Home Left

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି। ଏସବୁ ମଧ୍ୟରେ ବିଶ୍ୱକପ୍‌ରେ ଖେଳିବା ଲାଗି ଏମ୍‌ ଏସ୍‌ ଧୋନୀଙ୍କୁ…

‘ଦକ୍ଷିଣ ଭାରତରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ନୂଆଦିଲ୍ଲୀ,୧୮।୪: ୨୦୨୪ ଲୋକ ସଭା ନିର୍ବାଚନ ସମ୍ପର୍କରେ ଦଳ ତଥା ବିରୋଧୀ ଦଳ ପକ୍ଷରୁ ଅନେକ ଦାବି କରାଯାଉଛି। ଗୋଟିଏ ପଟେ ଏନଡିଏ ୪୦୦ଟି ସିଟ ଜିତିବାର ଲକ୍ଷ୍ୟ ରଖିଛି। ଅନ୍ୟପଟେ କଂଗ୍ରେସ ନେତା ତଥା ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ…

କଂଗ୍ରେସର ‘ରାହୁଲୟାନ’ ନା ଲଞ୍ଚ ହୋଇପାରିଲା ନା ଲ୍ୟାଣ୍ଡ କରିପାରିଲା: ରାଜନାଥ

ପନ୍ତନମଥିଟ୍ଟା,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଶଙ୍ଖନାଦ ହୋଇଛି ଏବଂ ପ୍ରଥମ ପର୍ଯ୍ୟାୟ ଭୋଟ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ହେବ। ସେପଟେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ତଥା ଭେଟେରାନ ଭାଜପା ନେତା ରାଜନାଥ ସିଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ…

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ ମିଶ୍ରଣ ପର୍ବର ଆୟୋଜନ ହୋଇଥିଲା ସେଥିରେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ ଓ କନ୍ଧମାଳ…

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା ସିଜନରୁ ବାହାର ପଡ଼ିବା ଝଟ୍‌କା ବୋଲି କୁହାଯାଉଥିବା ବେଳେ ଦଳ ଏହାର ରିପ୍ଲେସମେଣ୍ଟ ବାଛିଛି।…

ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ ମଞ୍ଜୁର କରିଛନ୍ତି।

ଦୁବଇରେ ଦେଖିବାକୁ ମିଳିଲା ଅଦ୍ଭୁତ ଦୃଶ୍ୟ, ଦେଖୁ ଦେଖୁ ଆକାଶ ହୋଇଗଲା ସବୁଜ, ଦେଖନ୍ତୁ ଭିଡିଓ

ଦୁବଇ,୧୮।୪: ଗତ କିଛି ଦିନ ହେବ ଦୁବଇର ପାଗରେ ଅନେକ ପରିବର୍ତ୍ତନ ଦେଖାଯାଉଛି । ଯେଉଁଠାରେ ୭୫ ବର୍ଷ ମଧ୍ୟରେ ପ୍ରବଳ ବର୍ଷା ସହରକୁ ବୁଡ଼ାଇ ଦେଇଥିଲା, ଯାହା ପରେ ଦେଶ ଯେମିତି ସ୍ଥିର ହୋଇଗଲା। ପ୍ରବଳ ବର୍ଷା ପରେ ଅନେକ…

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ ସଫଳ ଅଧିନାୟକ। ସେ ତାଙ୍କ ଅଧିନାୟକତ୍ୱରେ ମୁମ୍ବାଇ ଇଣ୍ଡିଆନ୍ସକୁ ପାଞ୍ଚଟି ଟାଇଟଲ ଜିତିଛନ୍ତି। ବର୍ତ୍ତମାନ…

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି ନିମନ୍ତେ ଗୋଲାପି ଗୋଲାପି ଇସ୍ତାହାର ଜାରି କରିଥାନ୍ତି । କିନ୍ତୁ ଆଜି ମଧ୍ୟ ରାସ୍ତା…

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ର ପୁଷ୍ପା ୨ ଡିଜିଟାଲ ଷ୍ଟ୍ରିମିଂ ପ୍ଲାଟଫର୍ମକୁ ରେକର୍ଡ ୨୭୫ କୋଟି ଟଙ୍କାରେ ବିକ୍ରୀ…

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ ପାଇଁ ସର୍ବାଧିକ ରନ ସ୍କୋର କରିଥିବା ଡିଭନ କନୱେ, ଆଙ୍ଗୁଠିରେ ଆଘାତ ହେତୁ ସମଗ୍ର…

ଟିକେଟ୍‌ ମିଳିବାର ୮ ଦିନ ପରେ ଦଳରୁ ବହିଷ୍କୃତ ହେଲେ ପ୍ରାର୍ଥୀ

ଲକ୍ଷ୍ନୌ,୧୮।୪: ବହୁଜନ ସମାଜ ପାର୍ଟୀ ପ୍ରାର୍ଥୀ ରାକେଶ କୁମାର କୁଶୱାହା ବାରୁଆଙ୍କୁ ଝାନସୀ-ଲଲିତପୁର ଲୋକ ସଭା ଆସନରୁ ଟିକେଟ୍‌ ଦେବାର ୮ ଦିନ ପରେ ଦଳରୁ ବହିଷ୍କୃତ କରାଯାଇଛି। ଏହା ବ୍ୟତୀତ ଜିଲା ସଭାପତି ଜୟପାଲ ଅହିରୱାରଙ୍କୁ ମଧ୍ୟ ହଟାଇ ବି.କେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri