Home Left

ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ…

ବରୀ,୪ା୩(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ବ୍ଲକ ସ୍ବାଇଁଖଣ୍ଡ ପଞ୍ଚାୟତ ଯଅଁପଡ଼ା ଗ୍ରାମର ହିରଣ୍ୟ ବେଉରିଆ ନଦୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ସୂଚନାଯୋଗ୍ୟ, ରଙ୍ଗ ଖେଳ ପରେ ସାଙ୍ଗମାନଙ୍କ ସହ ନଦୀକୁ ଗାଧେଇବାକୁ ଯାଇଥିବା ବେଳେ ବୁଡ଼ିଯାଇଥିଲେ। ସେଠାରେ ଥିବା ସାଙ୍ଗମାନେ…

ହୋଲିରେ ଡିଜେ ବଜାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୧୨ ଆହତ

ତିହିଡ଼ି,୪ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ବୋଡ଼କ ପଞ୍ଚାୟତ ଅଧୀନ ଖରିଦାପାଟଣା ଗ୍ରାମରେ ବୁଧବାର ସକାଳେ ଗୋଷ୍ଠୀ ସଂଘର୍ଷ ଉପୁଜିଛି। ଡିଜେ ବଜାକୁ କେନ୍ଦ୍ର କରି ଉପୁଜିଥିବା ଏହି ସଂଘର୍ଷରେ ୧୨ଜଣ ଆହତ ହୋଇଥିବା ଜଣାଯାଇଛି। ଏହି ଘଟଣା ପରେ…

ପୋଖରୀକୁ ଖସିପଡିଲା ଟ୍ରାକ୍ଟର: ଡ୍ରାଇଭର୍‌ଙ୍କ ସହ ଘଟିଲା…

ବାହାନଗା, ୪। ୩(ଅରୂପ କୁମାର ଦାସ): ହୋଲିରେ ଅଘଟଣ। ବୁଧବାର ବାଲେଶ୍ୱର ଜିଲା ଗୋପାଳପୁର ପଞ୍ଚାୟତ ଆପିତିର ଗ୍ରାମର ଏକ ଟ୍ରାକ୍ଟର ପୋଖରୀକୁ ଖସି ପଡିବାରୁ ପଙ୍କରେ ଚାପି ହୋଇ ଡ୍ରାଇଭରର ମୃତ୍ୟୁ। ଫତେପୁର ଗ୍ରାମର ଉମା ପାତ୍ରଙ୍କ ଘର ଟ୍ରାକ୍ଟରକୁ…

କୃତଜ୍ଞତା ଜଣାଇଲେ ଦିଲ୍ଲୀପ ରାୟ, ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ସମେତ…

ଭୁବନେଶ୍ୱର,୪ା୩: ରାଜ୍ୟ ସଭା ନିର୍ବାଚନ ପାଇଁ ଓଡ଼ିଶା ରାଜନୀତି ସରଗରମ ରହିଛି। ଆସନ୍ତା ୧୬ରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। କହିବାକୁ ଗଲେ ୩ଟି ଆସନ ପାଇଁ ଭୋଟ ହେବାର ସମ୍ଭାବନା ନାହିଁ। ହେଲେ ୪ର୍ଥ ଆସନକୁ ନେଇ ଯେଉଁ…

ହୋଲିରେ ରାଜ୍ୟ କର୍ମଚାରୀଙ୍କୁ ବଡ଼ ଉପହାର, ୩% ବଢିଲା DA, ପେନଶନଭୋଗୀଙ୍କୁ…

ନୂଆଦିଲ୍‌ଲୀ,୪।୩: ହୋଲି ଅବସରରେ, ମଧ୍ୟପ୍ରଦେଶ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଖୁସି ଖବର ମିଳିଛି। ମୋହନ ଯାଦବଙ୍କ ନେତୃତ୍ୱାଧୀନ ରାଜ୍ୟ ସରକାର ମହଙ୍ଗା ଭତ୍ତା (DA) ରେ 3 ପ୍ରତିଶତ ବୃଦ୍ଧି ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ଦ୍ୱାରା…

କଳା ଚଷମା ପିନ୍ଧି ହୋଲି ଖେଳିଲେ ଯୋଗୀ ଆଦିତ୍ୟନାଥ, କହିଲେ ଭାରତ ହେଉଛି…

ଲକ୍ଷ୍ନୌ,୪ା୩: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ହୋଲି ଖେଳିଛନ୍ତି। ଏହି ଅବସରରେ ସେ ରାଜ୍ୟବାସୀଙ୍କୁ ଗର୍ବିତ ହେବାକୁ ଆହ୍ବାନ ଦେଇ କହିଛନ୍ତି, ମାନବ ଜୀବନରେ ମର୍ଯ୍ୟାଦା, ଜୀବନଶକ୍ତି, ଭକ୍ତି ଏବଂ ସମନ୍ବୟ ସନାତନ ଧର୍ମର ପ୍ରକୃତ ଶକ୍ତି। ଉତ୍ତରପ୍ରଦେଶ ଏହି ମୂଲ୍ୟବୋଧକୁ…

