Home Left

୯ରେ ଦକ୍ଷିଣ ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର,୮ା୬(ଅନିଲ ଦାସ): ଆସନ୍ତା ୨-୩ ଦିନ ମଧ୍ୟରେ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବା ସମ୍ଭାବନା ରହିଛି । ଏଥିପାଇଁ ପାଗ ଅନୁକୂଳ ହୋଇଛି । ମୌସୁମୀ ପ୍ରଥମେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଆଦି ଜିଲାର…

ଜିନ୍‌ପିଙ୍ଗ୍‌ଙ୍କୁ ଭେଟିଲେ ଶରିଫ୍‌

ବେଜିଂ,୭ା୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶୋହବାଜ୍‌ ଶରିଫ ଶୁକ୍ରବାର ବେଜିଂରେ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କୁ ସାକ୍ଷାତ କରିଛନ୍ତି। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତୃତୀୟ ପାଳି ପାଇଁ ଶପଥ ନେବାକୁ ଯାଉଥିବାବେଳେ ଦୁଇ ପଡ଼ୋଶୀ ରାଷ୍ଟ୍ରମୁଖ୍ୟଙ୍କ ଏହି ଭେଟକୁ କୂଟନୈତିକ…

ଡ୍ରାଇଭର ଶୋଇପଡ଼ିବାରୁ ଟ୍ରେନ୍‌ ଦୁର୍ଘଟଣା

ନୂଆଦିଲ୍ଲୀ,୭ା୬: ପଞ୍ଜାବରେ ୪ ଦିନ ପୂର୍ବରୁ ଏକ ମାଲ୍‌ବାହୀ ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଉକ୍ତ ଟ୍ରେନ୍‌ର ଲୋକୋ ପାଇଲଟ୍‌ ଏବଂ ତାଙ୍କ ସହକାରୀ ଶୋଇପଡ଼ିବାରୁ ଏହି ଦୁର୍ଘଟଣା ଘଟିଥିଲା ବୋଲି ତଦନ୍ତରୁ ଜଣାପଡ଼ିଛି। ଶୋଇପଡ଼ିଥିବାରୁ ରେଡ୍‌ ସିଗ୍‌ନାଲରେ ସେମାନେ ବ୍ରେକ୍‌ ଚାପିପାରି…

ବର୍ଷକ ମଧ୍ୟରେ ମଧ୍ୟବର୍ତ୍ତୀ ନିର୍ବାଚନ: ବଘେଲ

ନୂଆଦିଲ୍ଲୀ,୭ା୬: ଲୋକ ସଭା ନିର୍ବାଚନରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରି ନ ଥିବା ଭାଜପା ସହଯୋଗୀ ଦଳଗୁଡ଼ିକର ସହଯୋଗରେ କେନ୍ଦ୍ରରେ ସରକାର ଗଢ଼ିବାକୁ ଯାଉଛି। ତେବେ ବର୍ଷକ ମଧ୍ୟରେ ଦେଶ ମଧ୍ୟବର୍ତ୍ତୀକାଳୀନ ସାଧାରଣ ନିର୍ବାଚନର ସମ୍ମୁଖୀନ ହେବ ବୋଲି ଛତିଶଗଡ଼ର ପୂର୍ବତନ…

ଲୋକ ସଭାରେ ୧୦୦ ଛୁଇଁଲା କଂଗ୍ରେସର ଆସନ!

ନୂଆଦିଲ୍ଲୀ,୭।୬: ଚଳିତ ଲୋକ ସଭା ନିର୍ବାଚନରେ ଦମଦାର ପ୍ରଦର୍ଶନ କରିଛି କଂଗ୍ରେସ। ହେଲେ ଛୁଇଁପାରି ନ ଥିଲା ୧୦୦ ଆସନ। ମଙ୍ଗଳବାର ଘୋଷଣା ହୋଇଥିବା ଫଳାଫଳ ଅନୁସାରେ କଂଗ୍ରେସ ଏକାକୀ ଦେଶରେ ୯୯ଟି ଆସନ ଜିତିଛି। ଆଗାମୀ ୧୦ ବର୍ଷ ମଧ୍ୟରେ…

ବାଲିଗୁଡ଼ାରୁ ରୂପା ଅଳଙ୍କାର ଲୁଟିଥିବା ଲୁଟେରା ଗଞ୍ଜାମରୁ ଗିରଫ: ରୂପା ଅଳଙ୍କାର ଜବତ

ବାଲିଗୁଡା,୬।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ ସଫଳତା । ଦିନ ଦ୍ବିପହର ରେ ଲୁଟ ହୋଇଥିବା ରୂପା ଅଳଙ୍କାର ଜବତ ହେବା ସହ ଜଣେ ମାଷ୍ଟର ମାଇଣ୍ଡ ଲୁଟେରାକୁ ବାଲିଗୁଡା ପୋଲିସ ଗିରଫ କରିଛି…

ମାମୁ ଘରକୁ ଆସି ଜଳ ପ୍ରପାତରେ ବୁଡି ଯୁବକ ମୃତ: ୬ ଘଣ୍ଟା ଖୋଜାଖୋଜି ପରେ ମୃତ ଦେହ ଉଦ୍ଧାର

ବିଷମ କଟକ ୬।୭(ପ୍ରସନ୍ନ କୁମାର ପଣ୍ଡା): ଜଳ ପ୍ରପାତରେ ଅଘଟଣ । ପାଣିରେ ବୁଡି ଜଣେ ଯୁବକ ମୃତ। ଏଭଳି ଦୁଃଖଦ ଘଟଣା ସାମ୍ନାକୁ ଆସିଛି ରାୟଗଡା ଜିଲା ବିଷମ କଟକ ଥାନା ଅନ୍ତର୍ଗତ ନିୟମଗିରିର ଉପର ଗଦଗଦା ଜଳ ପ୍ରାପାତରେ।…

ପୋଲିସ ଗୁଳିରେ ୫ ମାଓବାଦୀ ନିହତ

ମାଲକାନଗିରି,୭ା୬(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ଼ ନାରାୟଣପୁର ଓ ଦାନ୍ତେୱାଡା ସୀମାବର୍ତ୍ତୀ ଅଞ୍ଚଳରେ ପୋଲିସ ସହ ଗୁଳି ବିନିମୟ ଘଟି ୫ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ନାରାୟଣପୁର ଓ ଦାନ୍ତେୱାଡା ସୀମାବର୍ତ୍ତୀ ଅଞ୍ଚଳରେ ଥିବା ଗୋଭେଲ ଜଙ୍ଗଲରେ ପୋଲିସର ତଲାସି ଅଭିଯାନ ବେଳେ…

ପ୍ରଧାନମନ୍ତ୍ରୀଙ୍କୁ ମିଠାଦହି ଖୁଆଇ ସରକାର ଗଠନ କରିବାକୁ ନିମନ୍ତ୍ରଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୭।୬: ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସର ସଂସଦୀୟ ଦଳ ବୈଠକ ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ସରକାର ଗଠନ କରିବାକୁ ଦାବି ଉପସ୍ଥାପନା କରିଛନ୍ତି। ତେବେ ରାଷ୍ଟ୍ରପତି ଭାବନାରେ ଏହି ଅବସର ଅତ୍ୟନ୍ତ ହୃଦୟସ୍ପର୍ଶୀ ଥିଲା।…

କ୍ୱାର୍ଟରରୁ ଲକ୍ଷ୍ୟ ସେନ୍‌ଙ୍କ ବିଦାୟ

ଜାକର୍ତ୍ତା,୭ା୬: ଭାରତର ଷ୍ଟାର ଶଟଲର ଲକ୍ଷ୍ୟ ସେନ୍‌ ଇଣ୍ଡୋନେସିଆ ଓପନ ସୁପର ୧୦୦୦ ବ୍ୟାଡ୍‌ମିଣ୍ଟନରେ ମ୍ୟାଚ ହାରିଯାଇଛନ୍ତି। ଫଳରେ ଟୁର୍ନାମେଣ୍ଟରେ ଭାରତର ଚ୍ୟାଲେଞ୍ଜ ଶେଷ ହୋଇଛି। ବିଶ୍ୱର ୧୪ତମ ର଼୍ୟାଙ୍କିଙ୍ଗପ୍ରାପ୍ତ ସେନ୍‌ ଲଢୁଆ ପ୍ରଦର୍ଶନ କରିଥିଲେ ମଧ୍ୟ କ୍ୱାର୍ଟରଫାଇନାଲରେ ବିଶ୍ୱର ୫…

ୟୁଏସ୍‌ଠାରୁ ପରାଜୟ ପାକିସ୍ତାନ କ୍ରିକେଟ ପାଇଁ ‘କଳା ଦିବସ’

କରାଚୀ,୭ା୬: ପ୍ରଥମ ଥର ଟି୨୦ କ୍ରିକେଟ ବିଶ୍ୱକପ୍‌ ଖେଳୁଥିବା ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌)ଠାରୁ ପରାଜୟ ପାକିସ୍ତାନ କ୍ରିକେଟ ସମାଜକୁ ଖୁବ୍‌ ବ୍ୟଥିତ କରିଛି। ସେମାନେ ଏହି ଦିନକୁ ଏକ ‘କଳା ଦିବସ’ ବୋଲି ଆଖ୍ୟା ଦେଇଛନ୍ତି। ଡଲାସର ଗ୍ରାଣ୍ଡ ପ୍ରେରୀ ଷ୍ଟାଡିୟମରେ…

ନବୀନଙ୍କୁ ସମାଲୋଚନା କଲେ ଅନୁଭବ, କହିଲେ ଲାଜ କରନ୍ତୁ…

ଭୁବନେଶ୍ୱର,୭।୬: ସୋସିଆଲ ମିଡିଆ ଏକ୍ସରେ ଟ୍ବିଟ୍‌ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରିଛନ୍ତି ଭାଜପା ନେତା ଅନୁଭବ ମହାନ୍ତି। ସେ କହିଛନ୍ତି, ନବୀନଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ଲେଖିବା ବନ୍ଦ କରନ୍ତୁ। ଏହା ସମ୍ପୂର୍ଣ୍ଣ ସତ ନୁହେଁ। ବିଜୁ ଜନତା ଦଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri