ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ
ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି ଯେ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତି ଚାଲିଛି। ଏଥିପାଇଁ…
ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ
ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍ୟା ଓମ୍ନିଟକ୍ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ ବଜାର(ଭାରତ)ରେ ବୃତ୍ତିଗତ ଏବଂ ବାଣିଜି୍ୟକ ରେଡିଅସ୍ ବଣ୍ଟନ ପାଇଁ ଉଭୟ କମ୍ପାନୀ ମଧ୍ୟରେ ଉକ୍ତ…
ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ
ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି। ଏହା ପରେ ଅଖିଳଙ୍କ ସମର୍ଥକଙ୍କ ମଧ୍ୟରେ ଖୁସି ପ୍ରକାଶ ପାଇଛି। ତେବେ ଅନ୍ୟ ଏକ…
ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ
ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍ଏମ୍ଏସ୍ଆଇ) ଲିମିଟେଡ୍ର ନୂତନ କମ୍ପ୍ଲିଟଲି ନକ୍ ଡାଉନ୍ ବା ସିକେଡି ଇଞ୍ଜିନ୍ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍ଘାଟିତ ହୋଇଯାଇଛି। ଏପରିକି କମ୍ପାନୀର ହରିୟାଣାସ୍ଥିତ ମାନେସର ଗ୍ଲୋବାଲ ରିସୋର୍ସ ଫ୍ୟାକ୍ଟ୍ରିରେ ଏହି ୟୁନିଟ୍ ତଥା…
କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା
ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍ଡିନ ପକ୍ଷରୁ ଘରୋଇ ବଜାରରେ ଶ୍ରେଷ୍ଠ ନିଯୁକ୍ତିଦାତା ଓ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଆଇଟି କମ୍ପାନୀଗୁଡ଼ିକର ତାଲିକା…
ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ
ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି କ୍ଷେତ୍ର ଅଧୀନ ଅନୁଗୋଳ ଜିଲାର ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଗୁରୁବାର ତାଙ୍କ ପ୍ରଚାର ଅଭିଯାନକୁ…
ଝିଅ ପାଇଁ ଘରଡିହ ବିକିଲେ ପୂର୍ବତନ ବିଧାୟକ
ଆଳି,୧୯ା୪(ବନମାଳୀ ସେନାପତି):କେନ୍ଦ୍ରାପଡ଼ା ଲୋକ ସଭା ଆସନ ମଧ୍ୟରେ ଆଳି ବିଧାନସଭା ଆସନଟି ପ୍ରତ୍ୟେକ ନିର୍ବାଚନ ସମୟରେ ଚର୍ଚ୍ଚା ମଧ୍ୟରେ ରହିଥାଏ। ଚଳିତ ନିର୍ବାଚନରେ ମଧ୍ୟ ଏକ ରୋଚକ ଘଟଣା ସାମ୍ନାକୁ ଆସିଛି। ଆଳି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ପୂର୍ବତନ…
ବିଜେଡି, କଂଗ୍ରେସର ଛିଣ୍ଡୁନି ଟିକେଟ ଅଙ୍କ
ଯାଜପୁର,୧୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ବଡ଼ଚଣା। ବୁଧବାର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ସୀତାକାନ୍ତ ମହାପାତ୍ରଙ୍କ ପୁଅ ରାଜନାରାୟଣ ବିଜେଡିରେ ଯୋଗଦେଇ ରାଜନୈତିକ କ୍ୟାରିୟର ଆରମ୍ଭ କରିବା ସହ ଟିକେଟ ଦୌଡ଼ରେ ରହିଛନ୍ତି। କୁହାଗଲାଣି ବିଜେଡି ଏଠାରେ…
୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ
ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟ ଗ୍ରହଣ ହେବ। ୪ଟି ସଂସଦୀୟ ନିର୍ବାଚନମଣ୍ଡଳୀରେ…
ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ
ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ କମ୍ ପଏଣ୍ଟରେ ନିଆଁ ଲାଗିଥିଲେ ମଧ୍ୟ ଏବେବି ଓଡ଼ିଶା ଜଙ୍ଗଲ କେଉଁଠି ନା କେଉଁଠି…
ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ
ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ଗୁରୁବାର ସେ ବ୍ରହ୍ମପୁରରେ ବିଧାୟକ ଓ…
ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା
ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର ୩୨ ସହରରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ସେପଟେ ପୁଣି ୪୩ଡିଗ୍ରୀ ଟପିଛି ରାଜଧାନୀ…
Archives


