ପ୍ରଥମ ଦରମାରେ ଭାଇଭଉଣୀଙ୍କ ପଢ଼ାଖର୍ଚ୍ଚ ତୁଲାଇଥିଲି
ବାପା ମା’ଙ୍କର ମୁଁ ଥିଲି ସବୁଠାରୁ ବଡ଼ପୁଅ। ମୋ ତଳେ ଆହୁରି ଚାରି ଭାଇ ଓ ଦୁଇ ଭଉଣୀ, ମାନେ ଆମେ ସାତ ଭାଇଭଉଣୀ। ବଡ଼ ପରିବାର। ବାପା ଥିଲେ ହାଇସ୍କୁଲ ଶିକ୍ଷକ। ଅବଶ୍ୟ ରିଟାୟାର୍ଡ଼ ବେଳକୁ ସି.ଟି. ସ୍କୁଲର ହେଡ୍ମାଷ୍ଟର…
ଦଶହରାରେ କ’ଣ କଲେ ହୁଏ ଶୁଭ, ଜାଣନ୍ତୁ ….
ଦଶହରାରେ ଘରକୁ ପରିଷ୍କାର ପରିଚ୍ଛନ୍ନ କରିବା ସହ ମା’ଙ୍କ କୃପା ଲଭିବାକୁ ଘରେ ଘରେ ସ୍ବତନ୍ତ୍ର ପୂଜାବିଧିର ଆୟୋଜନ କରାଯାଇଥାଏ। ତେବେ ବାସ୍ତୁଶାସ୍ତ୍ର ଅନୁସାରେ, ଏମିତି ବି କିଛି ଖାସ୍ କଥା ରହିଛି; ଯାହାକୁ ଦଶହରା ଅବସରରେ କଲେ ଘର ପାଇଁ…
ଷ୍ଟେଜ୍ରେ ରାମ ଭୂମିକାରେ କରୁଥିଲେ ଅଭିନୟ, ଆସିଲା ହାର୍ଟଆଟାକ୍, ଆଉ ତା’ ପରେ…
ନୂଆଦିଲ୍ଲୀ,୬ା୧୦: ଦିଲ୍ଲୀର ଶାହାଦରା ଅଞ୍ଚଳରେ ଷ୍ଟେଜ୍ରେ ରାମଲୀଳା ଚାଲିଥିବାବେଳେ ଏକ ଦୁଃଖଦ ଘଟଣା ଘଟିଛି। ରାମ ଭୂମିକାରେ ଅଭିନୟ କରୁଥିବା ସୁଶୀଲ କୌଶିକ୍ଙ୍କ ଛାତିରେ ଯନ୍ତ୍ରଣା ହେବାରୁ ସେ ଷ୍ଟେଜ୍ରୁ ଓହ୍ଲାଇବା ଦେଖି ଲୋକମାନେ ଦୌଡ଼ି ଯାଇଥିଲେ। ସୁଶୀଲଙ୍କୁ ସଙ୍ଗେ ସଙ୍ଗେ…
ଶେଯରେ ବସି ଖାଉଥିଲେ ନିହାତି ଜାଣନ୍ତୁ..
ପୂର୍ବେ, ଲୋକମାନେ ଭୂମି ଉପରେ ଚକା ପକାଇ ଭୋଜନ କରୁଥିଲେ। କିନ୍ତୁ ପରିବର୍ତ୍ତିତ ସମୟାନୁସାରେ ଏହାର ସ୍ଥାନ ଡାଇନିଂ ଟେବୁଲ୍ ନେଇଗଲା। ହେଲେ ଏବେ ବି କିଛି ଲୋକଙ୍କର ଶେଯ ଉପରେ ବସି ଟିଭି ଦେଖି ଖାଇବାର ଅଭ୍ୟାସ ରହିଛି; ଯାହାକି…
କୋଲକାତା ବଳାତ୍କାର ହତ୍ୟା ମାମଲା: ସନ୍ଦୀପ ଘୋଷଙ୍କୁ ଆଉ ଏକ ବଡ଼ ଝଟ୍କା
କୋଲକାତା,୬।୧୦: କୋଲକାତା ସ୍ଥିତ ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର କର୍ତ୍ତୃପକ୍ଷ ଏକ ବିଜ୍ଞପ୍ତି ଜାରି କରି ୧୦ ଜଣ ଡାକ୍ତରଙ୍କୁ ବହିଷ୍କାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିରେ ଇଣ୍ଟର୍ନ, ହାଉସ ଷ୍ଟାଫ ଏବଂ ବରିଷ୍ଠ ରେଜିଡେଣ୍ଟ ଅନ୍ତର୍ଭୁକ୍ତ। ସୂତ୍ରରୁ…
‘ଅକ୍ଟୋବର ୮ ଫଳାଫଳକୁ ଅପେକ୍ଷା କର, ବାକି କେବଳ ଟାଇମ୍ ପାସ୍’
କଶ୍ମୀର,୬।୧୦: ନ୍ୟାଶନାଲ କନ୍ଫରେନ୍ସ ନେତା ତଥା ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲା ଶନିବାର ସନ୍ଧ୍ୟାରେ ଆସିଥିବା ଏକ୍ଜିଟ୍ ପୋଲ୍ର ପୂର୍ବାନୁମାନ ଉପରେ ସନ୍ଦେହ ପ୍ରକଟ କରିଛନ୍ତି। ନିର୍ବାଚନର ପ୍ରକୃତ ଫଳାଫଳ ପାଇଁ ସମସ୍ତଙ୍କୁ ଅକ୍ଟୋବର ୮କୁ ଅପେକ୍ଷା କରିବା…
ପାର୍ବଣରେ ୧୦୦ ଟପିଲାଟମାଟୋ ଦର
ଭୁବନେଶ୍ୱର,୬।୧୦: ପରିବା ଦରରେ ନିଆଁ ଲାଗିଛି। ମାର୍କେଟକୁ ଗଲେ ୫୦୦ ଟଙ୍କାରେ ମଧ୍ୟ ବ୍ୟାଗ୍ ପୁରୁନି। ସବୁ ପରିବା ଦର ହୁହୁ ହୋଇ ବଢ଼ି ଚାଲିଥିବା ବେଳେ ଟମାଟୋ କିଲୋ ଶହେରେ ପହଞ୍ଚିଲାଣି। ବିଭିନ୍ନ ସ୍ଥାନରେ ଶହେ ଟଙ୍କା ଉପରେ କିଲେ…
ଛାଡପତ୍ର ଗୁଜବ ଭିତରେ ଐଶ୍ୱର୍ଯ୍ୟାଙ୍କ ଡାଏରୀ ଫଟୋ ଭାଇରାଲ, ମୋର ଦୁଃଖ…
ମୁମ୍ବାଇ: ଅଭିଷେକ ବଚ୍ଚନ ଓ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡର ଅନ୍ୟତମ ଲୋକପ୍ରିୟ ଦମ୍ପତି । ତେବେ ଗତ କିଛି ଦିନ ହେବ ଏହି ଦମ୍ପତିଙ୍କ ଛାଡପତ୍ର ବିଷୟରେ ଗୁଜବ ଜାରି ରହିଛି। ତଥାପି, ସେମାନଙ୍କ ମଧ୍ୟରୁ କେହି ଏପର୍ଯ୍ୟନ୍ତ ଏହି…
ହମାସ ଆକ୍ରମଣକୁ ବର୍ଷେ: ଆଲର୍ଟରେ ଇସ୍ରାଏଲ
ବେରୁଟ୍,୬।୧୦: ଇସ୍ରାଏଲ ଉପରେ ହମାସ କ୍ଷେପଣାସ୍ତ୍ର ଆକ୍ରମଣର ଆସନ୍ତାକାଲି ଅର୍ଥାତ୍ ସୋମବାର ଏକ ବର୍ଷ ପୂରଣ ହେବ। ହମାସର ଏହି ଆକ୍ରମଣରେ ୧୦୦୦ରୁ ଅଧିକ ଇସ୍ରାଏଲ ଲୋକ ପ୍ରାଣ ହରାଇଛନ୍ତି। ଏହି ଆକ୍ରମଣ ପରେ ହିଁ ଇସ୍ରାଏଲ ହମାସକୁ ଧ୍ୱଂସ କରିବାକୁ…
ମସ୍କଟରୁ ଆସୁଥିବା ବିମାନର ଫାଟିଲା ଟାୟାର, ଅଳ୍ପକେ ବର୍ତ୍ତିଲେ ୧୪୬ ଯାତ୍ରୀ
ଚେନ୍ନାଇ,୬।୧୦: ଚେନ୍ନାଇ ବିମାନବନ୍ଦରରେ ଟଳିଛି ବଡ଼ ଦୁର୍ଘଟଣା। ଶନିବାର ମସ୍କଟରୁ ୧୪୬ ଯାତ୍ରୀଙ୍କୁ ନେଇ ଚେନ୍ନାଇ ଆସୁଥିବା ଏକ ବିମାନର ଟାୟାର ଓହ୍ଲାଇବା ସମୟରେ ଫାଟି ଯାଇଥିଲା। ଅଧିକାରୀମାନେ ଏହି ଘଟଣା ନେଇ ସୂଚନା ଦେଇଥିଲେ। ତେବେ ସମସ୍ତ ଯାତ୍ରୀ ସୁରକ୍ଷିତ…
ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ
ଭୁବନେଶ୍ୱର,୬ା୧୦: ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଦିଲ୍ଲୀରେ ମାଓବାଦୀ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଯୋଗ ଦେବେ । ଏହା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସାମିଲ…
ଏକଜିଟ ପୋଲ୍କୁ ନେଇ କଂଗ୍ରେସ ଖୁସିରେ ଗଦଗଦ, ଏବେ ହେବ ଅସଲ ଖେଳ!
ନୂଆଦିଲ୍ଲୀ,୬।୧୦: ଅକ୍ଟୋବର ୫ରେ ହରିୟାଣା ବିଧାନସଭା ନିର୍ବାଚନରେ ଭୋଟ ଗ୍ରହଣ ପରେ ଏକଜିଟ ପୋଲ୍ର ଫଳାଫଳ କଂଗ୍ରେସକୁ ଖୁସି ଖବର ଦେଇଥିଲା। ସମସ୍ତ ଏକଜିଟ ପୋଲ୍ରେ ଭାଜପାକୁ ପୋଛି ଦିଆଯାଇଥିଲା। ଏଭଳି ସ୍ଥିତିରେ, ଯଦି ଆମେ ଏକଜିଟ ପୋଲ୍ର ଫଳାଫଳକୁ ବିଶ୍ୱାସ…

