Home Left

ସାଇବର ଠକାମିରେ ନୂଆ ଫର୍ଦ୍ଦ

ବିତ୍ତୀୟ ପରିଚାଳନାରେ ଡିଜିଟାଲ କାରବାରର ଲୋକପ୍ରିୟତା ଓ ବ୍ୟବହାର ଦିନକୁ ଦିନ ବୃଦ୍ଧି ପାଇଛି। ଏହା ସହ ବଢି ଚାଲିଛି ସାଇବର ଠକେଇ। ୨୦୨୪ ମସିହାର ପ୍ରଥମ ଚାରି ମାସରେ ଆମ ଦେଶରୁ ୧୭୫୦ କୋଟି ଟଙ୍କା ସାଇବରମାନଙ୍କ ପାଖକୁ ଚାଲିଯାଇଛି।…

ଇତିହାସ ରଚିଲା ଭାଜପା: ପଛରେ ରହିଗଲା କଂଗ୍ରେସ

ନୂଆଦିଲ୍ଲୀ/ଚଣ୍ଡୀଗଡ଼,୯/୧୦:ହରିୟାଣା ଓ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରରେ ସଦ୍ୟ ଅନୁଷ୍ଠିତ ନିର୍ବାଚନର ବହୁପ୍ରତୀକ୍ଷିତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭାର ୪୮ ଆସନରେ ସଫଳତା ସହ ଶାସକ ଭାଜପା ହ୍ୟାଟ୍ରିକ୍‌ ବିଜୟ ଲାଭ କରିଛି। ଏଠାରେ ଭାଜପାକୁ…

ଭିଡିଓ ଭାଇରାଲକୁ ନେଇ ବିଧାୟକଙ୍କ କୁଶ ପୁତ୍ତଳିକା ଦାହ

ସାକ୍ଷୀଗୋପାଳ,୯।୧୦ (ପ୍ରଶାନ୍ତ କୁମାର ବାରିକ୍‌/ କିଶୋର ମହାପାତ୍ର/ ଭରତ ରାଉତ):ଗତ କିଛିଦିନ ହେବ ସତ୍ୟବାଦୀ ବିଧାୟକ ଓମ୍‌ ପ୍ରକାଶ ମିଶ୍ରଙ୍କ ସହିତ ଜଣେ ଯୁବତୀଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏହାକୁ ନେଇ ସତ୍ୟବାଦୀ ନିର୍ବାଚନମଣ୍ଡଳୀରେ ବେଶ୍‌ ପ୍ରତିକ୍ରିୟା…

ଭାଜପାର ତୃତୀୟ ବିଜୟ: ସାଇନି ରହିବେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଚଣ୍ଡୀଗଡ଼,୯/୧୦:ହରିୟାଣା ବିଧାନସଭା ନିର୍ବାଚନରେ ଭାଜପା ବିଜୟୀ ହେବା ସହ କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବାକୁ ଯାଉଛି। ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ନାୟବ ସିଂ ସାଇନି ପୁନର୍ବାର ଏହି ପଦରେ ରହିବେ ବୋଲି ଭାଜପା ନେତାମାନେ କହିଛନ୍ତି। ନିର୍ବାଚନର ମାତ୍ର କେଇମାସ…

ଚଞ୍ଚକତା କରି ସରପଞ୍ଚ ହାତେଇନେଲେ ରାଶନ କାର୍ଡ

ଚାନ୍ଦବାଲି, ୯।୧୦ (କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଜଳେଶରପୁର ପଞ୍ଚାୟତ ସରପଞ୍ଚ ରାଶନ କାର୍ଡ ହାତେଇଥିବା ନେଇ ଭାଜପା ପକ୍ଷରୁ ସୋମବାର ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗରେ ଦର୍ଶାଯାଇଛି ଯେ, ରାଶନ କାର୍ଡ ନମ୍ବର-୦୪୦୫୧୫୧୦୬୮୮ରେ ପରିବାର ମୁଖ୍ୟ…

ହାରିଗଲେ ୨୦୧୯ ନିର୍ବାଚନର କିଙ୍ଗ୍‌ମେକର

ନୂଆଦିଲ୍ଲୀ,୯ା୧୦:୨୦୧୯ ହରିୟାଣା ବିଧାନସଭା ନିର୍ବାଚନରେ କିଙ୍ଗ୍‌ମେକର ଭୂମିକା ନେଇଥିବା ଜନନାୟକ ଜନତା ପାର୍ଟି (ଜେଜେପି) ଏଥର ଖାତା ଖୋଲିପାରି ନାହିଁ। ଗତ ମାର୍ଚ୍ଚରେ ଭାଜପା ସହ ମେଣ୍ଟ ଭାଙ୍ଗିବା ପରେ ଏହି ଦଳକୁ ଶୋଚନୀୟ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଦଳର…

ହରିୟାଣା ନିର୍ବାଚନ ଫଳାଫଳକୁ ନେଇ ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର):ହରିୟାଣା ନିର୍ବାଚନ ଫଳାଫଳକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ‘ଏକ୍ସ ’ ଆକାଉଣ୍ଟରେ ଉଲ୍ଲେଖ କରିଛନ୍ତି, ପ୍ରଧାନମନ୍ତ୍ରୀ ଏବଂ…

ଆତ୍ମସମର୍ପଣ କଲେ ଅନୁଭବଙ୍କ ଭାଇ ଅନୁପ୍ରାସ ମହାନ୍ତି

ବଡ଼ବିଲ,୯ା୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟରେ ମଙ୍ଗଳବାର ଓଡ଼ିଆ ସିନେ ଅଭିନେତା ତଥା ପୂର୍ବତନ ଏମ୍‌ପି ଅନୁଭବ ମହାନ୍ତିଙ୍କ ଭାଇ ଅନୁପ୍ରାସ ମହାନ୍ତି ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଆତ୍ମସମର୍ପଣ କରିବା ପରେ ସର୍ତ୍ତମୂଳକ ଜାମିନରେ ମୁକୁଳିଛନ୍ତି। ସୂଚନା ଅନୁଯାୟୀ,…

ସୋନାଲିକାର ସର୍ବୋଚ୍ଚ ଘରୋଇ ୱାଇଟିଡି ବିକ୍ରି ରେକର୍ଡ

ନୂଆଦିଲ୍ଲୀ,୯।୧୦: ଚଳିତ ଆର୍ଥିକ ବର୍ଷରେ ଭାରତର ୧ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ‘ସୋନାଲିକା’ ଏକ ନୂତନ କାର୍ଯ୍ୟଦକ୍ଷତା ବେଞ୍ଚମାର୍କ ସ୍ଥାପନ କରିଛି। ଏପରିକି ପାର୍ବଣ ଋତୁ ପୂର୍ବରୁ କମ୍ପାନୀ ୬୩,୧୩୬ଟି ଟ୍ରାକ୍ଟରର ଏକ ସର୍ବୋଚ୍ଚ ଘରୋଇ ଇୟର ଟୁ ଡେଟ୍‌(ୱାଇଟିଡି)…

ଶିଶୁପୁତ୍ରକୁ ପାଣିରେ ବୁଡ଼ାଇ ମାରିଲେ ବାପା

ନୂଆପଡ଼ା,୯ା୧୦ ( ମକାରୁ ବେମାଲ):ନୂଆପଡ଼ା ଜିଲା ବୋଡ଼େନ ଥାନା ବୋଇରଗାଁ ପଞ୍ଚାୟତ କୁଟିଆପଡ଼ାରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ୨ବର୍ଷର ଶିଶୁପୁତ୍ରକୁ ବାପା ପାଣିରେ ବୁଡ଼ାଇ ହତ୍ୟା କରିଥିବାବେଳେ ଛୁରାମାଡ଼ରେ ୧୦ବର୍ଷର ନାବାଳିକା ଝିଅ ଗୁରୁତର ହୋଇଛନ୍ତି। ଗ୍ରାମର କିଶୋର…

ପାର୍ବଣ ଶପିଙ୍ଗ୍‌ରେ ସୋସିଆଲ ମିଡିଆର ପ୍ରଭାବ

ନୂଆଦିଲ୍ଲୀ,୯।୧୦: ଚଳିତ ପାର୍ବଣ ଋତୁରେ ବ୍ୟବସାୟ ବୃଦ୍ଧି ପାଇଁ ଉଭୟ ଇ କମର୍ସ ଓ ଅନ୍‌ଲାଇନ ପ୍ଲାଟ୍‌ଫର୍ମ ଶପରମାନେ ସୋସିଆଲ ମିଡିଆକୁ ବେଶ୍‌ ଗୁରୁତ୍ୱ ଦେଇଥିଲେ। ଏପରିକି ଏଆଇ, କୁଇକ୍‌ କମର୍ସ, ମାଇକ୍ରୋ-ଇନ୍‌ଫ୍ଲୁଏନ୍ସର ଓ ଆଞ୍ଚଳିକ ଭାଷା କଣ୍ଟେଣ୍ଟ ଦ୍ୱାରା ସେମାନଙ୍କର…

ଆଜି ୧୩ ଜିଲାରେ ବର୍ଷା ସମ୍ଭାବନା: ୧୫ ପର୍ଯ୍ୟନ୍ତ ବିଶେଷ ବଦଳିବନି ପାଣିପାଗ

ଭୁବନେଶ୍ୱର,୯।୧୦(ଅନୁରାଧା ମହାରଣା):ରାଜ୍ୟରେ ବର୍ତ୍ତମାନ କୌଣସି ନିର୍ଦ୍ଦିଷ୍ଟ ପାଣିପାଗ ନିୟାମକ ସକ୍ରିୟ ନ ଥିବାବେଳେ ପୂର୍ବାଳି ବାୟୁ ପ୍ରଭାବରେ ରାଜ୍ୟକୁ କ୍ରମାଗତ ଜଳୀୟବାଷ୍ପ ପ୍ରବେଶ କରୁଛି। ଏହା ଉତ୍ତର-ପଶ୍ଚିମ ଦିଗରୁ ପ୍ରବେଶ କରୁଥିବା ଶୁଷ୍କ ବାୟୁ ଏବଂ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?