Home Left

ପୁଅଙ୍କୁ କ୍ଷମା କରିବେନି ଆମେରିକା ରାଷ୍ଟ୍ରପତି

ନ୍ୟୁୟର୍କ,୭।୬: ବେଆଇନ ଭାବେ ବନ୍ଧୁକ କିଣିବା ଏବଂ ରଖିବାରେ ଦୋଷୀ ସାବ୍ୟସ୍ତ ହେବା ପରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ତାଙ୍କ ପୁଅ ହଣ୍ଟର୍‌ ବାଇଡେନଙ୍କୁ କ୍ଷମା କରିବାକୁ ସମ୍ପୂର୍ଣ୍ଣ ଭାବେ ମନା କରି ଦେଇଛନ୍ତି। ସେ କହିଛନ୍ତି, କୋର୍ଟଙ୍କ ନିଷ୍ପତ୍ତିକୁ…

ପାକିସ୍ତାନକୁ ପରାସ୍ତ କରି ଇତିହାସ ରଚିଲା ଆମେରିକା

ନ୍ୟୁୟର୍କ,୭।୬: ଟି-୨୦ ବିଶ୍ୱକପ୍‌ରେ ବଡ଼ ବିପର୍ଯ୍ୟୟ ଘଟିଛି। ପାକିସ୍ତାନ ଏବଂ ଆମେରିକା ମଧ୍ୟରେ ମ୍ୟାଚ ଉଭୟ ଇନିଂସ ଶେଷ ହେବା ପର୍ଯ୍ୟନ୍ତ ଟାଇରେ ଶେଷ ହୋଇଥିଲା। କିନ୍ତୁ ସୁପର ଓଭରରେ ପାକିସ୍ତାନକୁ ପରାସ୍ତ କରି ଆମେରିକା ଇତିହାସ ସୃଷ୍ଟି କରିଛି। ସୁପର…

ଜାମିନ ଆବେଦନ କଲେ ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା,୭ା୬(ପ୍ରଭାତ ପାଣିଗ୍ରାହୀ):ଖୋର୍ଦ୍ଧାର ନବନିର୍ବାଚିତ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ପକ୍ଷରୁ ଅତିରିକ୍ତ ପ୍ରଥମ ଶ୍ରେଣୀ ଜିଲା ଦୌରାଜଜଙ୍କ ନିକଟରେ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ଗୁରୁବାର ଆବେଦନ କରାଯାଇଛି। ପୁତୁରାଙ୍କ ଶୁଦ୍ଧିକ୍ରିୟାରେ ଜଗଦ୍ଦେବ ଯୋଗଦେବା ପାଇଁ ବରିଷ୍ଠ ଓକିଲ ପ୍ରଭାତ ଦାସ କୋର୍ଟରେ…

ବିଧାନସଭାରେ ଗଞ୍ଜାମରୁ ମହିଳା ପ୍ରତିନିଧି ଶୂନ

ଛତ୍ରପୁର,୭ା୬(ସନ୍ତୋଷ ପାଢୀ):ଗଞ୍ଜାମ ଜିଲାରେ ୧୩ଟି ବିଧାନସଭା ନିର୍ବାଚନମଣ୍ଡଳୀ ରହିଛି। ୨୦୨୪ରେ ଉକ୍ତ ୧୩ ବିଧାନସଭା ଆସନ ପାଇଁ ହୋଇଥିବା ନିର୍ବାଚନରେ ଗଞ୍ଜାମ ଜିଲାରେ ଜଣେ ମଧ୍ୟ ମହିଳା ପ୍ରାର୍ଥୀ ବିଜୟୀ ହୋଇପାରିନାହାନ୍ତି। ଫଳରେ ଏଥର ବିଧାନସଭାରେ ଗଞ୍ଜାମ ଜିଲାରୁ ମହିଳା ପ୍ରତିନିଧି…

କେଜ୍‌ରିଓ୍ବାଲଙ୍କର ମାରାତ୍ମକ ରୋଗ ନାହିଁ: କୋର୍ଟ

ନୂଆଦିଲ୍ଲୀ,୭ା୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅନ୍ତରୀଣ ଜାମିନରେ ଆସି ଜୋର୍‌ଦାର ପ୍ରଚାର ଚଳାଇଥିଲେ। ସେ କୌଣସି ମାରାତ୍ମକ ରୋଗରେ ପୀଡ଼ିତ ନ ଥିବା ଏଥିରୁ ସୂଚନା ମିଳୁଛି ବୋଲି ଦିଲ୍ଲୀର ଏକ କୋର୍ଟ କହିବା ସହ ତାଙ୍କୁ ଅନ୍ତରୀଣ ଜାମିନ…

ପାର୍ଲାମେଣ୍ଟ ପରିସରରେ ଗାନ୍ଧୀ, ଆମ୍ବେଡ୍‌କର, ଶିବାଜୀଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତର; ସମାଲୋଚନା କଲା କଂଗ୍ରେସ

ନୂଆଦିଲ୍ଲୀ,୭।୬: ପାର୍ଲାମେଣ୍ଟ ପରିସରରେ ଥିବା ମହାତ୍ମା ଗାନ୍ଧୀ, ବି.ଆର୍‌. ଆମ୍ବେଡ୍‌କର ଏବଂ ଛତ୍ରପତି ଶିବାଜୀଙ୍କ ପ୍ରତିମୂର୍ତ୍ତିକୁ ସେମାନଙ୍କ ମୂଳ ସ୍ଥାନରୁ ହଟାଇ ଦିଆଯାଇଛି। ସେଗୁଡ଼ିକୁ ପୁରୁଣା ପାର୍ଲାମେଣ୍ଟ ବିଲ୍ଡିଂ ନିକଟରେ ଥିବା ଲନ୍‌କୁ ସ୍ଥାନାନ୍ତର କରାଯାଇଛି। ପ୍ରତିମୂର୍ତ୍ତିଗୁଡ଼ିକର ସ୍ଥାନ ପରିବର୍ତ୍ତନକୁ ନେଇ…

ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବାକୁ ଅପେକ୍ଷା

ପୁରୀ,୭ା୬(ଅଜିତ୍‌ କୁମାର ମହାନ୍ତି):ଓଡ଼ିଶାରେ ଭାଜପା ସରକାର ଆସିଲେ ଶ୍ରୀମନ୍ଦିର ଚାରିଦ୍ୱାର ଓ ରତ୍ନଭଣ୍ଡାର ଖୋଲାଯିବ ବୋଲି ଦଳର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାର ସମୟରେ ପ୍ରତିଶ୍ରୁତି ଦେଇଥିଲେ। ସମ୍ପ୍ରତି ରାଜ୍ୟରେ ଭାଜପା ଏକକ ସଂଖ୍ୟା ଗରିଷ୍ଠ ଦଳ ଭାବେ ଉଭାହେବା ପରେ…

ସିଂଦେଓ ପରିବାର ଜିତିଲେ, ମିଶ୍ର ହାରିଲେ

ବଲାଙ୍ଗୀର, ୭ା୬(ବୀରେନ୍ଦ୍ର କୁମାର ଝାଙ୍କର): ସ୍ବାଧୀନତା ପରବର୍ତ୍ତୀ ଓଡ଼ିଶା ରାଜନୀତିରେ ବଲାଙ୍ଗୀର ଜିଲା ଏିଊ ପ୍ରମୁଖ ରାଜନୈତିକ କେନ୍ଦ୍ର ଭାବେ ପରିଚିତ ହୋଇଆସିଛି। ଏହି ଜିଲାର ଦୁଇ ପ୍ରମୁଖ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ପରିବାର ଭାବେ ବଲାଙ୍ଗୀର ରାଜପରିବାର ବା ସିଂଦେଓ ଏବଂ…

ଏନ୍‌ଇଇଟିରେ ଅନିୟମିତତା: ସାନି ପରୀକ୍ଷା କରିବାକୁ ଛାତ୍ରୀଛାତ୍ର, ଅଭିଭାବକଙ୍କ ଦାବି

ନୂଆଦିଲ୍ଲୀ,୬ା୬: ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ହେଉଥିବା ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି-ୟୁଜି) ଫଳାଫଳ ପ୍ରକାଶ ପାଇବାର ଦିନକ ପରେ ଏଥିରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ସର୍ବଭାରତୀୟ ର଼୍ୟାଙ୍କ ୧ରେ ଥିବା ୬୭ଜଣ ଛାତ୍ରୀଛାତ୍ରଙ୍କୁ ୭୨୦ରୁ…

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗେଦେବେ ଏହି ସବୁ ଦେଶର ରାଷ୍ଟ୍ରନେତା

ନୂଆଦିଲ୍ଲୀ,୬ା୬: ଲୋକ ସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ୨୯୩ ଆସନ ଜିତି ତୃତୀୟ ଥର ପାଇଁ କେନ୍ଦ୍ରରେ ସରକାର ଗଢ଼ିବାକୁ ଯାଉଛି। ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟା ୬ରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ…

କ୍ୟାରିୟରର ଶେଷ ମ୍ୟାଚ, ଭାବପ୍ରବଣ ହେଲେ ସୁନୀଲ ଛେତ୍ରୀ

ନୂଆଦିଲ୍ଲୀ,୬।୬: ଫିଫା ବିଶ୍ୱକପ୍‌ ୨୦୨୬ କ୍ୱାଲିଫାୟର୍ସ ମ୍ୟାଚରେ ଭାରତ ଏବଂ କୁଏତ ମ୍ୟାଚ ୦-୦ ଡ୍ର’ରେ ଶେଷ ହୋଇଛି। ଏହି ମ୍ୟାଚ କୋଲକାତାର ସାଲ୍ଟ ଲେକ ଷ୍ଟାଡିୟମରେ ଖେଳାଯାଇଛି ଏବଂ ଏହା ଭାରତୀୟ ଅଧିନାୟକ ସୁନୀଲ ଛେତ୍ରୀଙ୍କ କ୍ୟାରିୟରର ଶେଷ ମ୍ୟାଚ…

ମୋଦି, ଶାହାଙ୍କ ବିରୋଧରେ ବଡ଼ ଅଭିଯୋଗ ଆଣିଲେ ରାହୁଲ

ନୂଆଦିଲ୍ଲୀ,୬ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ସର୍ବବୃହତ୍‌ ଷ୍ଟକ୍‌ ମାର୍କେଟ ଦୁର୍ନୀତିର ସହ ସିଧାସଳଖ ସମ୍ପୃକ୍ତ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଅଭିଯୋଗ କରିଛନ୍ତି। ସେମାନଙ୍କ ପରାମର୍ଶକ୍ରମେ ଶେୟାର ବଜାରରେ ପୁଞ୍ଜି ଲଗାଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri