ବଜାରରେ ହିରୋର ଦି ମାଭରିକ୍ ୪୪୦
ଭୁବନେଶ୍ୱର,୧୭।୪(ଅଭୟ ଦାଶ): ହିରୋ ମୋଟକର୍ପ ଲିମିଟେଡ୍ ବା ହିରୋର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍ ନ୍ୟୁ ଦି ମାଭରିକ୍ ୪୪୦’ର ସର୍ବଭାରତୀୟ ଉନ୍ମୋଚନ ଏବଂ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର…
୨୦୨୪ରେ ଜିଡିପି ଅଭିବୃଦ୍ଧି ହାର ୬.୮%
ଭୁବନେଶ୍ୱର,୧୭।୪(ଅନୁରାଧା ମହାରଣା): ୨୦୨୪ରେ ଭାରତୀୟ ଅର୍ଥନୀତି ୬.୮ ପ୍ରତିଶତ ହାରରେ ବୃଦ୍ଧିପାଇବ। ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି(ଆଇଏମ୍ଏଫ୍) ବିଶ୍ୱ ଅର୍ଥନୈତିକ ଅଭିବୃଦ୍ଧି ଆଉଟଲୁକ୍ରେ ଏପରି ଆକଳନ ପ୍ରକାଶ କରିଛି। ଆଇଏମ୍ଏଫ୍ ୨୦୨୪ରେ ଭାରତରେ ଜିଡିପି ଅଭିବୃଦ୍ଧି ହାରକୁ ୬.୮ ପ୍ରତିଶତ ହେବ ବୋଲି ଆକଳନ…
ପ୍ରଚାର କଲେଣି ଭାଜପା, କଂଗ୍ରେସ:ବିଜେଡି ନୀରବ
ହାଟଡିହୀ,୧୭l୪(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସ ଓ ଭାଜପା ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତିି। ଭାଜପାରୁ ଆଲୋକ ସେଠୀ ଓ କଂଗ୍ରେସରୁ ଜୟଦେବ ଯେନା ଉଭୟେ ହାଟଡିହୀ ବ୍ଲକ ଅଞ୍ଚଳର ବାସିନ୍ଦା। ସେମାନେ ପ୍ରଚାର ଆରମ୍ଭ କରିଦେଇଥିବା…
ହୋଟେଲ ଉଦ୍ୟୋଗରେ ତିହାରର ୭୦୦ କଏଦୀ ନିଯୁକ୍ତ
ନୂଆଦିଲ୍ଲୀ, ୧୭।୪: ତିହାର ଜେଲ୍ର ପ୍ରାୟ ୭୦୦ କଏଦୀ ହୋଟେଲ ଉଦ୍ୟୋଗରେ ନିଯୁକ୍ତି ପାଇଛନ୍ତି। ସେହିପରି ୧୨୦୦ରୁ ଅଧିକ କଏଦୀ ଜେଲରୁ ମୁକୁଳିବା ପରେ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରିବା ପାଇଁ ପ୍ରଶିକ୍ଷଣ ନେଉଛନ୍ତି। ୧୯୮୯ ବ୍ୟାଚର ବରିଷ୍ଠ ଆଇପିଏସ୍ ଅଧିକାରୀ…
ବ୍ୟବସ୍ଥା ବିଗାଡ଼ିବାକୁ ଉଦ୍ୟମ କରନାହିଁ
ନୂଆଦିଲ୍ଲୀ,୧୭ା୪: ନିର୍ବାଚନ ବେଳେ ଇଲେକ୍ଟ୍ରୋନିକ୍ ଭୋଟିଂ ମେଶିନ୍ (ଇଭିଏମ୍) ଜାଲିଆତି ନେଇ ଅଭିଯୋଗ ବଢ଼ିବାରେ ଲାଗିଛି। ଇଭିଏମ୍ ସହ ଭୋଟର ଭେରିଫିଏବଲ୍ ପେପର ଅଡିଟ୍ ଟ୍ରାଏଲ୍ (ଭିଭିପିଏଟି)ର ୧୦୦ ପ୍ରତିଶତ ପେପର୍ ସ୍ଲିପ୍କୁ ମେଳ କଲେ ଗୁପ୍ତ ମତଦାନ ବ୍ୟବସ୍ଥାରେ ରହିଥିବା…
ପରମ୍ପରା ପାଇଁ ଅଖଣ୍ଡ ଶିକାର
କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହର ମଧ୍ୟକୁ ମଙ୍ଗଳବାର ଏକ ରକ୍ତାକ୍ତ ମାଈ ବାର୍ହା ପଶି ଆସିଥିଲା। ଘଟଣାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିବା ବେଳେ ଜଙ୍ଗଲ ନଷ୍ଟ ଯୋଗୁ ବନ୍ୟପ୍ରାଣୀ ବାସହରା ହୋଇ ଖାଦ୍ୟ ଓ ପାଣି ପାଇଁ ଜନବସତି ମୁହଁା…
ସଲମାନଙ୍କୁ ହତ୍ୟା ପାଇଁ ଚଳାଇଥିଲେ ଗୁଳି
ମୁମ୍ବାଇ, ୧୭।୪: ବଲିଉଡ୍ ଅଭିନେତା ସଲମାନ ଖାନ୍ଙ୍କ ଘର ସାମ୍ନାରେ ଗୁଳି ଚାଳନା ମାମଲାରେ ଅଭିଯୁକ୍ତ ଭିକି ଗୁପ୍ତା ଓ ସାଗର ପାଲ୍ଙ୍କୁ ୧୦ ଦିନିଆ ପୋଲିସ ରିମାଣ୍ଡରେ ମୁମ୍ବାଇର ଏକ ସ୍ଥାନୀୟ କୋର୍ଟ ପଠାଇଛି। ବିହାରର ଏହି ୨ ଅଭିଯୁକ୍ତଙ୍କୁ…
ଏହି ୧୬ ଆସନରେ ପ୍ରାର୍ଥୀ ଘୋଷଣା କରିନି ଭାଜପା
ଭୁବନେଶ୍ୱର, ୧୭ା୪(ସୁନିତ୍ ମିଶ୍ର):୨୦୨୪ ନିର୍ବାଚନ ପାଇଁ ଭାଜପା ତା’ର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦ୍ୱିତୀୟ ପର୍ଯ୍ୟାୟରେ ଦଳ ପକ୍ଷରୁ ଆଉ ୨୧ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ୨ ଜଣ ପ୍ରାର୍ଥୀଙ୍କୁ ପରିବର୍ତ୍ତନ…
କେନ୍ଦ୍ରମନ୍ତ୍ରୀଙ୍କୁ ଟିକେଟ୍ ଦେଲାନି ଭାଜପା: ପଛରେ ରହିଛି ଏଭଳି କାରଣ
ବାରିପଦା,୧୭ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବିବାଦୀୟ ମନ୍ତବ୍ୟ, ଅଶୋଭନୀୟ ଆଚରଣ ସମେତ କାର୍ଯ୍ୟଦକ୍ଷତାର ମାପକାଠିକୁ ଆଧାରକରି ଭାଜପା ଚଳିତ ନିର୍ବାଚନରେ କେତେଜଣ ଏମ୍ପି ଏବଂ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରାର୍ଥୀ ତାଲିକାରୁ ବାଦ୍ ଦେଇଛି। ଏଥିରେ ନୂଆ ସଂସଦ ଭବନରେ ବିକ୍ଷୋଭକାରୀ ପଶିବା ଘଟଣାରେ ବିବାଦୀୟ ହୋଇଥିବା…
କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅମିର ଖାନ୍
ମୁମ୍ବାଇ,୧୭ା୪:କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଜରିଆରେ ବଲିଉଡ୍ ଅଭିନେତା ଆମୀର ଖାନ୍ଙ୍କ ପୁରୁଣା ଭିଡିଓକୁ ବ୍ୟବହାର କରାଯାଇ ଭାଜପା ବିରୋଧରେ ଏକ ବିଜ୍ଞାପନ ପ୍ରସ୍ତୁତ କରାଯାଇଛି। ସୋସିଆଲ ମିଡିଆରେ ଶେୟାର କରାଯାଇଥିବା ଏହି ଡିପ୍ଫେକ୍ ଭିଡିଓ ଭାଇରାଲ ହେବା ପରେ ମଙ୍ଗଳବାର ସେ…
ସଲମାନଙ୍କୁ ଭେଟିବାକୁ ଗାଲାକ୍ସି ଆପାର୍ଟମେଣ୍ଟରେ ପହଞ୍ଚିଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ
ବମ୍ବେ: ନିକଟରେ ବଲିଉଡ୍ର ଦବଙ୍ଗ ଖାନ୍ଙ୍କ ଘର ଉପରେ ୨ ଜଣ ଅଜ୍ଞାତ ବ୍ୟକ୍ତି ଗୁଳିମାଡ଼ କରିଥିଲେ। ଏହି ଘଟଣା ଅନେକଙ୍କୁ ଚକିତ କରିଥିଲା। ପୋଲିସ ଘଟଣା ସମ୍ପର୍କରେ ସୂଚନା ପାଇ ସିସିଟିଭି ଯାଞ୍ଚ କରିବା ସହ ଅଭିଯୁକ୍ତଙ୍କୁ ଗିରଫ ପାଇଁ…
ମେଡିକାଲ ଶୌଚାଳୟରେ କର୍କଟ ରୋଗୀଙ୍କ ଆତ୍ମହତ୍ୟା
କଟକ,୧୬ା୪ (କାର୍ତ୍ତିକ ସାହୁ) ଆଚାର୍ଯ୍ୟ ହରିହରି ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନକୁ ଚିକିତ୍ସା ପାଇଁ ଆସିଥିବା ଜଣେ ମହିଳା କର୍କଟ ରୋଗର ଯନ୍ତ୍ରଣା ସହି ନ ପାରି ମେଡିକାଲ ଶୌଚାଳୟରେ ଆତ୍ମହତ୍ୟା କରିଥିବା ଚର୍ଚ୍ଚା ହେଉଛି। ମୃତ ମହିଳା ଜଣକ ହେଲେ…
Archives


