Home Left

ହରିୟାଣାରେ କିଏ ହେବେ ମୁଖ୍ୟମନ୍ତ୍ରୀ, ରେସ୍‌ରେ ରହିଛି ଏହିମାନଙ୍କ ନାମ…

ଚଣ୍ଡିଗଡ଼,୬ା୧୦: ହରିୟାଣାର ୯୦ଟି ବିଧାନସଭା ଆସନ ପାଇଁ ମତଦାନ ହୋଇଛି। ରାଜ୍ୟରେ କିଏ ସରକାର ଗଠନ କରିବ ସେନେଇ ଏକଜିଟ୍‌ ପୋଲ୍‌ ମଧ୍ୟ ଆସିଛି। ପ୍ରାୟ ସମସ୍ତ ଏକଜିଟ୍‌ ପୋଲ୍‌ରେ କଂଗ୍ରେସ ଆଗରେ ରହିଛି। ଇଣ୍ଡିଆ ଟୁଡେ ଆକ୍ସି ମାଇ ଇଣ୍ଡିଆର…

ଆଜିଠୁ ବିଗ୍‌ବସ୍‌ ୧୮

ମୁମ୍ବାଇ: ରିୟଲିଟି ଶୋ’ ବିଗ୍‌ବସ୍‌ର ୧୮ତମ ସିଜନ୍‌ ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ରାତି ୯ଟାରେ କଲର୍ସ ଟିଭିରେ ପ୍ରିମିୟର୍‌ ହେବାସହ ଜିଓ ସିନେମାରେ ମଧ୍ୟ ଷ୍ଟ୍ରିମିଂ ହେବ। ଚଳିତ ସିଜନ୍‌ରେ ମଧ୍ୟ ଅଭିନେତା ସଲମାନ ଖାନ୍‌ ଏହି ଶୋ’କୁ…

ସବୁଜ ହେଉଛି ଆଣ୍ଟାର୍କଟିକା

ଲଣ୍ଡନ, ୬।୧୦: ଆଣ୍ଟାର୍କଟିକା ନାଟକୀୟ ଭାବେ ସବୁଜ ହେବାରେ ଲାଗିଛି। ଗତ ୩ ଦଶନ୍ଧି ତୁଳନାରେ ବିଗତ କିଛିବର୍ଷ ମଧ୍ୟରେ ଏହି ଧାରା ୩୦%ରୁ ଅଧିକ ବୃଦ୍ଧି ପାଇଛି। ୧୯୮୬ରୁ ୨୦୨୧ ମଧ୍ୟରେ ଆଣ୍ଟାର୍କଟିକା ଉପଦ୍ୱୀପରେ ସବୁଜ ଆବରଣ ୧୦ ଗୁଣାରୁ…

ଓଡ଼ିଶା ପୋଲିସରେ ଡ୍ରାଇଭର ନିଯୁକ୍ତି: ୧୦ମ ପାସ୍‌ କରିଥିଲେ ଶୀଘ୍ର କରନ୍ତୁ ଆବେଦନ, ଦରମା…

ଭୁବନେଶ୍ୱର,୬।୧୦: ସରକାରୀ ଚାକିରି କରିବାକୁ ଇଚ୍ଛୁକ ଆଶାୟୀଙ୍କ ପାଇଁ ଆସିଛି ଖୁସି ଖବର । ଓଡ଼ିଶା ପୋଲିସ ପକ୍ଷରୁ ଡ୍ରାଇଭର ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ମୋଟ ୪୦୫ଟି ପଦ ପୂରଣ ହେବ । ଅକ୍ଟୋବର ୧୧ରୁ…

କୁଷ୍ମାଣ୍ଡା ବେଶରେ ମା’ ସମଲେଶ୍ୱରୀ

ବରଗଡ଼,୬ା୧୦: ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ରବିବାର ମା’ ସମଲେଶ୍ବରୀ କୁଷ୍ମାଣ୍ଡା ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ସମାଗମ…

ନିୟମିତ ହେବେ ୯୨୦୦ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ): ରାଜ୍ୟରେ କାର୍ଯ୍ୟରତ ୯ ହଜାର ୨୦୦ କନିଷ୍ଠ ଶିକ୍ଷକ ନିୟମିତ ହେବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି କରାଯାଇଛି। ଯେଉଁମାନେ ଚାକିରି ସର୍ତ୍ତାବଳୀ ଅନୁଯାୟୀ ନିରବିଚ୍ଛନ୍ନ ଭାବେ ୬ବର୍ଷ କାର୍ଯ୍ୟ…

ଆର୍‌ଆଇ, ଅମିନ ପରୀକ୍ଷା ଅନିୟମିତତା ଘଟଣା: ରିପୋର୍ଟ ମାଗିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର, ୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଶା ସବ୍‌ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା ପରିଚାଳିତ ଆର୍‌ଆଇ, ଏଆର୍‌ଆଇ, ଆଇସିଡିଏସ୍‌ ସୁପର ଭାଇଜର ଓ ଅମିନ ପରୀକ୍ଷାରେ ବ୍ୟାପକ ଅନିୟମିତତା ନେଇ ହେଉଥିବା ଅଭିଯୋଗକୁ ରାଜ୍ୟ ସରକାର ଗୁରୁତ୍ୱର ସହ ନେଇଛନ୍ତି। ଚାକିରି…

ସ୍ବେଚ୍ଛାକୃତ ଅବସର ପାଇଁ ଅରୁଣ ଷଡ଼ଙ୍ଗୀଙ୍କୁ ଅନୁମତି ଦେଲେ ସରକାର

ଭୁବନେଶ୍ୱର,୬ା୧୦(ଅନିଲ ଦାସ): ରାଜ୍ୟ ସରକାର ୧୯୯୦ ବ୍ୟାଚ ଆଇପିଏସ୍‌ ତଥା ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପାଇଁ ଅନୁମତି ଦେଇଛନ୍ତି। ଏ ନେଇ ଶନିବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ଖାତାକୁ ଆସିଲା ଟଙ୍କା

ଭୁବନେଶ୍ୱର,୬ା୧୦(ଅନିଲ ଦାସ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ମହାରାଷ୍ଟ୍ରର ୱାସିମ୍‌ଠାରେ ପିଏମ୍‌ କିଷାନ ସମ୍ମାନନିଧିର ୧୮ତମ କିସ୍ତି ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଦେଶର ୯ କୋଟି ୪୦ ଲକ୍ଷ କୃଷକଙ୍କୁ ୨୦ହଜାର କୋଟି ଟଙ୍କାରୁ ଅଧିକ ଅର୍ଥ ହସ୍ତାନ୍ତର କରାଯାଇଛି।…

ଚୋରି କରିନେଲେ କୋଟିଏ ଟଙ୍କାର କଳାପଥର

ଯାଜପୁର,୬ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳର ଡଙ୍କାରୀ ପାହାଡ଼ ପାଦଦେଶରେ ପ୍ରଶାସନ ପକ୍ଷରୁ ମହଜୁଦ ଥିବା ପ୍ରାୟ କୋଟିଏ ଟଙ୍କାର କଳାପଥର ଲୁଟ ହୋଇଛି। ଉକ୍ତ କଳାପଥର ଗତ ମେ ୧୬ ତାରିଖରେ ପାହାଡ଼ରୁ ଧସିଯାଇଥିଲା। ଫଳରେ କଳାପଥର…

ଜମ୍ମୁ-କଶ୍ମୀର: ଗଣତି ପୂର୍ବରୁ ଭାଜପାକୁ ମିଳିଲା ୫ ବିଧାୟକ

ଶ୍ରୀନଗର,୬ା୧୦: ୯୦ ଆସନ ବିଶିଷ୍ଟ ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ୩ ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଛି, ଯାହାର ଫଳାଫଳ ଅକ୍ଟୋବର ୮ରେ ପ୍ରକାଶ ପାଇବ। ଭୋଟ ଗଣତିକୁ ୪୮ ଘଣ୍ଟା ବାକି ଥିବାବେଳେ କେନ୍ଦ୍ରଶାସିିତ ଅଞ୍ଚଳର ଉପରାଜ୍ୟପାଳ (ଏଲ୍‌ଜି) ମନୋଜ ସିହ୍ନାଙ୍କ ପ୍ରଶାସନ…

ଅଚାନକ ପରିଦର୍ଶନ: ସବ୍‌ଟ୍ରଜେରୀ କାର୍ଯ୍ୟାଳୟରେ କର୍ମଚାରୀଙ୍କୁ ନ ଦେଖି ବିଧାୟକ କ୍ଷୁବ୍ଧ

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଶନିବାର ଦିଗପହଣ୍ଡି ସବ୍‌ ଟ୍ରେଜେରୀ କାର୍ଯ୍ୟାଳୟକୁ ଅଚାନକ ପରିଦର୍ଶନରେ ଯାଇଥିଲେ। ମଧ୍ୟାହ୍ନ ପ୍ରାୟ ୧୨ଟାରେ କାର୍ଯ୍ୟାଳୟ ତାଲା ଖୋଲା ରହିଥିବା ବେଳେ କୌଣସି କର୍ମଚାରୀଙ୍କ ଦେଖା ମିଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?