Home Left

ଏସ୍‌ସିବିରୁ ଡିସଚାର୍ଜ ହେଲେ ପ୍ରଶାନ୍ତ ଜଗଦ୍ଦେବ

କଟକ,୯।୬ (ଶିଳ୍ପା ପ୍ରିୟଦର୍ଶିନୀ): ଖୋର୍ଦ୍ଧାର ନବନିର୍ବାଚିତ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ୧୧ ଦିନ ପରେ ଆଜି କଟକ ଏସ୍‌ସିବିରୁ ଡିସଚାର୍ଜ କରାଯାଇଛି। ଗତ ମେ’ ୨୯ ତାରିଖରେ ସେ ଅସୁସ୍ଥ ହୋଇ କଟକ ବଡ ମେଡିକାଲର ମେଡିସିନ ବିଭାଗରେ ଭର୍ତ୍ତି ହୋଇଥିଲେ।…

ପିସିସି ସଭାପତି, ପ୍ରଭାରୀଙ୍କ କୁଶପୁତ୍ତଳିକା ପୋଡ଼ିଲେ

କଟକ,୯।୬(ଶିଳ୍ପା ପ୍ରିୟଦର୍ଶିନୀ)କଟକ ଜିଲା କଂଗ୍ରେସ ସଭାପତି ମାନସ ଚୌଧୁରୀଙ୍କୁ ଶୁକ୍ରବାର ଦଳରୁ ନିଲମ୍ବନ କରାଯାଇଛି। ଏହାକୁ କଟକ ଜିଲା ଛାତ୍ର କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି। ଜିଲା ଛାତ୍ର କଂଗ୍ରେସ ସଭାପତି ଆଶୁତୋଷ ରାଉତଙ୍କ ନେତୃତ୍ୱରେ ଶନିବାର ପୂର୍ବାହ୍ନରେ ଶତାଧିକ ଯୁବ-ଛାତ୍ର…

ଭାଜପାକୁ ସର୍ବାଧିକ ପୋଷ୍ଟାଲ ଭୋଟ

ବାରିପଦା,୯ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲାରେ ଶେଷ ହୋଇଥିବା ସାଧାରଣ ନିର୍ବାଚନରେ ଭାଜପାକୁ ଅଧିକ ପୋଷ୍ଟାଲ ଭୋଟ ମିଳିଛି। ସର୍ବାଧିକ ଭୋଟ ବ୍ୟବଧାନରେ ବିଧାୟକ ଓ ଲୋକସଭା ଏମ୍‌ପି ବିଜୟୀ ହୋଇଛନ୍ତି। ୨୦୧୯ ସାଧାରଣ ନିର୍ବାଚନରେ ପୋଷ୍ଟାଲ ଭୋଟ ଅଧିକ ଭାଜପାକୁ ଯାଇଥିବା…

ପ୍ରାର୍ଥୀ ଚୟନରେ ବଦଳିଗଲା ବିଜେଡି ଅଙ୍କ

ରାୟଗଡ଼ା, ୯।୬(ଆଶିଷ ରଞ୍ଜନ ପଣ୍ଡା)ଚଳିତ ନିର୍ବାଚନ ଫଳାଫଳ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ୨୫ ବର୍ଷ ଧରି ଶାସନ କରୁଥିବା ବିଜେଡିକୁ ପ୍ରତ୍ୟାଖ୍ୟାନ କରି ଓଡ଼ିଶାବାସୀ ଭାଜପାକୁ ସମର୍ଥନ କରିଛନ୍ତି। ହେଲେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୬ଟି…

ଗଞ୍ଜାମ: ନୋଟାକୁ ଯାଇଛି ୨୫,୨୩୪ ଭୋଟ

ବ୍ରହ୍ମପୁର,୯ା୬(ଅଶୋକ କୁମାର ସାହୁ)ଗଞ୍ଜାମ ଜିଲାରେ ଦୁଇଟି ପର୍ଯ୍ୟାୟରେ ମତଦାନ ହୋଇଥିଲା। ଏହି ୨ ପର୍ଯ୍ୟାୟରେ ଜିଲାର ୧୩ ନିର୍ବାଚନମଣ୍ଡଳୀରେ ମତଦାନ ହୋଇଥିଲା। ଗତ ୪ ତାରିଖ ଭୋଟ ଗଣତି ପରେ ଜିଲାରେ ୨୫,୨୩୪ ଭୋଟ ନୋଟାକୁ ଯାଇଥିବା ଜଣାପଡିଛି। ଅର୍ଥାତ ଉପରୋକ୍ତ…

ଘଣ୍ଟାକୁ ନେଇ ବାସ୍ତୁ; ସଠିକ୍‌ ଦିଗରେ ନ ଲଗାଇଲେ ହେବ ଅଶୁଭ, ଜାଣି ରଖନ୍ତୁ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରେ ଥିବା ପ୍ରତ୍ୟେକଟି ବସ୍ତୁର ପ୍ରଭାବ ଆମ ଜୀବନ ଉପରେ ପଡିଥାଏ। ସେମିତି ଏକ ବସ୍ତୁ ହେଉଛି ଘଡ଼ି ବା ଘଣ୍ଟା। ସମୟ ଜାଣିବା ପାଇଁ ଆମେ ସାଧାରଣତଃ ଘରେ ଘଣ୍ଟା ଲଗାଇଥାଉ। କିନ୍ତୁ ଏହି ଘଣ୍ଟା ଲଗାଇବା…

