ୯୦ ଆସନରୁ ଭାଜପା ୪୮ଟି ଆସନ ପାଇଛି। ସେହିପରି କଂଗ୍ରେସ ମାତ୍ର ୩୯ଟି ଆସନ ହାତେଇ ପାରିଛି। ଫଳାଫଳନୁସାରେ ଭାଜପା ପୁଣି ଥରେ ରାଜ୍ୟରେ ସରକାର ଗଠନ କରିବକୁ ଯାଉଛି।…

ଅନନ୍ତନାଗରେ ୨ ଯବାନଙ୍କୁ ଅପହରଣ: ଜଣେ ଖସି ଆସିଲେ, ଅନ୍ୟଜଣଙ୍କୁ ହତ୍ୟା

ଅନନ୍ତନାଗ,୯।୧୦: ଜମ୍ମୁ କଶ୍ମୀରର ଅନନ୍ତନାଗ ଅଞ୍ଚଳରେ ଆତଙ୍କବାଦୀମାନେ ୨ ଯବାନଙ୍କୁ ଅପହରଣ କରିନେଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ନିଜସ୍ବ ଉଦ୍ୟମରେ ଖସି ଆସିଥିବା ବେଳେ ବୁଧବାର ଜଣେ ନିଖୋଜ ଥିଲେ। ନିଖୋଜ ଯବାନଙ୍କୁ ଖୋଜିବା ଲାଗି ସୁରକ୍ଷା ବାହିନୀ ପକ୍ଷରୁ ଅପରେଶନ…

ବିଦ୍ୟୁତ କଟିଲେ କାର୍ଯ୍ୟାଳୟରେ କାମ ଠପ୍‌: ବଢୁଛି ଅସନ୍ତୋଷ

ଭୁବନ, ୯।୧୦( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଉପଡାକଘର ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଭୁବନ ଏସିଆ ମହାଦେଶର ବଡ ଗ୍ରାମ। ଏହି ଗ୍ରାମରେ ୮୦ ଭାଗ ଲୋକ ବ୍ୟବସାୟ ସହିତ ସଂଶ୍ଳିଷ୍ଟ। ସମସ୍ତ ବ୍ୟବସାୟ…

ଜମ୍ମୁ -କଶ୍ମୀରରେ ଜିତିବା ପରେ ଆସିଲା ରାହୁଲଙ୍କ ବଡ଼ ପ୍ରତିକ୍ରିୟା, କହିଦେଲେ ଏମିତି…

ନୂଆଦିଲ୍ଲୀ,୯।୧୦: ହରିୟାଣା, ଜମ୍ମୁ -କଶ୍ମୀରରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ଫଳାଫଳ ପରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ପ୍ରତିକ୍ରିୟା ପ୍ରକାଶ ପାଇଛି। ସେ ହରିୟାଣାର କଂଗ୍ରେସ କର୍ମୀଙ୍କୁ ସିଂହ ବୋଲି କହି ଧନ୍ୟବାଦ ଜଣାଇଛନ୍ତି। ଜମ୍ମୁ-କଶ୍ମୀରରେ ଏନ୍‌ସି ସହିତ କଂଗ୍ରେସ ଚମତ୍କାର…

୭୦% ପ୍ରତିଶତ ଅର୍ଥ ହରିଲୁଟ୍‌: ମୋହନ ସରକାର କରିବେନି ବରଦାସ୍ତ

ଛତ୍ରପୁର, ୯।୧୦(ସନ୍ତୋଷ ପାଢ଼ୀ): ଦୀର୍ଘ ୧୫ ମାସ ପରେ ଗଞ୍ଜାମ ଜ଼ିଲାପରିଷଦ ବୈଠକ ବୁଧବାର ଜ଼ିଲାପରିଷଦ ଋଷିକୂଲ୍ୟା ସମ୍ମିଳନୀ କକ୍ଷଠାରେ ବସିଛି। ପ୍ରତି ୩ ମାସକୁ ଥରେ ଜ଼ିଲାପରିଷଦ ବୈଠକ ବସିବାର ନିୟମ ଥିବାବେଳେ ଗଞ୍ଜାମରେ ଏହା ବ୍ୟତିକ୍ରମ ଦେଖିବାକୁ ମିଳିଛି।…

ମହିଳାଙ୍କୁ ଦଶହରା ଭେଟି, ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏମିତି କରନ୍ତୁ ଚେକ୍‌….

ଭୁବନେଶ୍ୱର,୯।୧୦: ‘ସୁଭଦ୍ରା’ ଯୋଜନାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତି ଟଙ୍କା ଖାତାକୁ ଆସିଛି। ଏନେଇ ଗତକାଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଥିଲେ। ତେବେ ଏସବୁ ଭିତରେ ସବୁଠୁ ବଡ଼ କଥା ହେଉଛି ଟଙ୍କା ଆସିଲା କି ନାହିଁ ଜଣେ ହିତାଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?