ସୂର୍ଯ୍ୟକୁମାରଙ୍କୁ ବଡ଼ ଝଟ୍‌କା: ସେମିଫାଇନାଲ୍‌ ପୂର୍ବରୁ…

ନୂଆଦିଲ୍ଲୀ,୪।୩: ଟି୨୦ ବିଶ୍ୱକପ ମଧ୍ୟରେ ଆଇସିସି ଅନ୍ତର୍ଜାତୀୟ ଟି୨୦ ରାଙ୍କିଙ୍ଗ ପ୍ରକାଶ କରିଛି। ଏଥିରେ ଭାରତୀୟ ବ୍ୟାଟସମ୍ୟାନ ଏବଂ ବୋଲରଙ୍କ ଉନ୍ନତି ପରିଲକ୍ଷିତ ହୋଇଛି। ବିଶେଷକରି ସଞ୍ଜୁ ସାମସନଙ୍କ ପ୍ରଭାବଶାଳୀ ଫର୍ମ ଯୋଗୁ ତାଙ୍କୁ ଜବରଦସ୍ତ ଫାଇଦା ମିଳିଛି। ତିଲକ ବର୍ମା…

T୨୦ ବିଶ୍ୱକପ୍‌ ମଝିରେ ଆସିଲା ICC ର଼୍ୟାଙ୍କିଂ; ୨୫ ଖେଳାଳିଙ୍କୁ ପଛରେ ପକାଇଲେ ସଞ୍ଜୁ ସାମସନ, ହେଲେ ଅଭିଷେକ ଶର୍ମା…?

ନୂଆଦିଲ୍ଲୀ,୪।୩: T୨୦ ବିଶ୍ୱକପ ୨୦୨୬ ଚାଲିଥିବା ସମୟରେ ICC ପକ୍ଷରୁ ଖେଳାଳିମାନଙ୍କର ସଦ୍ୟତମ T୨୦ ଅନ୍ତର୍ଜାତୀୟ ର଼୍ୟାଙ୍କିଙ୍ଗ ଜାରି କରାଯାଇଛି। ସେମିଫାଇନାଲରେ ପହଞ୍ଚି ସାରିଥିବା ଭାରତୀୟ ଦଳର ଚମତ୍କାର ପ୍ରଦର୍ଶନର ପ୍ରଭାବ ଏହି ର଼୍ୟାଙ୍କିଂରେ ସ୍ପଷ୍ଟ ଭାବେ ଦେଖିବାକୁ ମିଳିଛି। ବିଶେଷ…

ପର୍ବ ଦେଖିବାକୁ ଯାଇଥିବା ବେଳେ ଯୋଡାରେ ମହିଳାଙ୍କୁ ଗଣବଳାତ୍କାର, ଦୁଇଜଣଙ୍କୁ ବାନ୍ଧିଲା ପୋଲିସ

ଯୋଡ଼ା,୪।୩(ମାନସ ମହାନ୍ତି) : କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ବିଲେଇପଦା ଅଞ୍ଚଳରେ ମାଘେ ପର୍ଵ ସମୟ ଜଣେ ମହିଳାଙ୍କୁ ଗଣବଳାତ୍କାର । ଏହି ଘଟଣାରେ ମଙ୍ଗଳବାର ଦିନ ୨ ଜଣଙ୍କୁ ଗିରଫ କରାଯିବା ନେଇ ବଡ଼ବିଲ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ…

ଖାମେନେଇଙ୍କ ସମର୍ଥନରେ ଟ୍ରମ୍ପ-ନେତାନ୍ୟାହୁଙ୍କ ପୋଷ୍ଟର ଜାଳିଲେ ମେହବୁବା ମୁଫତି

ନୂଆଦିଲ୍ଲୀ,୪।୩: ଭାରତରେ ଅନେକ ମୁସଲିମ ସଂଗଠନ ଏବଂ ରାଜନୈତିକ ଦଳ ଇରାନ ଉପରେ ଇସ୍ରାଏଲୀ ଏବଂ ଆମେରିକୀୟ ଆକ୍ରମଣର ପ୍ରତିବାଦ କରୁଛନ୍ତି। ଦେଶର ବିଭିନ୍ନ ରାଜ୍ୟରେ ପ୍ରତିବାଦ କରାଯାଉଛି। ଏହି ପରିପ୍ରେକ୍ଷୀରେ, ପିପୁଲ୍ସ ଡେମୋକ୍ରାଟିକ ପାର୍ଟି (PDP) ଅଧ୍ୟକ୍ଷା ଏବଂ ଜମ୍ମୁ…

ହୋଲିରେ ଅଘଟଣ, ଦୁଇ ବାଇକ ମୁହାଁମୁହିଁ ଧକ୍କାରେ….

ସୁନ୍ଦରଗଡ,୪।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଭଷ୍ମା ଥାନା ଅନ୍ତର୍ଗତ ଶରଧାପାଲି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ଅପରାହ୍ନରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ…

ହୁତୁହୁତୁ ହେଇ ଜଳୁଛି କୋରାପୁଟର ମାଉଣ୍ଟେନ ପାହାଡ଼

କୋରାପୁଟ,୪।୩(ଅମିତାଭ ବେହେରା ): ବୁଧବାର ଅପରାହ୍ନରେ କୋରାପୁଟ ସହରର ଉପକଣ୍ଠରେ ଥିବା ମାଉଣ୍ଟେନ ପାହାଡ଼ରେ ନିଆଁ । ହୁତୁହୁତୁ ହୋଇ ଜଳୁଥିବା ବେଳେ କେହି ନିଆଁ ଲଗାଇ ଦେଇଥିବା ନେଇ ଅନୁମାନ କରାଯାଉଛି । ବର୍ତ୍ତମାନ ସୁଦ୍ଧା ନିଆଁକୁ ଆୟତ୍ତ କରାଯାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri