Home Left

୫୦୪ ନୂଆ ଏମ୍‌ପି କୋଟିପତି, ୨୫୧ଙ୍କ ନାମରେ ମାମଲା

ନୂଆଦିଲ୍ଲୀ, ୬ା୬: ଦେଶରେ ୧୮ତମ ଲୋକସଭା ନିର୍ବାଚନ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି । ନିର୍ବାଚନରେ ବର୍ତ୍ତମାନ ସରକାରରେ ଥିବା ଭାଜପା ଦଳକୁ ୨୪୦ ଆସନ ମିଳିଛି। ଅନ୍ୟପଟେ କଂଗ୍ରେସ ଏଥର ୯୯ ଆସନ ଜିତିବାରେ ସକ୍ଷମ ହୋଇଛି। ୨୯୩ ଅସନ…

ଚନ୍ଦ୍ରବାବୁ ନାଇଡୁ ନା ନୀତୀଶ କୁମାର, କିଏ ସବୁଠୁ ଧନୀ, ଜାଣନ୍ତୁ ଉଭୟଙ୍କ ମୋଟ୍‌ ସମ୍ପତ୍ତି

ନୂଆଦିଲ୍ଲୀ,୬।୬: ଲୋକ ସଭା ନିର୍ବାଚନ ପରେ ନୀତୀଶ କୁମାର ଏବଂ ଟିଡିପି ନେତା ଚନ୍ଦ୍ରବାବୁ ନାଇଡୁଙ୍କୁ ନେଇ ଅଧିକ ଆଲୋଚନା କରାଯାଉଛି, କାରଣ ଉଭୟ ବର୍ତ୍ତମାନ ଏନଡିଏ ପାଇଁ କିଙ୍ଗମେକରଙ୍କ ଭୂମିକା ତୁଲାଉଛନ୍ତି। ଯଦି ଉଭୟ ଏନଡିଏକୁ ସମର୍ଥନ କରନ୍ତି ନାହିଁ,…

ଅଖିଳେଶଙ୍କ ନୂଆ ରଣନୀତି, ବିଧାୟକ ପଦ ଛାଡ଼ି ଦିଲ୍ଲୀ ରାଜନୀତିରେ ହେବେ ସକ୍ରିୟ…

ନୂଆଦିଲ୍ଲୀ,୬।୬: ଲୋକ ସଭା ନିର୍ବାଚନରେ ସମାଜବାଦୀ ପାର୍ଟି ଭଲ ପ୍ରଦର୍ଶନ କରିଛି। ଏହାର ଶ୍ରେୟ ଅଖିଳେଶ ଯାଦବଙ୍କୁ ଯାଉଥିବା ବେଳେ ଏବେ ସେ ନୂଆ ରଣନୀତିରେ କାମ କରୁଛନ୍ତି। ସେ ବିଧାୟକ ପଦ ଛାଡ଼ିବା ପରେ ଦିଲ୍ଲୀ ରାଜନୀତିରେ ସକ୍ରିୟ ହେବେ।…

ଅଯୋଧ୍ୟାରେ ଭାଜପା ହାରିବା ପରେ, ଲକ୍ଷ୍ମଣ କହିଲେ…

ନୂଆଦିଲ୍ଲୀ, ୬ା୬: ଲୋକସଭା ନିର୍ବାଚନରେ ଭାଜପା ଅଯୋଧ୍ୟାର ଫୌଜାବାଦ୍‌ ଆସନରୁ ହାରିଯାଇଛି। ଏହାକୁ ନେଇ ସାରା ଦେଶରେ ଚର୍ଚ୍ଚା ଲାଗି ରହିଛି। ବିପକ୍ଷ ଦଳର ନେତା ଏହାକୁ ହିନ୍ଦୁତ଼୍ବ ରାଜନୀତି ବିରୋଧରେ ଜନାଦେଶ ବୋଲି କହିଛନ୍ତି। ଅନ୍ୟପଟେ ଏହି ଆସନକୁ ନେଇ…

ଭାଜପାର ଟେନ୍‌ସନ୍‌ ବଢାଇଲା ଜେଡିୟୁ

ନୂଆଦିଲ୍ଲୀ,୬।୬: ୨୦୧୪ ପରଠାରୁ ପ୍ରଥମ ଥର ପାଇଁ ଲୋକ ସଭା ନିର୍ବାଚନରେ ଭାଜପା ସଂଖ୍ୟାଗରିଷ୍ଠତା ହାସଲ କରି ନାହିଁ। ଏଭଳି ପରିସ୍ଥିତିରେ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ)ରେ ଅନ୍ତର୍ଭୁକ୍ତ ଦଳଗୁଡ଼ିକ ଉପରେ ଭାଜପାର ନିର୍ଭରଶୀଳତା ବୃଦ୍ଧି ପାଇଛି। ଏନଡିଏର ସହଯୋଗୀମାନେ ଏହା…

BSKY କାର୍ଡକୁ ନେଇ ବଡ଼ କଥା କହିଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୬ା୬: ରାଜ୍ୟରେ ବିଏସ୍‌କେଓ୍ବାଇ ଯୋଜନାକୁ ନେଇ ଚାଲିଥିବା ଦ୍ୱନ୍ଦ୍ୱକୁ ଦୂର କରିଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା। ଗୁରୁବାର ସେ ଏକ ଭିଡିଓ ଜାରି କରି ସ୍ପଷ୍ଟ କହିଛନ୍ତି ଯେ, ବିଏସ୍‌କେଓ୍ବାଇ ଯୋଜନା ଚାଲୁ ରହିଛି। ଏହି ଯୋଜନାରେ ରୋଗୀଙ୍କ…

ଇଣ୍ଡିଆ ମେଣ୍ଟ ଗଢିବ କି ସରକାର: ଚକିତ କଲା ଭଳି ମନ୍ତବ୍ୟ ଦେଲେ ଅଖିଳେଶ

ନୂଆଦିଲ୍ଲୀ,୬।୬: ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର ଇଣ୍ଡିଆ ମିଳିତ ମେଣ୍ଟ ସରକାର ଗଠନ କରିବାର ଆଶା ବ୍ୟକ୍ତ କରିଛନ୍ତି। ସାମ୍ବାଦିକମାନଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଗଣତନ୍ତ୍ରରେ ଯେତେବେଳେ ଗଣନା ହୁଏ, ଆଶା ଏବଂ ଭରସା କେବେ…

ଭାରତୀୟ ସ୍ବାମୀ ଖୋଜୁଛନ୍ତି ରୁଷୀୟ ଇନ୍‌ଫ୍ଲୁଏନ୍ସର

ନୂଆଦିଲ୍ଲୀ: ସମ୍ପ୍ରତି ସୋସିଆଲ ମିଡିଆରେ ଭିଡିଓ ହେଉ ଅବା ରିଲ୍ସ କୌଣସି ମଧ୍ୟ କଣ୍ଟେଣ୍ଟ୍‌ ଦ୍ରୁତ ଗତିରେ ଭାଇରାଲ ହେଉଛି। ବିଭିନ୍ନ ସୋସିଆଲ ମିଡିଆରେ କଣ୍ଟେଣ୍ଟ୍‌ କ୍ରିଏଟରମାନେ ମଧ୍ୟ ଏପରି ଭିଡିଓ ଅପଲୋଡ୍‌ କରୁଛନ୍ତି ଯାହାକୁ ୟୁଜର୍ସମାନେ ବେଶ୍‌ ପସନ୍ଦ କରୁଛନ୍ତି।…

ପଶ୍ଚିମବଙ୍ଗରେ ହାରିବା ପରେ, ଭାଜପାରେ ଆରମ୍ଭ ହେଲା କଳି

କୋଲକାତା, ୬ା୬: ୨୦୨୪ ଲୋକସଭା ନିର୍ବାଚନରେ ଏନ୍‌ଡିଏକୁ ବହୁମତ ମିଳିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ହେଲେ ଚଳିତ ନିର୍ବାଚନରେ ପଶ୍ଟିମବଙ୍ଗ, ମହାରାଷ୍ଟ୍ର ଏବଂ ଉତ୍ତରପ୍ରଦେଶରେ ଭାଜପା ନୈରାଶ୍ୟ ପ୍ରଦର୍ଶନ କରିଛି। ମହାରାଷ୍ଟ୍ରରେ…

ଅନ୍ୟତ୍ର ବିବାହ ଠିକ୍‌ ହେବାରୁ ଝୁଲିପଡ଼ିଲେ ଯୁବତୀ

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଙ୍କୁରା ଗ୍ରାମ  ଝପାସାହିରେ ଗୁରୁବାର ଶୋଇବା ଘରୁ ଜଣେ ୨୦ ବର୍ଷୀୟା ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବତୀ ଜଣକ ହେଉଛନ୍ତି ବାଟି ବୁଲିଉଲିଙ୍କ ଝିଅ ଶକୁନ୍ତଳା। ଘଟଣାସ୍ଥଳରେ ପାଟଣା…

ନରେନ୍ଦ୍ର ମୋଦି ହେବେ ନାହିଁ ପ୍ରଧାନମନ୍ତ୍ରୀ: ପପୁ ଯାଦବଙ୍କ ଭବିଷ୍ୟବାଣୀ

ପାଟନା,୬।୬: ବିହାରର ପୂର୍ଣ୍ଣିୟା ଲୋକ ସଭା ଆସନରୁ ସ୍ବାଧୀନ ଭାବେ ଜିତିଥିବା ପପୁ ଯାଦବ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ଏନଡିଏ ସରକାର ଗଠନ ହେଲେ ମଧ୍ୟ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବେ ନାହିଁ ବୋଲି ସେ ଭବିଷ୍ୟବାଣୀ କରିଛନ୍ତି। ପପୁ…

ଇସ୍ରୋକୁ ନେଇ ଆସିଲା ବଡ଼ ସତ, ଇଞ୍ଜିନିୟର କହିଲେ…

ନୂଆଦିଲ୍ଲୀ, ୬ା୬: ଇତିହାସ ରଚିଥିବା ଚନ୍ଦ୍ରଯାନ ୩ର ମିଶନରେ କାମ କରୁଥିବା ଜଣେ ବୈଜ୍ଞାନିକଙ୍କ ବଡ଼ ବୟାନ ସାମ୍ନାକୁ ଆସିଛି। ଏକ ସାକ୍ଷାତକାରରେ ସେ ଇସ୍ରୋ ବା ଭାରତୀୟ ମହାକାଶ ଗବେଷଣା କେନ୍ଦ୍ରର ବର୍ତ୍ତମାନର ସ୍ଥିତି ଉପରେ ଆଲୋକପାତ କରିଛନ୍ତି। ଇସ୍ରୋ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri