Home Left

ସୋସିଆଲ ମିଡିଆରେ ନବୀନଙ୍କୁ ପ୍ରଶଂସା, ପାଣ୍ଡିଆନ୍‌ଙ୍କୁ ଟ୍ରୋଲ୍‌

ଭୁବନେଶ୍ୱର,୪।୬(ଶର୍ମିଷ୍ଠା ପାଣିଗ୍ରାହୀ)-ଓଡ଼ିଶା ରାଜନୀତି ଇତିହାସରେ ଲେଖା ହେବ ଏକ ନୂଆ ଆରମ୍ଭ। ଦୀର୍ଘ ୨୪ବର୍ଷର ଶାସନ ପରେ ବିଜୁ ଜନତା ଦଳ ତଥା ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶାସନର ଅନ୍ତ ଘଟିଛି। ଭାଜପା ଆଶା କରି ନଥିବା ଫଳ ପାଇଥିବା…

ନନ୍ଦନକାନନରେ ମୁତୟନ ହେବେ ଓଆଇଏସ୍‌ଏଫ୍‌ ଯବାନ

ବାରଙ୍ଗ,୫।୬(ଲିଙ୍ଗରାଜ ରାଉତ):ପ୍ରାଣୀଉଦ୍ୟାନ ନନ୍ଦନକାନନ ସୋମବାର ବନ୍ଦ ଥିବାବେଳେ ଜଣେ ଯୁବକ ବେଆଇନ ଭାବେ ତା’ ମଧ୍ୟକୁ ପଶିବା ଓ ଜଣେ ସୁରକ୍ଷା କର୍ମଚାରୀଙ୍କୁ ଆକ୍ରମଣ ଓ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ଘଟଣାରେ ନନ୍ଦନକାନନ ପ୍ରାଣୀଉଦ୍ୟାନ ନିଜ ଆଡୁ ମଙ୍ଗଳବାର ଏକ…

୨୪ ବର୍ଷ ପରେ ପ୍ରଥମ ଥର ହାରିଲେ ନବୀନ

ଭୁବନେଶ୍ୱର/ ହିଞ୍ଜିଳିକାଟୁ /ବଲାଙ୍ଗୀର/କଣ୍ଟାବାଞ୍ଝି (ଅନିଲ ଦାସ/ଦ୍ୱିତୀକୃଷ୍ଣ ପଣ୍ଡା/ବୀରେନ୍ଦ୍ର କୁମାର ଝାଙ୍କର/ଗୁରୁଦୟାଲ ହଂସ) ୫ା୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ୨୪ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ନିର୍ବାଚନରେ ପରାଜିତ ହୋଇଛନ୍ତି। କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ସେ ହାରି ଯାଇଛନ୍ତି। ଭାଜପା…

ଓମ୍‌ପ୍ରକାଶଙ୍କ ବିଜୟ ପାଇଁ ଅଧିଆ ପଡ଼ିଲେ ସମିତି ସଭ୍ୟା

ସାକ୍ଷୀଗୋପାଳ, ୫ା୬(ପ୍ରଶାନ୍ତ କୁମାର ବାରିକ/କିଶୋର ମହାପାତ୍ର):ଭାଜପା ପ୍ରାର୍ଥୀ ଓମ୍‌ ପ୍ରକାଶ ମିଶ୍ରଙ୍କ ବିଜୟ ପାଇଁ ମାନସିକ ରଖି କଣାସ ବ୍ଲକ ଅଣ୍ଡାଳସିଂ ପଞ୍ଚାୟତର ସମିତି ସଭ୍ୟା ତଥା ରୁଢୁପୁର ଗ୍ରାମର ଲିଜା ଛୋଟରାୟ ମଙ୍ଗଳବାର ମନ୍ଦିର ସମ୍ମୁଖରେ ଅଧିଆ ପଡ଼ିଥିଲେ। ସକାଳ…

ଲେଖା ଛିଡ଼ିଲା, କ୍ରୀତଦାସରୁ ଓଡ଼ିଶାବାସୀ ମୁକ୍ତି ପାଇଲେ: ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର, ୫।୬: ବ୍ରହ୍ମପୁର ଲୋକ ସଭା ଆସନରୁ ଜିତିବା ପରେ ପ୍ରତିକ୍ରିୟା ଦେଇଛନ୍ତି ପ୍ରଦୀପ ପାଣିଗ୍ରାହୀ। ସେ କହିଛନ୍ତି, ସୁନାମୀ ଆସିଛି, ପରିବର୍ତ୍ତନ ହୋଇଛି। ଏଠାରେ ଜନତାଙ୍କ ସରକାର, ଲୋକଙ୍କ ସରକାର ହେବ। ଓଡ଼ିଶାବାସୀ, ପୂରା ଭାରତବାସୀଙ୍କୁ ଚକିତ କରିଛନ୍ତି। ଠିକ…

ଏସବୁ ସ୍ଥାନରେ ବିଜେଡି ଦୁର୍ଗ ଭାଙ୍ଗିଲା

ଭୁବନେଶ୍ୱର,୫ା୬(ଅନିଲ ଦାସ):ଦୀର୍ଘ ୨୪ ବର୍ଷ ବିଜେଡି ଶାସନର ଦୁର୍ଗ ଭୁଶଡ଼ି ପଡ଼ିଛି। ଅନ୍ୟପକ୍ଷରେ ଅପ୍ରତ୍ୟାଶିତ ଭାବେ ଭାଜପା ଲୋକ ସଭାରେ ୧୯ ଓ ବିଧାନସଭାରେ ୭୮ ଆସନରେ ବିଜୟୀ ହୋଇ ରାଜ୍ୟରେ କ୍ଷମତା ଦଖଲ କରିଛି। ବିଜେଡିକୁ ବିଧାନସଭାରେ ମାତ୍ର ୫୧…

ଓଲଟିଲା ଚିପ୍ସ ବୋଝେଇ ଡମ୍ପର: ଚାଲିଗଲା ୨ ଜୀବନ

ଜଳେଶ୍ୱର,୫।୬: ଜଳେଶ୍ୱର ବ୍ଲକ ଅଧିନ ଆମ୍ବଳିଅଠା ନିକଟ ସୋଲପଟା ରାସ୍ତା କଡରେ ଥିବା ଏକ ଘର ଉପରେ ମେଟାଲ ବୋଝେଇ ଡମ୍ପର ଓଲଟି ଯାଇଥିଲା। ଘର ଭିତରେ ଶୋଇଥିବା ସୁଧୀର ଜେନା (୫୬) ଓ ସ୍ତ୍ରୀ ଗୀତାରାଣୀ ଜେନା(୫୩) ମେଟାଲ ତଳେ…

୧୦ ପ୍ରତିଶତରୁ କମ ଭୋଟ ପାଇଲା ବିଏସପି

ଲକ୍ଷ୍ନୌ,୫।୬: ବହୁ ବର୍ଷ ପରେ, ଏପରି ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି ଯାହାର ଫଳାଫଳ ବିଏସପି ବ୍ୟତୀତ ସମସ୍ତ ଦଳ ପାଇଁ ଉତ୍ସାହଜନକ ଥିଲା। ଭାଜପା ସଂଖ୍ୟାଗରିଷ୍ଠତା ପାଇ ଖୁସି ଥିବାରୁ ଏହାର ସରକାର ତୃତୀୟ ଥର ପାଇଁ ଗଠିତ…

୨ ପୁଅ ହାରିବା ପରେ ମୁଁହ ଖୋଲିଲେ ସୁର ରାଉତରାୟ: କହିଲେ ଏମିତି କଥା

ଭୁବନେଶ୍ୱର,୫।୬: ସାଧାରଣ ନିର୍ବାଚନ ୨୦୨୪ରେ କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ତାଙ୍କୁ ୨ ପୁଅ ସିଦ୍ଧାର୍ଥ ଏବଂ ମନ୍ମଥ ରାଉତରାୟ ନିର୍ବାଚନରେ ହାରିଯାଇଛନ୍ତି। ମନ୍ମଥ ଭୁବନେଶ୍ୱର ଲୋକ ସଭା ଆସନରୁ ପରାସ୍ତ ହୋଇଥିବାବେଳେ ସିଦ୍ଧାର୍ଥ…

ଗୋଟିଏ ବିମାନରେ ଦିଲ୍ଲୀ ଯାତ୍ରା କରିବେ ନୀତୀଶ-ତେଜସ୍ବୀ, ରାଜନୈତିକ ମହଲରେ ହେଲାଣି ଆଲୋଚନା

ପାଟନା,୫।୬: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବୁଧବାର (୫ ଜୁନ) ରେ ଦିଲ୍ଲୀ ଯିବେ। ଦିଲ୍ଲୀରେ ଏନଡିଏ ବୈଠକ ଅନୁଷ୍ଠିତ ହେବ। ସେ ଏଥିରେ ଭାଗ ନେବେ। ବିରୋଧୀ ଦଳର ନେତା ତେଜସ୍ବୀ ଯାଦବ ମଧ୍ୟ ସେହି ବିମାନରେ ରହିବେ ଯେଉଁଥିରେ…

୩ ବର୍ଷ ପୂର୍ବେ ମୁଖ୍ୟମନ୍ତ୍ରୀ ହେଲେ ବିଧାନସଭାକୁ ଫେରିବେ ବୋଲି ରାଗରେ କହିଥିଲେ, ଆଜି ତାହା କରିଦେଖାଇଲେ ଚନ୍ଦ୍ରାବାବୁ

ଅମରାବତୀ, ୫ା୬:ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରାବାବୁ ନାଇଡୁଙ୍କ ତେଲୁଗୁଦେଶମ୍‌ ପାର୍ଟି (ଟିଡିପି) ବଡ଼ ବିଜୟ ହାସଲ କରିଛି। ଏଥର ଟିଡିପି ଭାଜପା ଏବଂ ପଓ୍ବନ କଲ୍ୟାଣଙ୍କ ଜନସେନା ପାର୍ଟି (ଜେଏସ୍‌ପି) ସହ ଏକାଠି ଲଢ଼ିଥିଲା। ୧୭୫ ଆସନ…

ଆଜି ଭାରତ-ଆୟର୍ଲାଣ୍ଡ ମ୍ୟାଚ୍‌: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୫।୬: ଭାରତୀୟ ଦଳ ଟି-୨୦ ବିଶ୍ୱକପ ୨୦୨୪ରେ ଅଭିଯାନ ଆରମ୍ଭ କରିବ। ତାଙ୍କର ପ୍ରଥମ ମ୍ୟାଚ ଆୟର୍ଲାଣ୍ଡ ବିପକ୍ଷରେ ହୋଇଛି। ଏହି ଗ୍ରୁପ-ଏ ମ୍ୟାଚ ନ୍ୟୁୟର୍କର ନାସାଉ କାଉଣ୍ଟି କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ସମ୍ପର୍କରେ ନ୍ୟୁୟର୍କରେ ସୁରକ୍ଷା ବ୍ୟବସ୍ଥା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri