Home Left

‘ଟାଇମ୍’ ମାଗାଜିନ ୧୦୦ ପ୍ରଭାବଶାଳୀ ବ୍ୟକ୍ତିତ୍ୱ ତାଲିକାରେ ସାକ୍ଷୀ ମଲିକ୍-ଆଲିଆ ଭଟ୍ଟ

ନୂଆଦିଲ୍ଲୀ, ୧୭।୪: ଟାଇମ୍ ମାଗାଜିନ୍ ୨୦୨୪ ବର୍ଷର ୧୦୦ ପ୍ରଭାବଶାଳୀ ବ୍ୟକ୍ତିତ୍ୱର ତାଲିକା ପ୍ରକାଶ କରିଛି। ବୁଧବାର ସନ୍ଧ୍ୟାରେ ପ୍ରକାଶିତ ଏହି ତାଲିକାରେ ଦୁଇ ଭାରତୀୟଙ୍କ ନାମ ରହିଛି। ଅଲିମ୍ପିକ୍ ପଦକ ବିଜେତା ସାକ୍ଷୀ ମଲିକ୍ ଏବଂ ଅଭିନେତ୍ରୀ ଆଲିଆ ଭଟ୍ଟ…

ଓଡ଼ିଶା କଂଗ୍ରେସର ୨୬ଜଣିଆ ନିର୍ବାଚନ ପରିଚାଳନା କମିଟି, ତାଲିକାରେ ଏହି ବଡ଼ ନେତା

ଭୁବନେଶ୍ୱର,୧୭।୪: ଓଡ଼ିଶା ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ୨୬ ଜଣିଆ ନିର୍ବାଚନ ପରିଚାଳନା କମିଟି ତାଲିକା ବୁଧବାର ଜାରି ହୋଇଛି। ଏହି ତାଲିକାକୁ ଅଖିଳ ଭାରତୀୟ ଜାତୀୟ କଂଗ୍ରେସର ଅନୁମୋଦନ କରିଥିବା ନେଇ ସାଧାରଣ ସଂପାଦକ କେ.ସି…

ଆସନ୍ତାକାଲି ଘଣ୍ଟାଏ ବନ୍ଦ ରହିବ ଟ୍ରେନ ରିଜର୍ଭଭେଶନ ସେବା

ନୂଆଦିଲ୍ଲୀ,୧୭।୪: ଯଦି ଆପଣ କୌଣସି ସ୍ଥାନକୁ ଟ୍ରେନରେ ଯିବା ପାଇଁ ରିଜର୍ଭଭେଶନ ଟିକେଟ୍‌ ବୁକ୍‌ କରୁଛନ୍ତି ତେବେ ଏହାକୁ ତୁରନ୍ତ କରିନିଅନ୍ତୁ । କାରଣ ବୈଷୟିକ କାରଣରୁ ଅନଲାଇନ ଓ ଅଫଲାଇନ ରିଜର୍ଭଭେଶନ(ସଂରକ୍ଷଣ) ସମ୍ବନ୍ଧୀୟ ସେବା ବନ୍ଦ ରହିବାକୁ ଯାଉଛି। ଯାତ୍ରୀଙ୍କ…

ଆଇପିଏଲ୍ ରୁ ଅବସର ନେବେ ନାହିଁ ଧୋନୀ!, ଦୁଇ ସାଙ୍ଗ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୧୭।୪: ଚଳିତ ସିଜିନରେ ମହେନ୍ଦ୍ର ସିଂ ଧୋନୀ ଜଣେ ଖେଳାଳି ଭାବେ ଆଇପିଏଲ ଖେଳୁଛନ୍ତି। ସିଜିନ୍ ଆରମ୍ଭରେ ଧୋନୀ ଚେନ୍ନାଇ ସୁପର କିଙ୍ଗସ(ସିଏସକେ) ଅଧିନାୟକ ପଦ ଋତୁରାଜ ଗାଏକ୍ଵାଡଙ୍କୁ ହସ୍ତାନ୍ତର କରିଥିଲେ। ଅଧିନାୟକ ପଦ ଛାଡିବା ପରେ ଏହି ଦାବି…

ନାମାଙ୍କନ ଦାଖଲ କରି ଓହରିଲେ ଗୁଲାମ ନବୀ ଆଜାଦ, ଲଢିବେ ନାହିଁ ଲୋକ ସଭା ନିର୍ବାଚନ

ନୂଆଦିଲ୍ଲୀ, ୧୭।୪: ଡେମକ୍ରାଟିକ୍ ପ୍ରୋଗ୍ରେସିଭ ଆଜାଦ ପାର୍ଟି (DPAP) ମୁଖ୍ୟ ଗୁଲାମ ନବୀ ଆଜାଦ ୨୦୨୪ ନିର୍ବାଚନରେ ନ ଲଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାପୂର୍ବ ପୂର୍ବତନ କଂଗ୍ରେସ ନେତା ଅନନ୍ତନାଗ-ରଜୌରୀ ଲୋକ ସଭା ଆସନରୁ ଲଢ଼ିବାକୁ ପାର୍ଟି ଦ୍ୱାରା ମନୋନୀତ ହୋଇଥିଲେ।…

