ଭାରତ ପହଞ୍ଚିବା ପରେ ‘ୟୁ-ଟର୍ନ’ ନେଲେ ମାଲଦ୍ୱୀପ ରାଷ୍ଟ୍ରପତି, ଭାରତୀୟ ପର୍ଯ୍ୟଟକଙ୍କୁ କହିଲେ…
ନୂଆଦିଲ୍ଲୀ,୭।୧୦: ଭାରତ ଗସ୍ତରେ ଥିବା ମାଲଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ବର୍ତ୍ତମାନ ନିଜର ସ୍ବର ପରିବର୍ତ୍ତନ କରିଛନ୍ତି। ମୁଇଜୁ କହିଛନ୍ତି ଯେ ଭାରତର ସୁରକ୍ଷାକୁ ଦୁର୍ବଳ କରିବା ପାଇଁ ସେ କିଛି କରିବେ ନାହିଁ ଏବଂ ସେ ଦିଲ୍ଲୀକୁ ଜଣେ ମୂଲ୍ୟବାନ…
ପାର୍ବଣରେ ଗଡ଼ିବ ବସ୍ : ଆନ୍ଦୋଳନ ନିଷ୍ପତ୍ତିରୁ ଓହରିଲେ….
ଭୁବନେଶ୍ୱର,୭।୧୦: ଆଉ ହେବନି ବସ୍ ଧର୍ମଘଟ। ସୋମବାର ସନ୍ଧ୍ୟାରୁ ହେବାକୁ ଥିବା ବସ ଧର୍ମଘଟ ପ୍ରତ୍ୟାହୃତ କରିନେଲେ ଘରୋଇ ବସ୍ ମାଲିକ ସଂଘ। ଦକ୍ଷିଣ ଓ ପଶ୍ଚିମାଞ୍ଚଳ ବସ ମାଲିକ ସଂଘ ନିଷ୍ପତ୍ତିରୁ ଓହରି ଯାଇଛନ୍ତି। ପରିବହନ ମନ୍ତ୍ରୀଙ୍କ ସହ ବୈଠକ…
ଶସ୍ତାରେ ଟମାଟୋ ବିକିବେ ସରକାର, ଜାଣନ୍ତୁ କେତେ ଦାମରେ ଆଉ କେଉଁଠି ମିଳିବ
ନୂଆଦିଲ୍ଲୀ,୭।୧୦: ଟମାଟୋର ଆକାଶଛୁଆଁ ମୂଲ୍ୟକୁ ନିୟନ୍ତ୍ରଣ କରିବା ପାଇଁ ସରକାର ଏକ ବଡ ପଦକ୍ଷେପ ନେଇଛନ୍ତି। ସୋମବାରଠାରୁ ସରକାର ଶସ୍ତା ମୂଲ୍ୟରେ ଟମାଟୋ ବିକ୍ରି କରିବେ। ନ୍ୟାସନାଲ କୋଅପରେଟିଭ କଞ୍ଜ୍ୟୁମର ଫେଡେରେସନ (ଏନସିସିଏଫ) ଏବଂ ସଫଳର ଆଉଟଲେଟ ମାଧ୍ୟମରେ ଦିଲ୍ଲୀ ଏବଂ…
OSSSC ବିରୋଧରେ ଏକାଠି ହେଲେ ହଜାର ହଜାର ପରୀକ୍ଷାର୍ଥୀ, ତ୍ରୁଟି ଅଭିଯୋଗ ଆଣି ଅଧିକାରୀଙ୍କ…
ଭୁବନେଶ୍ୱର,୭ା୧୦: OSSSC ବିରୋଧରେ ଏକାଠି ହୋଇଛନ୍ତି ହଜାର ହଜାର ପରୀକ୍ଷାର୍ଥୀ। ପରୀକ୍ଷା ବିଭ୍ରାଟକୁ ନେଇ ଭୁବନେଶ୍ବର ଲୋୟର ପିଏମ୍ଜିରେ ପରୀକ୍ଷାର୍ଥୀ ଏକଜୁଟ୍ ହୋଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆର୍ଆଇ, ଏଆର୍ଆଇ, ଅମିନ, ଆଇସିଡିଏସ୍ ପରୀକ୍ଷା ଆଦି ବାତିଲ ଦାବିରେ ଏହି ବିକ୍ଷୋଭ…
ଉପକୂଳରେ ପ୍ରବଳ ବର୍ଷା: ୩ ଘଣ୍ଟା ପର୍ଯ୍ୟନ୍ତ ନିର୍ଧୂମ ଛେଚିବ
ଭୁବନେଶ୍ୱର,୭।୧୦: ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ଉପକୂଳର ଓଡ଼ିଶାର ୭ ଜିଲାକୁ ସତର୍କ ସୂଚନା ଜାରି ହୋଇଛି। ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର,…
ଇସ୍ରାଏଲ ଉପରେ ରକେଟ ମାଡ କଲା ହେଜବୋଲ୍ଲା
ଇସ୍ରାଏଲ,୭।୧୦: ହେଜବୋଲ୍ଲା ଇସ୍ରାଏଲର ତୃତୀୟ ବୃହତ୍ତମ ସହର ହାଇଫା ଉପରେ ରକେଟ ଆକ୍ରମଣ କରିଛି। ଏଥିରେ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ହେଜବୋଲ୍ଲାଙ୍କ କହିବାନୁସାରେ, ଏହା ହାଇଫାର ଦକ୍ଷିଣରେ ଅବସ୍ଥିତ ଏକ ସାମରିକ ବେସକୁ ଟାର୍ଗେଟ କରିଥିଲା, ଯେଉଁଥିପାଇଁ…
ମନ୍ତ୍ରୀଙ୍କ ବାସଭବନରେ ଘରୋଇ ବସ୍ ମାଲିକ ସଂଘର ବୈଠକ: ଚାଲିଛି ମାନସ ମନ୍ଥନ
ଭୁବନେଶ୍ୱର,୭।୧୦: ବସ୍ ଧର୍ମଘଟ ପ୍ରତିହତ ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ବସିଛି। ପରିବହନ ମନ୍ତ୍ରୀଙ୍କ ବାସଭବନରେ ଘରୋଇ ବସ୍ ମାଲିକ ସଂଘର ବୈଠକ ହୋଇଛି। ସନ୍ଧ୍ୟା ୭ଟାରୁ ଦକ୍ଷିଣ ଓ ପଶ୍ଚିମାଞ୍ଚଳ ବସ୍ ମାଲିକ ସଂଘ ବନ୍ଦ ଡାକରା ଦେଇଛି। ପୂର୍ବରୁ…
ଲାଲୁଙ୍କ ସମେତ ୯ ଜଣଙ୍କୁ ଜାମିନ ଦେଲେ କୋର୍ଟ
ପାଟନା,୭ା୧୦: ଚାକିରି ପାଇଁ ଜମି ମାମଲାରେ ଲାଲୁ ପ୍ରସାଦ ଯାଦବଙ୍କ ସମେତ ସମସ୍ତ ୯ ଅଭିଯୁକ୍ତଙ୍କୁ ରାଉସ୍ ଆଭେନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏହି ମାମଲାର ଶୁଣାଣି ସୋମବାର ହୋଇଥିଲା। ବର୍ତ୍ତମାନ ପରବର୍ତ୍ତୀ ଶୁଣାଣି ୨୫ ଅକ୍ଟୋବରରେ ହେବ। ସମସ୍ତଙ୍କୁ…
ଉଜୁଡ଼ିବ ୨ ଶହ ଏକର ଚାଷଜମି, ଇନ୍ଦ୍ରାବତୀ କର୍ତ୍ତୃପକ୍ଷଙ୍କ ନଜର ପଡୁନି
ଜୁନାଗଡ଼,୭।୧୦(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବାଗଡୁଙ୍ଗରୀ ଓ ଭେଜିପଦର ଗ୍ରାମକୁ କେନାଲ ପାଣି ସଠିକ୍ ଭାବରେ ପହଞ୍ଚି ପାରୁ ନାହିଁ। ଯାହାଫଳରେ ସେଠାରେ ଚାଷ ହୋଇଥିବା ପ୍ରାୟ ୨ ଶହ ଏକର ଧାନଚାଷ ଉଜୁଡ଼ିବା ଆଶଙ୍କା ଦେଖାଦେଇଛି।…
ହିଲଭିୟୁରେ ଟୟ ଟ୍ରେନ୍
ଦାରିଙ୍ଗବାଡି, ୭/୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଏକ ପ୍ରମୁଖ ପର୍ଯ୍ୟଟନକ୍ଷେତ୍ର ଭାବେ ରାଜ୍ୟ ତଥା ରାଜ୍ୟ ବାହାରେ ବେଶ ପରିଚିତ । ତେବେ ଦାରିଙ୍ଗବାଡିର ଅନେକ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଥିବା ହିଲଭିୟୁ ପାର୍କ…

