Home Left

ସଫାରି ବସ୍‌ର ଝରକାରେ କଲରାପତରିଆ

ବେଙ୍ଗାଲୁରୁ: କର୍ନାଟକର ବନ୍ନେରଘଟ୍ଟା ଜାତୀୟ ଉଦ୍ୟାନର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ଏକ କଲରାପତରିଆ ବାଘ ଗୋଟିଏ ସଫାରି ବସ୍‌ର ଝରକା ଉପରେ ଚଢ଼ିଯାଇଥିବା ଦେଖିବାକୁ ମିଳିଛି। ବାଘ ଦୀର୍ଘ ସମୟ ଧରି ଝରକାର ଜାଲିକୁ ଧରି…

ମାଟ୍ରିକ୍‌ ପରୀକ୍ଷା ନାମ ପଞ୍ଜୀକରଣରେ ଆଧାର ବାଧକ

ସମ୍ବଲପୁର, ୯ା୧୦(ଭବାନୀ ଶଙ୍କର ଭୋଇ):ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମାଟ୍ରିକ ପରୀକ୍ଷା ପାଇଁ ନବମ ଶ୍ରେଣୀଠାରୁ ଛାତ୍ରୀଛାତ୍ରଙ୍କର ପଞ୍ଜୀକରଣ କରାଯିବା ବ୍ୟବସ୍ଥା ରହିଛି। ଚଳିତବର୍ଷ ପଞ୍ଜୀକରଣ ସେପ୍ଟେମ୍ବର ୨୭ରୁ ଆରମ୍ଭ ହୋଇ ଅକ୍ଟୋବର ୯ ତାରିଖ ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଛି।…

କମିନି ଡାକସେବାର ଗୁରୁତ୍ୱ

ପ୍ରତିବର୍ଷ ଅକ୍ଟୋବର ୯ରେ ସାରା ବିଶ୍ୱରେ ବିଶ୍ୱ ଡାକ ଦିବସ ପାଳନ କରାଯାଏ। ଭାରତରେ ଅକ୍ଟୋବର ୯ରୁ ୧୫ ପର୍ଯ୍ୟନ୍ତ ଡାକ ସପ୍ତାହ ଭାବରେ ପାଳନ କରାଯାଏ। ଡାକ ଦିବସ ପାଳନ ପଛର ଉଦ୍ଦେଶ୍ୟ ହେଉଛି ଡାକ ସେବାର ଗୁରୁତ୍ୱ ବିଷୟରେ…

୧୧ରୁ ଓଟିଟିରେ ‘ସର୍‌ଫିରା’

ମୁମ୍ବାଇ: ଅଭିନେତା ଅକ୍ଷୟ କୁମାର ଓ ଅଭିନେତ୍ରୀ ରାଧିକା ମଦାନଙ୍କ ‘ସର୍‌ଫିରା’ ଗତ ଜୁଲାଇ ୧୨ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା। ତେବେ ଏହା ବକ୍ସ ଅଫିସ୍‌ରେ ଭଲ ବ୍ୟବସାୟ କରି ପାରି ନ ଥିଲା। ପ୍ରାୟ ୧୦୦ କୋଟି ଟଙ୍କାର ବଜେଟରେ…

ଭୁବନେଶ୍ୱର ସମେତ ୪ ସହରରେ ଚାଲିବ ୩୫୦ ଇ-ବସ୍‌

ଭୁବନେଶ୍ୱର,୯ା୧୦(ଅନିଲ ଦାସ):ବାୟୁ ଏବଂ ଶବ୍ଦ ପ୍ରଦୂଷଣକୁ ରୋକିବା ସହ ସାଧାରଣ ପରିବହନ ଖର୍ଚ୍ଚକୁ ହ୍ରାସ କରିବା ପାଇଁ ରାଜ୍ୟର ସହରାଞ୍ଚଳରେ ଇଲେକ୍ଟ୍ରିକ ବସ୍‌ ସେବାକୁ ତ୍ୱରାନ୍ବିତ କରାଯିବ। ଏ ନେଇ ରାଜ୍ୟ ସରକାର ୪୦୦ ଇ-ବସ୍‌ ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କୁ…

ରିଶବ ଶେଟ୍ଟୀ ଶ୍ରେଷ୍ଠ ଅଭିନେତା

ନୂଆଦିଲ୍ଲୀ, ୯।୧୦: ନୂଆଦିଲ୍ଲୀର ବିଜ୍ଞାନ ଭବନରେ ମଙ୍ଗଳବାର ୭୦ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିତରଣ ସମାରୋହ ଆୟୋଜିତ ହୋଇଯାଇଛି। ଏହି ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୧୫ ମହିଳାଙ୍କୁ ମିଶାଇ ସମୁଦାୟ ୮୫ ଜଣ…

୨୦୦ କୋଟିର ଜିଏସ୍‌ଟି ଠକେଇ ମାମଲା: ୧୪ ସ୍ଥାନରେ ଚଢ଼ାଉ, ୩୩ ଗିରଫ

ଅହମଦାବାଦ, ୮।୧୦: ଅହମଦାବାଦ କ୍ରାଇମବ୍ରାଞ୍ଚ ପକ୍ଷରୁ ଜିଏସ୍‌ଟି ଠକେଇ ବିରୋଧରେ ବଡ଼ ଅଭିଯାନ ଆରମ୍ଭ ହୋଇଛି। ଅହମ୍ମଦାବାଦ, ଜୁନାଗଡ଼, ସୁରଟ, ଖେଡ଼ା, ଭାବନଗର ଆଦି ସମେତ ଗୁଜରାଟର ୧୪ସ୍ଥାନରେ ଏହି ଚଢ଼ାଉ ହୋଇଛି। ଚଢ଼ାଉ ପରେ ୧୨ଟି ନକଲି ସଂସ୍ଥା ସହ…

୨୦୧୪ରେ ଭାଜପା ସହ ମେଣ୍ଟ ପିଡିପି ପରାଜୟର କାରଣ

ନୂଆଦିଲ୍ଲୀ,୮।୧୦: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାନଚରେ ମେହବୁବା ମୁଫ୍‌ତିଙ୍କ ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି) ଶୋଚନୀୟ ପରାଜୟ ବରଣ କରିଛି। ଏହି ଦଳର ଆସନ ସଂଖ୍ୟା ୩କୁ ହ୍ରାସ ପାଇଛି, ଯାହାକି ୧୯୯୯ ପରେ ଦଳର ସବୁଠୁ ନୈରାଶ୍ୟଜନକ ପ୍ରଦର୍ଶନ। ୨୦୧୪ ବିଧାନସଭା…

କଟା ଘା’ରେ ଚୂନ ମାରିଲେ କେଜରିଓ୍ବାଲ, ଇସାରାରେ ରାହୁଲଙ୍କୁ କହିଦେଲେ ଏମିତି…

ନୂଆଦିଲ୍ଲୀ,୮।୧୦: ହରିୟାଣା ବିଧାନସଭା ନିର୍ବାଚନ ୨୦୨୪ର ଫଳାଫଳ ସମ୍ପୂର୍ଣ୍ଣ ସ୍ପଷ୍ଟ ହୋଇ ସରିଛି। ଫଳାଫଳନୁସାରେ ଭାଜପା ପୁଣି ଥରେ ରାଜ୍ୟରେ ସରକାର ଗଠନ କରିବକୁ ଯାଉଛି। କ୍ରମାଗତ ତୃତୀୟ ଥର ପାଇଁ ଭାଜପା ହରିୟାଣାରେ କ୍ଷମତା ଦଖଲ କରିବାକୁ ଯାଉଥିବାବେଳେ କଂଗ୍ରେସର…

ଭାଜପାକୁ ବଡ଼ ଝଟ୍‌କା ଦେଲା ଜମ୍ମୁ-କଶ୍ମୀର, କାରଣ ଥିଲା…

ନୂଆଦିଲ୍ଲୀ,୮।୧୦: ଜମ୍ମୁ-କଶ୍ମୀର ୯୦ ବିଧାନସଭା ଆସନରେ ଭୋଟ ଗଣନା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏବେ ଯାଏ ନ୍ୟାଶନାଲ କନଫରେନ୍ସ ବା ଏନସି ଓ କଂଗ୍ରେସ ମେଣ୍ଟ ବହୁମତ ଛୁଇଁ ସାରିଛି। ଏବେ ଏହି ମେଣ୍ଟ ୫୦ ସିଟ୍‌ରେ ଟ୍ରେଣ୍ଡ କରୁଛି। ଭାଜପା…

ବାବୁଙ୍କୁ ବାନ୍ଧିଲା ଭିଜିଲାନ୍ସ, ସରକାରୀ କ୍ୱାର୍ଟର ଦେଇଥିଲେ ଭଡ଼ା

ଭୁବନେଶ୍ୱର,୮।୧୦: ପଞ୍ଚାୟତ ରାଜ ଏବଂ ପାନୀୟ ଜଳ ବିଭାଗର ବରିଷ୍ଠ ଅଧିକାରୀ ରମେଶ ଜଣେ ସରକାରୀ ଅଧିକାରୀ ହୋଇଥିବାବେଳେ ସରକାରୀ ନିୟମକୁ ଉଲଙ୍ଘନ କରିଥିଲେ। ସେ ୨୦୨୧ ମସିହା ଜୁନରୁ ମାର୍କେଟ୍‌ ବିଲ୍ଡିଂ ପଛପାର୍ଶ୍ୱରେ ଥିବା ସରକାରୀ କ୍ୱାର୍ଟର (ନଂ.ଆଇଭି-ଏ ୪୬/୧)କୁ…

ବ୍ଲକ ଅଧ୍ୟକ୍ଷକଙ୍କ ନାମରେ ପୁଣି ଅନାସ୍ଥା ଆଣିଲେ ସମିତିସଭ୍ୟ,ସରପଞ୍ଚ

ଭବାନୀପାଟଣା/ଥୁଆମୁଳ ରାମପୁର, ୮।୧୦(ଉତ୍ତମ କୁମାର ଦାଶ/ ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ଅଧ୍ୟକ୍ଷଙ୍କ ନାମରେ ପୁଣି ଅନାସ୍ଥା ଅଭିଯୋଗ ଆସିଛି। ଗତ ୨୭ ତାରିଖରେ ବ୍ଳକ୍ ର କେତେକ ସମିତିସଭ୍ୟା/ସଭ୍ୟ ଅନାସ୍ଥା ପ୍ରସ୍ତାବ ଆଣି ଜିଲାପାଳଙ୍କୁ ଲିଖିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?