ରାମନବମୀ ଅବସରରେ ମୋଟର ସାଇକେଲ ରାଲିରେ ଦୁଇ ରାଜନୈତିକ ଦଳର ସମର୍ଥକ ଶ୍ରେୟ ନେବା ପ୍ରୟାସ

ପଟ୍ଟାଙ୍ଗି,୧୭।୦୪(ଶରତ ଧଳ)ସାରା ରାଜ୍ୟରେ ରାମନବମୀକୁ ନେଇ ରାମ ଓ ହନୁମାନ ମନ୍ଦିର ମାନଙ୍କରେ ଉତ୍ସବ ମୁଖର ହୋଇ ଉଠିଥିବାବେଳେ ଯୁବ ଗୋଷ୍ଠୀଙ୍କ କ୍ଷେତ୍ରରରେ ଏହାକୁ ନେଇ ଦେଖା ଦେଇଛି ଉତ୍ସାହ । ଏପରି କ୍ଷେତ୍ରରେ ଅନେକ ସ୍ଥାନରେ ଉକ୍ତ ଗୋଷ୍ଠୀଙ୍କ ପକ୍ଷରୁ…

ଏଲନ ମସ୍କଙ୍କ ‘ଏକ୍ସ’କୁ ବ୍ୟାନ୍‌ କଲା ପାକିସ୍ତାନ

ଇସଲାମାବାଦ,୧୭।୪: ପାକିସ୍ତାନ ଏଲନ ମସ୍କଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ(ପୂର୍ବରୁ ଟୁଇଟର)କୁ ବ୍ୟାନ୍‌ କରିଦେଇଛି। ଦେଶର ସୁରକ୍ଷା ପ୍ରତି ବିପଦ ଦର୍ଶାଇ ଫେବୃଆରୀରେ ହିଁ ଏକ୍ସକୁ ବ୍ୟାନ୍‌ କରିବାକୁ ନେଇ ସରକାର ଏନେଇ ଆଦେଶ ଦେଇଥିଲେ। ହେଲେ ବୁଧବାର ଏହି ବ୍ୟାନ୍‌କୁ…

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବା ପରେ ଏହା ହେଉଛି ପ୍ରଥମ ରାମ ନବମୀ। ଏହି ବିଶେଷ ଅବସରରେ…

ସନ୍ନ୍ୟାସ ନେଇଥିବା ସତ୍ତ୍ୱେ ବିଶ୍ୱକପ୍‌ ଖେଳିପାରନ୍ତି ସୁନୀଲ ନାରିନ୍‌, ନିଷ୍ପତ୍ତି ବଦଳାନ୍ତୁ ବୋଲି…

ନୂଆଦିଲ୍ଲୀ,୧୭।୪: ଚଳିତ ବର୍ଷ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ରେ ଖେଳିପାରନ୍ତି ସୁନୀଲ ନାରିନ୍‌। ସେ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରିଥିଲେ ହେଁ ତାଙ୍କୁ ଫେରାଇ ଆଣିବାକୁ ଚେଷ୍ଟା ଜାରି ରହିଥିବା ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ରୋଭମ୍ୟାନ୍‌ ପାଓ୍ବେଲ କହିଛନ୍ତି। ହେଲେ କୋଲକାତା…

ଗର୍ଭବତୀ ଥାଇ ବି ଆକ୍ସନ ସିନ୍‌ କରୁଛନ୍ତି ଦୀପିକା!

ମୁମ୍ବାଇ: ବଲିଉଡର ‘ମସ୍ତାନୀ’ ଅର୍ଥାତ୍‌ ଦୀପିକା ପାଦୁକୋନ ୨୦୨୪ ସେପ୍ଟେମ୍ବରରେ ମା’ ହେବାକୁ ଯାଉଛନ୍ତି। ଏହି ମୁହୂର୍ତ୍ତକୁ ଅନୁଭବ କରିବାକୁ ଉଭୟ ଅଭିନେତା ରଣବୀର ସିଂ ଏବଂ ଦୀପିକା ବହୁତ ଉତ୍ସାହିତ ଅଛନ୍ତି। ଅଧିକାଂଶ ଅଭିନେତ୍ରୀ ଗର୍ଭାବସ୍ଥାରେ ସମ୍ପୂର୍ଣ୍ଣ ବିଶ୍ରାମ ନେବା…

କ୍ରିମନାଲ ଲୟର ହେବାକୁ ଚାହୁଁଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଷ୍ଟାର କିଡଙ୍କ କଥା ଯଦି ଆଲୋଚନାକୁ ନିଆଯାଏ, ତେବେ କୁହାଯାଏ ଯେ ଏମାନେ ପ୍ୟାରେଣ୍ଟସଙ୍କ ପଥ ଅନୁସରଣ କରି ମନୋରଞ୍ଜନ ଦୁନିଆରେ ନିଜର କ୍ୟାରିୟର ଗଢିଥାଆନ୍ତି। ହେଲେ ବଲିଉଡ ଦୁନିଆରେ ଏମିତି ଜଣେ ଆଗଧାଡିର ନାୟିକା ଅଛନ୍ତି ଯେ…

ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି, ଆହୁରି ୨ ରୁ ୪ ଡିଗ୍ରୀ ବଢିବ ତାପମାତ୍ରା

ଭୁବନେଶ୍ୱର, ୧୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ବାୟୁମଣ୍ଡଳର ନିମ୍ନଭାଗରେ ରାଜ୍ୟକୁ ପଶ୍ଚିମ ତଥା ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବେଶ କରୁଥିବାରୁ ତାପମାତ୍ରା ବୃଦ୍ଧି ପାଇଛି। ଏଥିସହିତ ସୂର୍ଯ୍ୟକିରଣର ତୀବ୍ରତା ବୃଦ୍ଧି ପାଉଥିବାରୁ ଆଗାମୀ ୪ ରୁ ୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri