Home Left

ଅଲିଭରିଡ୍‌ଲେ ଗଣ ଅଣ୍ଡାଦାନ ସ୍ଥଳ କ୍ଷତିଗ୍ରସ୍ତ

ଗଞ୍ଜାମ, ୯ା୬(ବିଦ୍ୟାଧର ସାହୁ) ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ବେଳାଭୂମି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବା ଦେଖିବାକୁ ମିଳିଛି। କିଛିଦିନ ତଳେ ସାମୁଦ୍ରିକ ଝଡ଼ ‘ରେମାଲ’ ସୃଷ୍ଟି ହେବାଠାରୁ ସ୍ଥାନୀୟ ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହୁଥିବା ଲକ୍ଷ୍ୟ କରାଯାଇଛି l ତେଣୁ ଉଚ୍ଚ…

ଗଞ୍ଜାମ ପାଇଁ ଅଭିଶପ୍ତ ବାଚସ୍ପତି ପଦ

ବ୍ରହ୍ମପୁର,୯ା୬(ନରସିଂହ ସାହୁ)ଗଞ୍ଜାମ ଜିଲାର ରାଜନେତାଙ୍କ ପାଇଁ ବିଧାନସଭା ବାଚସ୍ପତି ଓ ରାଜ୍ୟ ଅର୍ଥମନ୍ତ୍ରୀ ପଦ ଅଭିଶପ୍ତ ହୋଇଥିବା କେତେକ ନଜିର ଅଛି। ଅତୀତରେ ଯେଉଁମାନେ ଉପରୋକ୍ତ ପଦ ପାଇଥିଲେ ସେମାନଙ୍କ ପରବର୍ତ୍ତୀ ରାଜନୀତି ଓଲଟପାଲଟ ହୋଇଯାଇଛି। ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ…

ଆଜି ଶପଥ, ସ୍ଥାୟିତ୍ୱ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୯।୬ଭାରତୀୟ ଜନତା ପାର୍ଟି (ଭାଜପା) ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ନେତା ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟା ୭ଟା ୧୫ରେ ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ରୂପେ ଶପଥ ନେବାକୁ ଯାଉଛନ୍ତି। ଏଥିଲାଗି ରାଷ୍ଟ୍ରପତି ଭବନରେ ପ୍ରସ୍ତୁତି ଚୂଡ଼ାନ୍ତ…

ମଣିପୁରରେ ପୁଣି ହିଂସା: ପୋଲିସ ଆଉଟପୋଷ୍ଟ, ୭୦ ଘର ଜାଳିଦେଲେ

ଇମ୍ଫାଲ, ୯।୬: ମଣିପୁରରେ ପୁଣି ହିଂସାକାଣ୍ଡ ଘଟିଛି। ଜିରିବାମ ଜିଲାରେ କେତେଜଣ ଉଗ୍ରବାଦୀ ଗୋଟିଏ ପୋଲିସ ଆଉଟ୍‌ପୋଷ୍ଟ ସହ ଅନେକ ଘର ଜାଳିଦେଇଛନ୍ତି। ଶୁକ୍ରବାର ବିଳମ୍ବିତ ରାତ୍ରିରେ ଉଗ୍ରବାଦୀ ୩/୪ଟି ଡଙ୍ଗା ଯୋଗେ ଜିରିବାମ ଜିଲାର ବରାକ ନଦୀ କୂଳରେ ପହଞ୍ଚି…

ମୋଦିଙ୍କ ଶପଥ ଗ୍ରହଣ ବଦଳରେ ଭାରତ-ପାକିସ୍ତାନ ମ୍ୟାଚ ଦେଖିବି : ଶଶୀ ଥରୁର

ନୂଆଦିଲ୍ଲୀ,୮ା୬: ଭାଜପା ନେତା ନରେନ୍ଦ୍ର ମୋଦି ରବିବାର କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ରବିବାର ସନ୍ଧ୍ୟା ୭ଟା ୧୫ ମିନିଟ୍‌ରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ କଂଗ୍ରେସର…

ଦିଲ୍ଲୀରେ ପହଞ୍ଚିଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮ା୬: ଭାଜପା ନେତା ନରେନ୍ଦ୍ର ମୋଦି ରବିବାର କ୍ରମାଗତ ତୃତୀୟ ପାଳି ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏଥିସହିତ କ୍ରମାଗତ ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବାରେ ସେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ସମକକ୍ଷ ହେବେ। ସଦ୍ୟସମାପ୍ତ…

ଜେଡିୟୁ ନେତା କେ.ସି. ତ୍ୟାଗୀଙ୍କ ଆସିଲା ବଡ଼ ବୟାନ

ନୂଆଦିଲ୍ଲୀ,୮ା୬: ଲୋକ ସଭା ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ଅଧ୍ୟକ୍ଷ ନୀତୀଶ କୁମାରଙ୍କୁ ବିରୋଧୀ ଇଣ୍ଡିଆ ବ୍ଲକ୍‌ ପ୍ରଧାନମନ୍ତ୍ରୀ ପଦ ଯାଚିଥିଲା। ଜେଡିୟୁ ନେତା କେ.ସି. ତ୍ୟାଗୀ ଏକ ନ୍ୟୁଜ୍‌ ଚ୍ୟାନେଲକୁ ସାକ୍ଷାତ୍‌କାର ଦେବା…

ଯୁବକଙ୍କୁ ଗୁଳି କରି ହତ୍ୟା କଲେ ମାଓବାଦୀ

ମାଲକାନଗିରି,୮ା୬(ଦୁର୍ଯ୍ୟୋଧନ ପତ୍ର): ଛତିଶଗଡର କୋଣ୍ଡାଗାଓଁ ଜିଲା ଧନୋରା ଥାନା ଅଞ୍ଚଳର ଏକ ବିବାହ ଉତ୍ସବରୁ ଫେରୁଥିବା ଜଣେ ଯୁବକଙ୍କୁ ମାଓବାଦୀମାନେ ଗୁଳିକରି ହତ୍ୟା କରିଛନ୍ତି l ସେ ହେଲେ ତିମଡି ସ୍କୁଲପାରା ବାସିନ୍ଦା ଦୀନେଶ ମାଣ୍ଡାଭି(୩୩)। ଏକ ବିବାହ ଉତ୍ସବରେ ଯୋଗଦେଇ…

ରବିବାର ବହୁପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ୍‌

ନ୍ୟୁୟର୍କ,୮ା୬: ଟି୨୦ ବିଶ୍ୱକପ୍‌ରେ ରବିବାର ବହୁପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ୍‌ ନ୍ୟୁୟର୍କରେ ଖେଳାଯିବ। ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ କୌଣସି ଦ୍ୱିପାକ୍ଷିକ ସିରିଜ୍‌ ଖେଳାଯାଉ ନ ଥିବା ବେଳେ ବିଶ୍ୱକପ୍‌ ପରି ଆଇସିସି ଇଭେଣ୍ଟ ଉପରେ ଫ୍ୟାନମାନଙ୍କ ନଜରରେ ରହିଥାଏ। ନ୍ୟୁୟର୍କର ନାସାଉ…

ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ କାହିଁକି ସ୍ତ୍ରୀ,ପିଲାଙ୍କୁ ବିଦେଶ ପଠାଇଥିଲେ ପାଣ୍ଡିଆନ, ରିପୋର୍ଟ କହୁଛି…

ଭୁବନେଶ୍ୱର,୮ା୬: ଚଳିତ ସାଧାରଣ ନିର୍ବାଚନରେ ବିଜେଡି ଶୋଚନୀୟ ପରାଜୟ ବରଣ କରିଛି। ତେବେ ଏହା ପଛରେ କାର୍ତ୍ତିକ ପାଣ୍ଡିଆନଙ୍କ ଭୂମିକା ରହିଛି ବୋଲି ଚାରିଆଡ଼େ ଚର୍ଚ୍ଚା ହେଉଛି। ବର୍ତ୍ତମାନ ସବୁଠୁ ଚର୍ଚ୍ଚାର ବିଷୟ ପାଲଟିଛି ପାଣ୍ଡିଆନ କେଉଁଆଡ଼େ ଚାଲିଯିବା ଏବଂ ସ୍ତ୍ରୀ…

କୁସ୍ତିଯୋଦ୍ଧା ଅଂଶୁ ମଲିକଙ୍କୁ ରୌପ୍ୟ ପଦକ

ବୁଦାପେଷ୍ଟ, ୮ା୬: ଭାରତୀୟ ମହିଳା କୁସ୍ତିଯୋଦ୍ଧା ଅଂଶୁ ମଲିକ ଏଠାରେ ଚାଲିଥିବା ବୁଦାପେଷ୍ଟ ର଼୍ୟାଙ୍କିଙ୍ଗ ସିରିଜ ୫୭ କାଟେଗୋରିରେ ଏକ ରୌପ୍ୟ ପଦକ ହାସଲ କରିଛନ୍ତି। ଫାଇନାଲରେ ସେ ଚାଇନାର ୨୧ ବର୍ଷୀୟା ପ୍ରତିଦ୍ୱନ୍ଦ୍ୱୀ କେକ୍ସିନ ହଙ୍ଗଙ୍କଠାରୁ ୧-୧୨ ଟେକ୍‌ନିକାଲ ସୁପରିଅରିଟିରେ…

ପ୍ରେମିକାଙ୍କ ତଣ୍ଟି କାଟି ନିଜ ତଣ୍ଟି କାଟି ଆତ୍ମହତ୍ୟା କଲେ ପ୍ରେମିକ

ଦେବଗଡ଼,୮ା୬:ବିଚ୍‌ ରାସ୍ତାରେ ପ୍ରେମିକାଙ୍କ ତଣ୍ଟି କାଟିଦେଲେ ପ୍ରେମିକ। ପ୍ରେମିକାଙ୍କ ତଣ୍ଟି କାଟିବା ପରେ ନିଜ ତଣ୍ଟି କାଟି ଆତ୍ମହତ୍ୟା ବି କରିଛନ୍ତି ପ୍ରେମିକ ଜଣକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଦେବଗଡ଼ ପୌରାଞ୍ଚଳ ୪ ନମ୍ବର ଓ୍ବାର୍ଡ ଗୁରୁସାହିରେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri