ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର
ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ ରୟାଲ ବକ୍ସରୁ ଏକ ମ୍ୟାଚ ଦେଖୁଥିବାର ଦେଖାଯାଇଥିଲା। ସାରା ତେନ୍ଦୁଲକର ଯାହାଙ୍କ ସହ…
ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା
ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ ଶ୍ରେୟସ ଆୟର ଏବଂ ଟିମ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସିରିଜରେ କ୍ଲିନ ସ୍ବିପ୍ରୁ…
TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ
କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି। ସୂତ୍ର ଅନୁଯାୟୀ, ଏହି ପ୍ରସଙ୍ଗରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା ଶେଷ ହୋଇଛି…
ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…
ମେଲ୍ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍ବୋର୍ନର ଏକ ହୋଟେଲରେ ଜଣେ ଅତି ଦକ୍ଷିଣପନ୍ଥୀ ଆପ୍ରବାସନ ବିରୋଧୀ ବିକ୍ଷୋଭକାରୀ ତାଙ୍କ ବିରୋଧରେ ଅଶ୍ଳୀଳ ଭାଷାରେ ସ୍ଲୋଗାନ ଦେଇଥିଲେ…
ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?
ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ ସମର୍ଥତ୍ତ ଭୂତତ୍ତ୍ୱବିଦ୍ମାନେ ସତର୍କ କରାଇଛନ୍ତି। ଉକ୍ତ ଡ୍ୟାମ୍ ଏକ ସକ୍ରିୟ ଫଲ୍ଟଲାଇନ୍ ଉପରେ…
ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍: ଲୋକେ କହିଲେ…
ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ ସହ ବସିଥିବାର ଦେଖାଯାଇଥିଲା। ଟେନିସ ମ୍ୟାଚ ଉପଭୋଗ କରୁଥିବା ତିନି ଜଣଙ୍କର ଏକ…
IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର
ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର କରିଛନ୍ତି। ଚତୁର୍ଥ T20 ମ୍ୟାଚ ସମେତ ଇଂଲଣ୍ଡଠାରୁ ସିରିଜ ହାରିବା ପରେ –…
ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…
ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍ ଦୁର୍ଘଟଣା ଯୋଗୁ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍ରେ ଥିବା ଅନ୍ୟ ତିନି ଜଣ ଆହତ ହୋଇଛନ୍ତି। ସୂଚନାନୁଯାୟୀ, ଝରିଗାଁ ବ୍ଲକ ବଡ଼ଟେମେରା ପଞ୍ଚାୟତ…
ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା
ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରିବା ସହିତ, ସେ ଭାରତ ସହିତ ସମ୍ପର୍କର ଅବନତି ପାଇଁ ପାକିସ୍ତାନୀ ନେତାମାନଙ୍କୁ…
ଆର୍ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା
କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ ନିରୀକ୍ଷକ (ଆର୍.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର ସୁରକ୍ଷା ବ୍ୟବସ୍ଥା ପ୍ରଭାବିତ ହୋଇଥିବା ସହ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଚିନ୍ତା ପ୍ରକାଶ…
ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’
ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ କଡ଼ା ଚେତାବନୀ ଜାରି କରି ଇରାନର ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ ଯଦି…
ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି
ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ ପ୍ରସ୍ତୁତ ହେଉଥିବା ଜଣାପଡ଼ିଛି। ଦାବି କରାଯାଉଛି ଯେ ଏହି ଅଭିଯାନ ଉଦ୍ଧବ ଠାକରେଙ୍କ…

