‘ଜେଲ୍ରେ କେଜ୍ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’
ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ଆମ ଆଦମୀ ପାର୍ଟୀ ନେତା ଇଡିର ଦାବିକୁ ନେଇ କଟାକ୍ଷ…
୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…
ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର ପାତ୍ର କହିଛନ୍ତି ଯେ, ଗତଥର ପୁରୀ ସଦରରେ ଏମପି ପ୍ରାର୍ଥୀଙ୍କୁ ୯ ହଜାର ଅଧିକ…
ଡୁଡ୍ଲ ପରିବର୍ତ୍ତନ କଲା ଗୁଗ୍ଲ
ଗୁଗ୍ଲ ଡୁଡ୍ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍ ଆରମ୍ଭକୁ ସ୍ମରଣ କରି ଡୁଡ୍ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ କରିଛି। ସାଧାରଣ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଚାଲିଥିବାରୁ ଏହି ପ୍ରତୀକାତ୍ମକ ପ୍ରତିନିଧିତ୍ୱ ଦେଶରେ ଚାଲିଥିବା…
ପିକ୍ଅପ୍ରୁ ଜବତ ହେଲା ପୁଳାପୁଳା ଟଙ୍କା
ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍ଅପ୍ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ ୧ଲକ୍ଷ ୫୦୦ ଟଙ୍କା ଜବତ ହୋଇଛି। ପିକ୍ଅପରେ ଥିବା ପଦ୍ମପୁର ନିବାସୀ ଶେଖ ରଫିକଙ୍କୁ…
ଜେଲ୍ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!
ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ ମାରି ଦେବା ପାଇଁ ଯୋଜନା ହୋଇଥିବା ଆପ ପକ୍ଷରୁ ଅଭିଯୋଗ କରାଯାଇଛି। ଆପ ନେତ୍ରୀ…
ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି
ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ ଜେନା, ଏମ୍ପି ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜୟ କେତନ ବିଜେଡ଼ିରେ ଯୋଗଦେଇଛନ୍ତି । ବିଜେଡିକୁ…
ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା
ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ପ୍ରକାଶ ଥାଉକି, ଗତ ୧୭ ତାରିଖରେ ଭୁବନେଶ୍ୱରପୁର ବଜାରରେ ମୃତ ପୂର୍ଣ୍ଣଚନ୍ଦ୍ର…
ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ
ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ ଉତ୍ତରପ୍ରଦେଶ ବାରଣସୀର ଚାନ୍ଦ ଅହମ୍ମଦ(୨୪) ଓ ମହମ୍ମଦ ଅକିଲ(୨୫)। ବିଚାପତି ଅଭିଯୁକ୍ତଙ୍କୁ ୧୦ବର୍ଷ ଲେଖାଏଁ…
ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ବାଦାମବାଡ଼ି ଓ ମାଲଗୋଦାମ ଥାନା ଅଞ୍ଚଳରେ ଏପରି ଘଟଣା ଘଟିଛି। ଅଭିଯୋଗ ଆଧାରରେ ପୋଲିସ…
ନିଜକୁ ଭୋଟ୍ ଦେଇପାରିବେନି ଏହି ପ୍ରାର୍ଥୀ
ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା ପାଇଁ ମଧ୍ୟ ମତଦାନ ହେଉଛି। ବିହାରର ଗୟା, ଔରଙ୍ଗାବାଦ, ନବାଦା ଓ ଜମୁଇ ଲୋକସଭା…
ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି
ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା ପରେ ପଞ୍ଜାବ କିଙ୍ଗ୍ସ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇ ମୁମ୍ବାଇକୁ ବ୍ୟାଟିଂ କରିବାକୁ…
ଭିଜିଲାନ୍ସ ଜାଲରେ କିରାଣି
ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଶିକ୍ଷୟିତ୍ରୀ ଅନସୂୟା ନାୟକଙ୍କ ପ୍ରୋସିଡିଂ ଫାଇଲ କ୍ଲିଅର କରିବା…
Archives