ବଡ଼ଚଣାରେ ଚର୍ଚ୍ଚା: ଅମରଙ୍କୁ ମିଳିପାରେ ମନ୍ତ୍ରୀପଦ

ବଡ଼ଚଣା, ୯ା୬(ଦିଲୀପ କୁମାର ମହାନ୍ତି)ଓଡ଼ିଶାରେ ଦଳର ନିର୍ବାଚନ ପ୍ରଚାର ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ ଜୁନ ୧୦ ତାରିଖରେ ରାଜ୍ୟରେ ଭାଜପା ସରକାର ଶପଥ ନେବ। ଜଣେ ଓଡ଼ିଆ ପୁଅ କିମ୍ବା ଝିଅ ମୁଖ୍ୟମନ୍ତ୍ରୀ ହେବେ। ଶପଥ ଗ୍ରହଣକୁ ଦିନଟିଏ…

ବିକାଶ ଅପେକ୍ଷାରେ ରାଣୀପୁର-ଝରିଆଲ

ବଲାଙ୍ଗୀର, ୯ା୬ (ବୀରେନ୍ଦ୍ର କୁମାର ଝାଙ୍କର)ଜାତୀୟସ୍ତରରେ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଓ ଐତିହାସିକ ପୀଠ ଭାବେ ମାନ୍ୟତା ପାଇଥିବା ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ୍‌ ଅନ୍ତର୍ଗତ ପ୍ରସିଦ୍ଧ ଯୋଗିନୀ ପୀଠ ରାଣୀପୁର-ଝରିଆଲ ବର୍ଷ ବର୍ଷ ଧରି ଅବହେଳାର ଶିକାର ହୋଇଆସିଛି। ୨୦୧୯…

ବଦଳିବ କି ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ରର ଭାଗ୍ୟ

ଭବାନୀପାଟଣା, ୯ା୬(ଉତ୍ତମ କୁମାର ଦାଶ)ଭିନ୍ନକ୍ଷମମାନଙ୍କ ପାଇଁ ପ୍ରତିବନ୍ଧକ ଶୂନ୍ୟ ପରିବେଶ ସୃଷ୍ଟି କ୍ଷେତ୍ରରେ ସରକାର ବିଭିନ୍ନ ସ୍ତରରେ ପ୍ରୟାସ କରିଆସିଛନ୍ତି। ଯେମିତି କି ସେମାନେ ଏକ ସୁସ୍ଥ, ସ୍ବାଧୀନ ଓ ସୁରକ୍ଷିତ ଜୀବନ ଜିଇଁପାରିବେ। କଳାହାଣ୍ଡି ଜିଲା ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ର…

ବଜାରକୁ ଆସିଲା ହିରୋର ଅଲ୍‌ ନ୍ୟୁ ଜୁମ୍‌୧୦୦; ଡିଜାଇନ-ଫିଚର ଜବରଦସ୍ତ, ମୂଲ୍ୟ ରହିଛି…

ଭୁବନେଶ୍ୱର,୯।୬: ହିରୋ ମୋଟକର୍ପର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଜୁମ୍‌୧୦୦ର ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର ଲୋକପ୍ରିୟ କମ୍‌ବାଟ୍‌ ଏଡିଶନ ଜରିଆରେ ନିର୍ମାଣ କରାଯାଇଛି। ଉଲ୍ଲେଖଯୋଗ୍ୟ, ଅଲ୍‌…

କାର୍ଯ୍ୟରତ ଅବସରପ୍ରାପ୍ତ କର୍ମଚାରୀଙ୍କ ତାଲିକା ମାଗିଲା ଗୃହ ବିଭାଗ

ଭୁବନେଶ୍ୱର,୯ା୬(ଅନିଲ ଦାସ)ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘ ସମୟ ଧରି ଅବସରପ୍ରାପ୍ତ କର୍ମଚାରୀମାନେ ଆଡ୍ଡା ଜମାଇ ରହିଥିଲେ। ନୂଆ ସରକାର ଆସିବା ପୂର୍ବରୁ ସେହି ସେମାନଙ୍କ ମନରେ ଛନକା ପଶିଛି। କେଉଁ ବିଭାଗରେ କେତେ ଅବସରପ୍ରାପ୍ତ କର୍ମଚାରୀ ଅଛନ୍ତି, ସେ ସମ୍ପର୍କିତ ସବିଶେଷ…

୩ ସପ୍ତାହରେ ୩,୦୦୦ ଟଙ୍କା କମିଲା ସୁନା, ଜାଣନ୍ତୁ ଆପଣଙ୍କ ସହରରେ କେତେ?

ଭୁବନେଶ୍ୱର, ୯।୬ (ଅଭୟ ଦାଶ): ଘରୋଇ ବଜାରରେ କ୍ରମାଗତ ଭାବେ ଉଭୟ ସୁନା ଓ ରୁପା ଦର ହ୍ରାସ ପାଉଛି। ଏପରିକି ଗତ ୩ ସପ୍ତାହ ମଧ୍ୟରେ ଉଭୟ ସୁନା ଓ ରୁପା ଦର ପ୍ରାୟ ୩୦୦୦ ଟଙ୍କା କମିଥିବା ଅଳଙ୍କାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri